Daily Archives

ଓସାକା ହାଇଦ୍ରାବାଦ ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟ୍‌ଘାଟ୍‌ ଆୟୋଜିତ

ହାଇଦ୍ରାବାଦ : ହାଇଦ୍ରାବାଦ ସ୍ଥିତ ପ୍ରବାସୀ ପଶ୍ଚିମ ଓଡିଶା ବାସୀଙ୍କ ଅଗ୍ରଣୀ ସଂଗଠନ ପଶ୍ଚିମ ଓଡିଶା ସାମାଜିକ ଆରୁ ସାଂସ୍କୃତିକ ଅନୁଷ୍ଠାନ "ଓସାକା" ତରଫରୁ ୨୯ ସେପ୍ଟେମ୍ବରରେ ବଂଜାରା ହିଲସ ସ୍ଥିତ ଆଦିବାସୀ ଭବନ ଠାରେ ମହାସମାରୋହରେ ନୂଆଁଖାଇ ଭେଟ୍‌ଘାଟ୍ ପାଳିତ ହୋଇଯାଇଛି । ପ୍ରଥମେ
Read More...

ରେଙ୍ଗାଲି କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ରେଙ୍ଗାଲି କ୍ଲଷ୍ଟରରେ ସୁରଭି କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସତ୍ୟାନନ୍ଦ ସଲତରଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଶ୍ରୀପତି ନନ୍ଦ, ବନବାସିନୀ ଛତ୍ରିଆ, ସିଆର୍‌ସିସି ଦତ୍ତାତ୍ରେୟ ପଧାନ ପ୍ରମୁଖ
Read More...

ମହିଳାଙ୍କ ବେକରୁ ସୁନାର ମଙ୍ଗଳସୂତ୍ର ଲୁଟ୍ ଉଦ୍ୟମ ଫେଲ୍

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡ଼ ସହରରେ ଥମୁନି ମହିଳାଙ୍କ ବେକରୁ ସୁନା ଚେନ ଲୁଟ୍‌ ଉଦ୍ୟମ । ଏହିଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡ଼ ସହର ନେହେରୁ ନଗର ଦ୍ୱିତୀୟ ଗଳିରେ । ସକାଳ ୬.୧୫ ସମୟରେ ଏମ୍‌. ରଜନୀ ନାମକ ୪୧ବର୍ଷୀୟ ମହିଳା ଜଣକ ନିଜ ଘର ଅଗଣା ଝାଡୁ
Read More...

ଜିଲ୍ଲାସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ

ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଅଇଁଲାଚୁଆଁର ଲୋକନୃତ୍ୟ ପ୍ରଥମ ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ପିପି ଏକାଡେମୀ ଠାରେ ବିଜ୍ଞାନ ବିଷୟ ସମ୍ବନ୍ଧୀୟ ଜିଲ୍ଲାସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାର ଖପ୍ରାଖୋଲ ସରକାରୀ ଉଚ୍ଚ ବିଦ୍ୟାଳୟ, ଉନ୍ନୀତ ଉଚ୍ଚ ବିଦ୍ୟାଳୟ
Read More...

ପଣ୍ଡରାପାଲିରେ ଗଜବନ୍ଧ କ୍ଲଷ୍ଟରସ୍ତରୀୟ ସୁରଭି

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ସ୍ଥିତ ପଣ୍ଡରାପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟରସ୍ତରୀୟ ସୁରଭି ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ନନ୍ଦକିଶୋର ବିଶିଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଉତ୍ସବକୁ ଅନ୍ଧାରିବାଞ୍ଜି
Read More...

ଜାତୀୟ ଆଇନ ସେବା ପ୍ରାଧୀକରଣ ଯୋଜନା ଏବଂ ପୀଡିତା ସହାୟତା ଯୋଜନା ସଂବନ୍ଧୀୟ ଆଇନ ସଚେତନତା ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ ଅନୁସାରେ ବଲାଙ୍ଗିର ସଦର ସରକାରୀ ମହିଳା ମହାବିଦ୍ୟାଳୟ ଠାରେ ଜାତୀୟ ଆଇନ ସେବା ପ୍ରାଧୀକରଣ ଯୋଜନା,(ଏସିଡ୍ ଆକ୍ରମଣର ପୀଡିତାଙ୍କୁ ଆଇନ ସହାୟତା), ପ୍ୟାନେଲ ନିୟମ ଗୁଡିକର ବିଭିନ୍ନ ବ୍ୟବସ୍ଥା ଏବଂ ପୀଡିତା ସହାୟତା
Read More...

ମୁନିଷିପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ କଲ୍ୟାଣ ସମିତି ବୈଠକ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିଷିପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସୋମବାର ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଅଧ୍ୟକ୍ଷତା କରିଥିଲେ । ସ୍ୱାସ୍ଥ୍ୟ କେନ୍ଦ୍ର ଇନ୍‌ଚାର୍ଜ ତା.
Read More...

ବ୍ରହ୍ମପୁର ସହରରେ ଶାରଦୀୟ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ବୈଠକ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଶାରଦୀୟ ଦୁର୍ଗାପୂଜା ସମ୍ଭାର ସୁରୁଖୁରେ ସମ୍ପାଦିତ ହେବା ନିମନ୍ତେ ପ୍ରଶାସନିକସ୍ତରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବ୍ରହ୍ମପୁର ଉପ-ଜିଲ୍ଲାପାଳ ଦୀନା
Read More...

ଖପ୍ରାଖୋଲ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ପଞ୍ଚାୟତ ସମିତିର ସପ୍ତମ ସାଧାରଣ ଅଧିବେଶନ ମଙ୍ଗଳବାର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତ ସମିତି ଅଧ୍ୟକ୍ଷା ନିରୁପମା ପୁଟେଲଙ୍କ ଅଧ୍ୟକ୍ଷତାରେ ସମିତି ଅଧୀନସ୍ଥ ୨୧ଟି ପଞ୍ଚାୟତର ସମିତି ସଭ୍ୟ ଏବଂ ସରପଞ୍ଚଙ୍କୁ ନେଇ
Read More...

ସଇଁତଲାରେ ନୂତନ ଷ୍ଟେଟ୍‌ ବ୍ୟାଙ୍କ କାର୍ଯ୍ୟାଳୟ ଉଦ୍‌ଘାଟିତ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ୨୬ ଜାତୀୟ ରାଜପଥ କଡ଼ ଥିବା ନୂତନ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ କାର୍ଯ୍ୟାଳୟ ଗୃହ ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ସଇଁତଲା ଶାଖା ପରିଚାଳକ ପ୍ରଦୀପ ସେଠୀଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଉଦ୍‌ଘାଟନୀ ଉତ୍ସବରେ ମହାପ୍ରବନ୍ଧକ ଦିନେଶ
Read More...