Daily Archives

ଦୀର୍ଘ ୨୫ ବର୍ଷ ପରେ ଭୋଇପଡା ଘରଭଙ୍ଗା ଓ ଆକ୍ରମଣ ମାମଲାରେ ୩ ଭାଇଙ୍କୁ ୪ ମାସ ସଶ୍ରମ କାରାଦଣ୍ଡାଦେଶ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଗୋଇମୁଣ୍ଡ ପଞ୍ଚାୟତ ଭୋଇପଡ଼ା ଗ୍ରାମର ଦୀର୍ଘ ୨୫ ବର୍ଷ ଏକ ପୁରୁଣା ଘରଭଙ୍ଗା ଓ ଆକ୍ରମଣ ଘଟଣାରେ ମୁରିବାହାଲ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ ୩ ଜଣ ଅଭିଯୁକ୍ତ ଭାଇଙ୍କୁ ୪ମାସ ସଶ୍ରମ
Read More...

ମୁରିବାହାଲର ବହୁ ସାମୂହିକ ସମସ୍ୟା ନେଇ ବ୍ଲକ ଜର୍ଣ୍ଣାଲିଷ୍ଟ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କୁ ଲିଖିତ ଅଭିଯୋଗ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଜର୍ଣ୍ଣାଲିଷ୍ଟ ଆସୋସିଏସନ୍ ପକ୍ଷରୁ ବ୍ଲକ ଅଞ୍ଚଳର ବିଭିନ୍ନ ସାମୂହିକ ସମସ୍ୟା ସମ୍ପର୍କରେ ଜିଲ୍ଲାପାଳ ଓ ଏସ୍‌ପିଙ୍କ ମିଳିତ ଜନ ଶୁଣାଣିରେ ଅଭିଯୋଗ କରାଯାଇଛି । ଆସୋସିଏସନର ଅଭିଯୋଗ ମୁତାବକ ବ୍ଲକ ଅଞ୍ଚଳର
Read More...

ସାଇବର ଠକେଇର ମୁକାବିଲା କରିବ ଡିଓଟି : ଖୁବଶୀଘ୍ର ଆରମ୍ଭ ହେବ ଜାଲ୍ କଲ୍ ବନ୍ଦ କରିବାକୁ କେନ୍ଦ୍ରୀୟ ବ୍ୟବସ୍ଥା

ସ୍ପାମ୍ କଲ୍ ରିପୋର୍ଟ କରିବା ପାଇଁ ନାଗରିକମାନଙ୍କୁ 'ଚକ୍ଷୁ' ବ୍ୟବହାର କରିବାକୁ ପରାମର୍ଶଭାରତୀୟ ଫୋନ୍ ନମ୍ବର ଥିବା ୪୫ ଲକ୍ଷ ନକଲି ଆନ୍ତର୍ଜାତୀୟ କଲ୍‌କୁ ଟିଏସ୍‌ପି ଦ୍ୱାରା ପ୍ରତିଦିନ ବ୍ଲକ୍ କରାଯାଉଛି ନୂଆଦିଲ୍ଲୀ, (ପିଆଇବି) : ସାମ୍ପ୍ରତିକ ସମୟରେ ଭାରତୀୟ ମୋବାଇଲ ନମ୍ବରରୁ ଅନେକ
Read More...

ମହିଳା ମହାବିଦ୍ୟାଳୟ ଦର୍ଶନଶାସ୍ତ୍ର ବିଭାଗର ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ

ଲକ୍ଷ୍ୟ ସ୍ଥଳରେ ପହଂଚିବା ପାଇଁ ସୁକର୍ମ ଏକ ପ୍ରକୁଷ୍ଟ ମାଧ୍ୟମ ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟର ଦର୍ଶନଶାସ୍ତ୍ର ବିଭାଗର ପ୍ରଥମ ବର୍ଷର ଛାତ୍ରୀମାନଙ୍କ ପାଇଁ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଦର୍ଶନଶାସ୍ତ୍ର ବିଭାଗର ମୁଖ୍ୟ
Read More...

ବେଆଇନ ଭାବେ ଶାଳ କାଠ ଚାଲାଣ ବେଳେ ମାଡି ବସିଲା ବନବିଭାଗ

ଗୁଣପୁର : ଶାଳ କାଠ ଚୋରା ଚାଲାଣ ବେଳେ ମାଡି ବସିଲା ବନବିଭାଗ । ଏକ ପିକ୍‌ଅପ୍‌ ଭ୍ୟାନ୍ ସହ ୨୫ଟି ଶାଳ କାଠ ଜବତ । ଏହି ଘଟଣାରେ ସମ୍ପୃକ୍ତ ଥିବା ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରୀଛି ବନବିଭାଗ । ଗିରଫ ୨ ଜଣ ଶାକରବାଜୁ ଗାଁର ଜୟନ୍ତ ପାଲକା, ସାଇବ ଗାଣ୍ଟା ବୋଲି ଜଣାପଡ଼ିଛି । ସୂଚନା
Read More...

ଯୁଧିଷ୍ଟିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କ ଯୋଗଦାନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଛତାମଖନା ସ୍ଥିତ ଯୁଧିଷ୍ଟିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଅଧ୍ୟକ୍ଷ ଭାବେ ଧନଞ୍ଜୟ ସେଠ୍‌ ଯୋଗ ଦେଇଛନ୍ତି । ଉଚ୍ଚ ଶିକ୍ଷା ବିଭାଗ ପତ୍ର ସଂଖ୍ୟା ୪ଜି ୧୬ ୨୦୨୩-ଆଇଭି ୧୦୮୨୪ ତା.୦୬.୦୯.୨୦୨୪ ଅନୁସାରେ ବିଧିବଦ୍ଧ ଭାବେ
Read More...

ନାଗରିକ ମଞ୍ଚର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ନାଗରିକ ମଞ୍ଚର ସାଧାରଣ ପରିଷଦ ବୈଠକ ସ୍ଥାନୀୟ ବଣିକ ସଂଘ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ରାଧାକାନ୍ତ ପାଢ଼ୀଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ ସହରର ବିଭିନ୍ନ ମୌଳିକ ସମସ୍ୟା ଓ ତାର
Read More...

ପରିବେଶୀୟ ମଞ୍ଜୁରୀ ନିମନ୍ତେ ସର୍ବସାଧାରଣ ଶୁଣାଣି

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ତହସିଲ ଅନ୍ତର୍ଗତ ଡିଆଟନ ଗ୍ରାମରେ ଡେକୋରେଟିଭ ପଥର ଖଣି ନିମନ୍ତେ ରାଜ୍ୟ ପରିବେଶ ପ୍ରଭାବ ମୂଲ୍ୟାଙ୍କନ କର୍ତ୍ତୁପକ୍ଷ ଦ୍ୱାରା ପରିବେଶୀୟ ମଞ୍ଜୁରୀ ନିମନ୍ତେ ଆବଶ୍ୟକ ପଡୁଥିବା ସର୍ବସାଧାରଣ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ସର୍ବସାଧାରଣ
Read More...

ଭୟ ନୁହେଁ ସ୍ନେହ ଓ ଶ୍ରଦ୍ଧା ମାଧ୍ୟମରେ ଶିକ୍ଷା ପ୍ରଦାନ କରିବା ଆବାଶ୍ୟକ – ବିଧାୟକ ଦୁର୍ଗା ତନ୍ତୀ

ରାଉରକେଲା, (ସସ୍ମିତା ପ୍ରଧାନ) : ରଘୁନାଥପାଲ୍ଲୀ ବିଧାୟଜ ଦୁର୍ଗା ଚରଣ ତନ୍ତୀ ଆଜି ସିତଲପଡା ସ୍ଥିତ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନରେ ଯାଇ ସେଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ନିଜ ବକ୍ତବ୍ୟରେ ଆଜିର ଶିଶୁ ହେଉଛନ୍ତି ଆଗାମୀ କାଲିର ଭବିଷ୍ୟତ ବୋଲି ପ୍ରକାଶ କରିଥିଲେ । ଏହି
Read More...

ବଲାଙ୍ଗିର ବିଜେଡି ପକ୍ଷରୁ ଉପରଝର ଠାରୁ ମହଲେଇ ପର୍ଯ୍ୟନ୍ତ ଜନସମ୍ପର୍କ ପଦଯାତ୍ରା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ବିଜୁ ଜନତା ଦଳ ତରଫରୁ ଦେଓଗାଁ ବ୍ଲକ ଅନ୍ତର୍ଗତ ଉପରଝର ଗ୍ରାମ ଠାରୁ ମହଲେଇ ପର୍ଯ୍ୟନ୍ତ ପଦଯାତ୍ରା କରାଯାଇଥିଲା । ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହ ଦେଓ ଏହି ଯାତ୍ରାରେ ସାମିଲ ହୋଇ ଲୋକଙ୍କ ପାଖକୁ ଯାଇ ସେମାନଙ୍କ ଭଲ ମନ୍ଦ ବୁଝିଥିଲେ ।
Read More...