Daily Archives

ପରିତ୍ୟକ୍ତ କୂଅରୁ ଜଙ୍ଗଲୀ ବାର୍‌ହାକୁ ଉଦ୍ଧାର କଲା ବନବିଭାଗ

ବୌଦ୍ଧ, (କେପିଏନ୍‌ଏସ୍‌) : ପରିତ୍ୟକ୍ତ କୂଅରେ ପଡିଗଲା ଜଙ୍ଗଲୀ ବାରହା । ଗ୍ରାମବାସୀଙ୍କ ବନବିଭାଗକୁ ଖବର । ଉଦ୍ଧାର କଲା ପୁରୁଣାକଟକ ବନବିଭାଗ । ସୂଚନା ଅନୁଯାୟୀ ଗତକାଲି ରାତ୍ରିରେ ଖାଦ୍ୟ ଅନ୍ୱେଷଣରେ ଗାଁ ମୁହାଁ ହୋଇ ହରଭଙ୍ଗା ବ୍ଲକ ଧଳପୁର ହାଇସ୍କୁଲ ପଛପାଖରେ ଥିବା ପରିତ୍ୟକ୍ତ କୂଅରେ
Read More...

ଦକ୍ଷିଣ ରାଉରକେଲାରେ ଗାନ୍ଧି ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳମଣି ଗୋପବନ୍ଧୁ ୱେଲଫେୟାର ଟ୍ରଷ୍ଟ ଆନୁକୂଲ୍ୟରେ ସ୍ଥାନୀୟ ବାଲିଯୋଡି ଛକ ନିକଟସ୍ଥ ଉତ୍କଳମଣି ଗୋପବନ୍ଧୁ ପ୍ରତିମୂର୍ତ୍ତି ପରିସରରେ ଜାତିର ଜନକ ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀଜୀଙ୍କ ଜୟନ୍ତୀ ଓ ଶ୍ରଦ୍ଧାଞ୍ଜଳୀ
Read More...

ଗାନ୍ଧୀ ଜୟନ୍ତୀରେ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ଆନ୍ଦୋଳନ ପାଇଁ ରୂପରେଖ ପ୍ରସ୍ତୁତି

ଅହିଂସା ମାର୍ଗରେ ପରିଚାଳିତ ଗନ୍ଧମାର୍ଦ୍ଦନ ସୁରକ୍ଷା ଆନ୍ଦୋଳନ ଚିର ସ୍ମରଣୀୟ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ଗନ୍ଧମାର୍ଦ୍ଦନ ପାହାଡ଼ର ପାଦଦେଶରେ ଥିବା ପ୍ରାଚୀନ ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ପରିସରରେ ଥିବା ଗାନ୍ଧୀ ସମାଧି ସ୍ଥଳରେ
Read More...

ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ରାଉରକେଲା ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସ୍ଥିତ ସେକଟର ୨୦ରେ ଥିବା ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନରେ ରାଜ୍ୟ ସଭାପତି ଜଷ୍ଟିସ ମନୋରଞ୍ଜନ ମହାନ୍ତି ମୁଖ୍ୟ ଅତିଥିଭାବେ ଯୋଗଦେଇ ଗାନ୍ଧୀଙ୍କ ଜୀବନୀ ସମ୍ପର୍କରେ ଆଲୋଚନା କରିଥିଲେ ଅନ୍ୟତମ ସାନମାନିତ ଭାବେ ଡଃ. ଅଜିତ ବେହେରା, ସୁମନ ଦତ୍ତ,
Read More...

ଜିଲ୍ଲାସ୍ତରୀୟ ଗାନ୍ଧିଜୀ ଏବଂ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ମହାସମାରୋହରେ ପାଳିତ

ଗାନ୍ଧିଜୀ ଏବଂ ଶାସ୍ତ୍ରୀଜୀଙ୍କ ପ୍ରଦର୍ଶିତ ପଥକୁ ଅନୁସରଣ କରି ଜିଲ୍ଲା ତଥା ଦେଶର ବିକାଶରେ ଭାଗିଦାର ହେବା : ଜିଲ୍ଲାପାଳ ବରଗଡ଼, (ନିରୋଜ କୁମାର ପାଣୀ) : ଜାତିର ଜନକ ମହାତ୍ମା ଗାନ୍ଧିଜୀଙ୍କ ୧୫୫ତମ ତଥା ଶାନ୍ତି ଦୂତ ଲାଲ ବାହାଦୂର ଶାସ୍ତ୍ରୀଜୀଙ୍କ ୧୨୦ତମ ଜୟନ୍ତୀ ସମାରୋହ ବରଗଡ଼
Read More...

ପାଇକମାଲ ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋତିର୍ମୟୀ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଗାନ୍ଧୀ ଓ ଶାସ୍ତ୍ରୀଜୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ
Read More...

ବଲାଙ୍ଗିର ଏଜୁକେଶନ୍ ଫାଉଣ୍ଡେଶନ୍‌ର ପ୍ରତିଷ୍ଠା ଦିବସ

ଶିକ୍ଷାର ବିକାଶ ହେଲେ ସାମାଜିକ, ଅର୍ଥନୈତିକ ବିକାଶ ହେବ : ନରସିଂହ ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଏଜୁକେସନ୍ ଫାଉଣ୍ଡେସନ୍‌ର ପ୍ରତିଷ୍ଠା ଦିବସ ସ୍ଥାନୀୟ ପିପି ଏକାଡେମୀ ହଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଫାଉଣ୍ଡେସନର ସଭାପତି ଡଃ. ସୁଷମା ମଞ୍ଜରୀ ନାୟକଙ୍କ ସଭାପତିତ୍ୱରେ
Read More...

ଝାରମୁଣ୍ଡାରେ ବିଜେଡ଼ିର ଜନ ସଂପର୍କ ପଦଯାତ୍ରା

ଲୋଇସିଂହା, (କେପିଏନ୍‌ଏସ୍‌) : ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋଙ୍କ ନିର୍ଦ୍ଦେଶ ଅନୁସାରେ ଗାନ୍ଧୀ ଜୟନ୍ତୀରୁ ସାରା ରାଜ୍ୟରେ ବିଜେଡ଼ିର ଜନ ସଂପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ପରିପେକ୍ଷିରେ ଆଜି ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଲୋଇସିଂହା ବ୍ଲକ
Read More...

ଦହମୁଣ୍ଡା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

ଭୋଗରାଇ, (କେପିଏନ୍‌ଏସ୍‌) : ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ଭୋଗରାଇ ବ୍ଳକ ଦହମୁଣ୍ଡା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ସମ୍ବାଦ ଆମ ଓଡିଶା ସହଯୋଗରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଜଳେଶ୍ଵର ପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଅଧୀକ୍ଷକ ଡ଼ଃ. କମଳାକାନ୍ତ
Read More...

ଗାନ୍ଧୀ ଜୟନ୍ତୀରେ ନିଶାମୁକ୍ତ ଅଭିଯାନ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲାପାଳ ବଲାଙ୍ଗିର ଅଫିସ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ ଓଡିଶା ନିଶାନିବାରଣ ଅଭିଯାନ (ମୋନା) ତରଫରୁ ନିଶାମୁକ୍ତ ଅଭିଯାନର ଏକ ମାନବ ଶୃଙ୍ଖଳ, କରାଯାଇ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା କମିଟିର ଆବାହକ ପୁର୍ଣ୍ଣଚନ୍ଦ୍ର ବିଶ୍ୱାଳ ଓ ସରୋଜ କୁମାର
Read More...