Daily Archives

ଗାନ୍ଧୀ ଜୟନ୍ତୀ ଅବସରରେ ମାଁ ରାମଚଣ୍ଡୀଙ୍କ ପୀଠରେ ଟିପିଡବ୍ଲୁଓଡିଏଲ୍‌ ଛତ୍ରପୁର ଶାଖା ତରଫରୁ ସଫେଇ ଅଭିଯାନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ନିକଟସ୍ଥ ନିଳାଦ୍ରୀପୁର ଗ୍ରାମର ଧଡ଼ା ପାହାଡ଼ ଶୀର୍ଷରେ ବିଦ୍ୟମାନ କରିଥିବା ଆଦ୍ୟାଶକ୍ତି ମାଁ ରାମଚଣ୍ଡୀ ଶକ୍ତିପୀଠରେ ଷୋଡ଼ଶ ଦିନାତ୍ମକ ପୂଜା ଗତ ସେପ୍ଟେମ୍ବର ୨୪ ତାରିଖରୁ ଆରମ୍ଭ ହୋଇ ଆସିଥିବା ଏହି ପାର୍ବଣ ଉତ୍ସବ ଅକ୍ଟୋବର ୧୦
Read More...

କପିଳେଶ୍ଵର ଯୁବକ ସଂଘ ପକ୍ଷରୁ ସ୍ୱଚ୍ଛତା ହି ସେବା ପକ୍ଷ ପାଳନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ କପିଳେଶ୍ଵର ଯୁବକ ସଂଘ ଜୁରାବନ୍ଧ ଓ ନେହେରୁ ଯୁବ କେନ୍ଦ୍ର ବଲାଙ୍ଗିରର ମିଳିତ ଆନୁକୂଲ୍ୟରେ ଗାନ୍ଧୀ ଜୟନ୍ତୀ ଓ ସ୍ୱଚ୍ଛତା ପକ୍ଷ ପାଳନ କରାଯାଇଛି । ସଂଘର ସଭାପତି
Read More...

ବିକାଶ ଗୃପ ଅଫ ଇନଷ୍ଟିଚ୍ୟୁସନ ଭବାନୀପାଟଣାରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ବିକାଶ ଗୃପ ଅଫ ଇନଷ୍ଟିଚ୍ୟୁସନ ଭବାନୀପାଟଣାରେ ଅହିଂସାର ପୂଜାରୀ ମହାତ୍ମାଗାନ୍ଧୀ ଓ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଛି । ଲକ୍ଷ୍ମୀ ବିକାଶ ଗୃପ ଅଫ ଇନଷ୍ଟିଚ୍ୟୁସନର ନିର୍ଦେଶକ ଡଃ. ଶ୍ୟାମ ମୁଖ୍ୟ ଅତିଥି ଭାବେ ଯୋଗ
Read More...

ପାର୍ବଣରେ ସଜେଇ ହେଉଛି ପୂଜା ମେଢ଼ : ଜଗତ ଜନନୀ ମାଁ ଦୁର୍ଗାଙ୍କ ଆଗମନର ଅପେକ୍ଷା

ନୂଆପଡା, (ଅଜିତ ବେହେରା) : ଆଉ କିଛି ଦିନର ଅପେକ୍ଷା । ଚତୁର୍ଦ୍ଦିଗ ପ୍ରକମ୍ପିତ ହୋଇ ଉଠିବ ଘଣ୍ଟଶଭଙ୍ଖ, ଢୋଲ ଓ ମହୁରୀର ତାଳେ ତାଳେ ମୁଖରିତ ହେବ ଗାଁ ଦାଣ୍ଡ । ଧୂପ ଓ ଝୁଣାରେ ମହକି ଉଠିବ ପୁରପଲ୍ଲୀ । ଆଉ ଦିନ କେଇଟା ପରେ ଧରାପୃଷ୍ଠକୁ ଆଗମନ କରିବେ ମାଁ ଜଗତ ଜନନୀ ଦୁର୍ଗା ମାଁଙ୍କ
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉନ୍ମୋଚିତ ହେଲା ‘ମହୁରି’

ଭବାନୀପାଟଣା, (ଶୁଭେନ୍ଦୁ କୁମାର ପଣ୍ଡା) : ଓଡ଼ିଆ ସାହିତ୍ୟ ଜଗତର ଚର୍ଚ୍ଚିତ ସାହିତ୍ୟ ପତ୍ରିକା କଳାହାଣ୍ଡି କବିତା ଆନ୍ଦୋଳନର ଶାଶ୍ୱତ ସ୍ପନ୍ଦନ 'ମହୁରି' ଏ ବର୍ଷର ଶାରଦୀୟ ବିଶେଷାଙ୍କ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି । ଭବାନୀପାଟଣାରୁ ନିୟମିତ ପ୍ରକାଶ
Read More...