Daily Archives

ବଜ୍ରକାପ୍ତା ଚୋରାଚାଲାଣ ପାଇଁ ଚାଲିଥିଲା ଡ଼ିଲ୍‌ : ମାଡ଼ି ବସିଲା ଏସ୍‌ଟିଏଫ୍‌, ୪ ଗିରଫ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଜ୍ରକାପ୍ତା ଚୋରାଚାଲାଣ ପାଇଁ ଚାଲିଥିଲା ଡ଼ିଲ୍‌ । ମାଡ଼ି ବସିଲା ସ୍ପେସାଲ୍‌ ଟାକ୍ସ ଫୋର୍ସ । ଏହି ଚଢ଼ାଉରେ ୪ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରାଯାଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ କୌଣସି ଏକ ବିଶ୍ୱସ୍ତ ସୂତ୍ରରୁ…
Read More...

ବିଲେଇସର୍ଡା ହାଇସ୍କୁଲରେ ପ୍ରାଚୀର ଚିତ୍ର ଅନାବରଣ

'ସୃଜନ ଅଭିବ୍ୟକ୍ତିର ଅନ୍ୟତମ କୌଶଳ ଚିତ୍ର' ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ଜବାହାରଲାଲ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷକ ସ୍ୱାଧିନ ସାହୁଙ୍କ ଅଧ୍ୟକ୍ଷତାରେ ପ୍ରାଚୀର ଚିତ୍ର ଅନାବରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।…
Read More...

୨୬ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁତ ସଡ଼କ ଦୁର୍ଘଟଣା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର - ଟିଟିଲାଗଡ଼ ରାସ୍ତା ୨୬ ନମ୍ବର ଜାତୀୟ ରାଜପଥରେ ବୀଜାଖମନ ନିକଟରେ ଏକ ମର୍ମନ୍ତୁତ ସଡ଼କ ଦୁର୍ଘଟଣାରେ ଚାଲିଯାଇଛି ଜଣେ ଡାକ୍ତରଙ୍କ ଜୀବନ । ମୃତ ଡାକ୍ତର ଜଣକ ଦେଓଗାଁ ଥାନା ହାତୀଶରା ଗାଁର ଡାକ୍ତର ରବୀନ୍ଦ୍ର ରାୟ (୨୮) ବୋଲି ଜଣାପଡ଼ିଛି ।…
Read More...

ବ୍ଲକସ୍ତରୀୟ ପାରମ୍ପରିକ ଖାଦ୍ୟ ମେଳା ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମିଶନ ଶକ୍ତି ସଭାଗୃହରେ ଗ୍ଲୋବାଲ ଗ୍ରୀନ ସଂସ୍ଥା ଓ ଜିଲ୍ଲା କୃଷି ଅଧିକାରୀ ସୁବର୍ଣ୍ଣପୁରଙ୍କ ସହଯୋଗରେ ବ୍ଲକସ୍ତରୀୟ ଖାଦ୍ୟ ମେଳା ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମହିଳା ସ୍ୱୟଂ ସହାୟିକା ସଦସ୍ୟା,…
Read More...

ବିଧାୟକ ଦୁର୍ଗା ଚରଣ ତନ୍ତୀଙ୍କ ସେକ୍ଟର-୨୦ର ବିଭିନ୍ନ ଅଞ୍ଚଳ ପରିଦର୍ଶନ

ରାଉରକେଲା, (ସସ୍ମିତା ପ୍ରଧାନ) : ରଘୁନାଥପାଲ୍ଲୀ ବିଧାୟକ ଦୁର୍ଗା ଚରଣ ତନ୍ତୀ ଆଜି ସେକ୍ଟର-୨୦ ଅଞ୍ଚଳରେ ଥିବା ନେହେରୁପାଲ୍ଲୀ ଏବଂ ମିଶ୍ର ଖଟାଲ ବସ୍ତିକୁ ଆଡ଼ି ବିଭିନ୍ନ ବସ୍ତି ଅଞ୍ଚଳକୁ ପରିଦର୍ଶନରେ ଯାଇଥିଲେ । ଏହି ଗସ୍ତ ସମୟରେ ମିଶ୍ର ଖଟାଲ ବସ୍ତିରେ ଆୟୋଜନ ହୋଉଥିବା ଯଜ୍ଞରେ ମଧ୍ୟ…
Read More...

କୋଶଳ କଳାମଣ୍ଡଳ ପଡିଆରେ ଆଞ୍ଚଳିକ ଖାଦ୍ୟ ମେଳା ଓ ପ୍ରଦର୍ଶନୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ଜିଲ୍ଲାରେ ପାଳନ ହୋଇଯାଇଛି ଆଞ୍ଚଳିକ ଖାଦ୍ୟ ମେଳା ଓ ପ୍ରଦର୍ଶନୀ । ସ୍ଥାନୀୟ କୋଶଳ କଳାମଣ୍ଡଳ ପଡିଆରେ ଓଡ଼ିଶାର ଶ୍ରୀଅନ୍ନ ଓ ପାରମ୍ପରିକ କୃଷି ଐତିହ୍ୟକୁ ନେଇ ଆରମ୍ଭ ହୋଇଛି ଶ୍ରୀଅନ୍ନ ଅଭିଯାନ । ଆଜି ପ୍ରଦର୍ଶନୀରେ ରାଜ୍ୟସଭା ସାଂସଦ…
Read More...

ଶିକ୍ଷୟିତ୍ରୀ ଚନ୍ଦ୍ରକାନ୍ତି ନାଗଙ୍କ ପରଲୋକ

ବଲାଙ୍ଗିର, (ଦେବାଶିଷ କିଶ୍ର) : ଆଟଗାଁ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ଚନ୍ଦ୍ରକାନ୍ତୀ ନାଗଙ୍କର ଭୁବନେଶ୍ୱର ସ୍ଥିତ ଏମ୍ସ ଚିକିତ୍ସାଳୟରେ ଦେହାନ୍ତ ହୋଇଯାଇଛି । ସେ ଦୀର୍ଘ ଦିନ ଧରି କିଡ୍‌ନୀ ଏବଂ ମଧୁମେହ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟବରଣ କରିଛନ୍ତି ।…
Read More...

ତୁରେକେଲା ବ୍ଲକସ୍ତରୀୟ ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ତୁରେକେଲା ବ୍ଲକର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକସ୍ତରୀୟ ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ ହୋଇଯାଇଛି । ବ୍ଲକ ଶିକ୍ଷା ଅଧିକାରୀ ଶାନ୍ତନୁ କୁମାର ପଢିହାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ…
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ଅର୍ଥନୀତି ବିଭାଗରେ ପାଠଚକ୍ର କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଅର୍ଥନୀତି ବିଭାଗର ସମ୍ମିଳନୀ ପ୍ରକୋଷ୍ଠରେ ବିଭାଗୀୟ ମୁଖ୍ୟ ପ୍ରାଧ୍ୟାପକ ଡ. ବିରଞ୍ଚି ସାହୁଙ୍କ ସଭାପତିତ୍ୱରେ ଏକ ସଂପାନ୍ନ ଅନୁଷ୍ଠିତ ହୋଇଯାଇଛି । ସଂପାନ୍ନର ଶୀର୍ଷକ 'ଭାରତୀୟ ଅର୍ଥନୀତିରେ ସମସ୍ୟା ଏବଂ ଆହ୍ୱାନ' ଥିଲା । ପ୍ରଥମେ ବିଭାଗୀୟ ମୁଖ୍ୟ…
Read More...

ତାର ଲୁଟେରାଙ୍କ ପ୍ରାଦୁର୍ଭାବ : ଉଠାଜଳସେଚନ ପ୍ରକଳ୍ପରୁ ବିଦ୍ୟୁତ୍‌ ତାର ଚୋରି

ବୌଦ୍ଧ, (କେପିଏନ୍‌ଏସ୍‌) : ବୌଦ୍ଧ ଜିଲ୍ଲାରେ ବିଦ୍ୟୁତ୍‌ ତାର ଲୁଟେରା କାୟା ବିସ୍ତାର କଲେଣି । ରାତି ଅଧରେ ବିଦ୍ୟୁତ୍‌ କାଟି ୩ ଫେଜ୍‌ ଆଲୁମିନିୟମ ତାର ଚୋରି ହୋଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁଯାୟୀ ହରଭଙ୍ଗା ବ୍ଲକ ରାମଗଡ ଗ୍ରାମର ମହାନଦୀ କୂଳରେ ଚାଷ କାର୍ଯ୍ୟ ପାଇଁ ମା' ବାଉରୀ…
Read More...