Daily Archives

ଅନ୍ତର୍ନିହିତ ପ୍ରତିଭାର ବିକାଶର ମାଧ୍ୟମ ଶିଶୁ ମହୋତ୍ସବ ସୁରଭି ଓ କଳା ଉତ୍ସବ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ କଳା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉତ୍ସବକୁ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟ ବଲାଙ୍ଗିରର ଅଧ୍ୟକ୍ଷ ଡ଼କ୍ଟର ଗରୁଡ଼ଧ୍ୱଜ ବାରିକ ମୁଖ୍ୟ
Read More...

ଶ୍ରୀହରିନାମ ପ୍ରଚାର ସମିତିର ମାସିକ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବିଶିଷ୍ଟ ପ୍ରବଚିକା, ଲେଖିକା ତଥା ଅଧ୍ୟାପିକା ଏଲୋରା ମିଶ୍ରଙ୍କ ଦ୍ୱାରା ଗଠିତ ଶ୍ରୀହରିନାମ ପ୍ରଚାର ସମିତିର ମାସିକ ବୈଠକ ବିଷ୍ଣୁମୁଣ୍ଡା ସ୍ଥିତ ଅନ୍ନପୂର୍ଣ୍ଣା ନଗରରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପ୍ରତିଷ୍ଠାତା ସଭାପତି ଏଲୋରା ମିଶ୍ର,
Read More...

‘ମୋର ବଲାଙ୍ଗିର’ ଶୀର୍ଷକ ଆଲୋଚନା ଚକ୍ର ପ୍ରସ୍ତୁତି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପିପି ଏକାଡେମୀ ସଭାଗୃହରେ ବଲାଙ୍ଗିର ଦିନ୍‌ ଉଧେ ଏକ ସେମିନାର କରିବା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ କରାଯାଇଛି । ବୈଠକରେ ବଲାଙ୍ଗିର ଦିନ୍‌ ଅଧ୍ୟକ୍ଷ ଗୋପାଳଜୀ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ସଭା ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ୨୯ ତାରିଖ
Read More...

୨୭ତମ ବେଦବ୍ୟାସ ସଙ୍ଗୀତ ନୃତ୍ୟୋତ୍ସବ-୨୦୨୪ ନଭେମ୍ବର ୨ରୁ

ଶାସ୍ତ୍ରୀୟ ଓ ପାରମ୍ପରିକ ନୃତ୍ୟ ସଙ୍ଗୀତ ପରିବେଷଣ କରିବେ ଭାରତର ବିଭିନ୍ନ ପ୍ରାନ୍ତର ୩୦୦ରୁ ଉର୍ଦ୍ଧ୍ଵ କଳାକାର ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶାର ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ଭଞ୍ଜ କଳା କେନ୍ଦ୍ର ଆନୁକୂଲ୍ୟରେ ନଭେମ୍ବର ୨ତାରିଖରେ ପ୍ରାକୃତିକ ସୌନ୍ଦର୍ଯ୍ୟଭରା
Read More...

ଜର୍ଣ୍ଣାଲିଷ୍ଟ ଏସୋସିଏସନ୍‌ ଝାରବନ୍ଧର ନୂଆଁଖାଇ ଭେଟ୍‌ଘାଟ୍‌ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଜର୍ଣ୍ଣାଲିଷ୍ଟ ଏସୋସିଏସନ୍‌ ଝାରବନ୍ଧର ପ୍ରଥମ ବାର୍ଷିକ ଉତ୍ସବ ତଥା ନୂଆଁଖାଇ ଭେଟ୍‌ଘାଟ୍‌ ଝାରବନ୍ଧ ଆର୍‌ଏମ୍‌ସି ବଜାର ପ୍ରାଙ୍ଗଣରେ ଜର୍ଣ୍ଣାଲିଷ୍ଟ ଏସୋସିଏସନ୍‌ ଝାରବନ୍ଧର ସଭାପତି ମୋତିଲାଲ ବାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ
Read More...

ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ଓ କବିତା ପାଠୋତ୍ସବ କାର୍ଯ୍ୟକ୍ରମ ପାଠାଗାରର ପରିସରରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ସଭାପତି ଡ. ଶକ୍ତିପ୍ରସାଦ ସାମନ୍ତରାୟଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ ଅଜୟ କୁମାର
Read More...

ଉତ୍କଳ ସ୍ନେହୀ ମହିଳା ସମିତି ଆନୁକୂଲ୍ୟରେ ନିଃଶୁଳ୍କ ସ୍ୱାସ୍ଥ୍ୟ ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାମାଜିକ-ସ୍ୱେଚ୍ଛାସେବୀ ଅନୁଷ୍ଠାନ ଉତ୍କଳ ସ୍ନେହୀ ମହିଳା ସମିତି ଆନୁକୂଲ୍ୟରେ ପ୍ରତିବର୍ଷ ପରି ଚଳିତବର୍ଷ ଅକ୍ଟୋବର ୨୭ ତାରିଖ, ରବିବାର ଦିନ ସେକ୍ଟର -୩ ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ହବିଷ ବ୍ରତ ପାଳନ କରୁଥିବା ବୟସ୍କା ମହିଳା
Read More...

ମୁରିବାହାଲ ବ୍ଲକସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ପାଇଁ ସିରୋଲ ହାଇସ୍କୁଲରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଆସନ୍ତା ନଭେମ୍ବର ୯ ରେ ସିରୋଲ ହାଇସ୍କୁଲରେ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟଠାରେ ବ୍ଲକ ସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ତଥା ବିଜ୍ଞାନ ମେଳା ପାଇଁ ଏକ ପ୍ରସ୍ତୁତି ବୈଠକ
Read More...

ବଲାଙ୍ଗିରରେ ବିଜେଡ଼ିର ଜନ ସଂପର୍କ ପଦଯାତ୍ରା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ପୌରପାଳିକା ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁଙ୍କ ନେତୃତ୍ୱରେ ବିଜେଡ଼ି ଜନ ସଂପର୍କ ପଦଯାତ୍ରା ଆୟୋଜିତ ହୋଇଯାଇଛି । ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ନିର୍ଦେଶରେ ଆୟୋଜିତ ଏହି କାର୍ଯ୍ୟକ୍ରମ ବଲାଙ୍ଗିର ସାର୍କିଟ୍‌ ହାଉସ୍‌ରୁ
Read More...

ପି.ପି. ଏକାଡେମୀ ଡାଇମଣ୍ଡ ଜୁବୁଲି ପାଇଁ ୧୯୮୫ ମାଟ୍ରିକ ବ୍ୟାଚର ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ଡିସେମ୍ବର ୨୧ ଓ ୨୨ ତାରିଖରେ ବଲାଙ୍ଗିର ପତିତପାବନ ଏକାଡେମୀର ଡାଇମଣ୍ଡ ଜୁବଲି ମହାସମାରୋହ ପାଳନ ଅବସରରେ ଡାଇମଣ୍ଡ ଜୁବୁଲି ପାଇଁ ୧୯୮୫ର ମାଟ୍ରିକ ବ୍ୟାଚ୍‌ ଛାତ୍ରମାନଙ୍କୁ ନେଇ ବୈଠକ ସ୍ଥାନୀୟ ପି.ପି.ଏକାଡେମୀ ଠାରେ ଅନୁଷ୍ଠିତ ହୋଇଯାଇଛି
Read More...