Daily Archives

ପୂର୍ବତନ ମନ୍ତ୍ରୀ ବିଜୟ ରଞ୍ଜନ ସିଂ ବରିହାଙ୍କ ଗଙ୍ଗା ଶ୍ରାଦ୍ଧବାର୍ଷିକୀରେ ଯୋଗଦାନ କଲେ ସାଂସଦ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ସ୍ୱର୍ଗତ ବିଜୟ ରଞ୍ଜନ ସିଂ ବରିହାଙ୍କ ଗଙ୍ଗା ଶ୍ରାଦ୍ଧବାର୍ଷିକୀ ଉତ୍ସବରେ ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶି ମୁଖ୍ୟ ଅତିଥି ଭାବେ ଯୋଗଦେଇ ସ୍ୱର୍ଗତ ମନ୍ତ୍ରୀ ବରିହାଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଦେଇ ତାଙ୍କ
Read More...

ଭଗବତୀ ଥିଲେ ଆଧୁନିକ ଓଡିଆ ସାହିତ୍ୟର ନବସରଣୀର ଉନ୍ମୋଚକ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଆ ଭାଷା ବିକାଶ ମଞ୍ଚ ଆନୁକୂଲ୍ୟରେ କଲଚରାଲ୍ ଏକାଡେମୀ ପରିସରରେ ମଞ୍ଚର ସଭାପତି ଶିକ୍ଷାବିତ୍‌ ପ୍ରଶାନ୍ତ କୁମାର ପତିଙ୍କ ସଭାପତିତ୍ୱରେ ଭଗବତୀ ଚରଣ ପାଣିଗ୍ରାହୀଙ୍କ ତିରୋଧାନ ଦିବସ ଓ ଗୁରୁଚରଣ ପଟ୍ଟନାୟକଙ୍କ ଜନ୍ମ ଦିବସ ଉତ୍ସବ ପାଳିତ ହୋଇଯାଇଛି । ଏହି
Read More...

ଆଦର୍ଶ ପାଠାଗାରର ପଣ୍ଡିତ ଗୋପବନ୍ଧୁଙ୍କ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପୁରାତନ ସାହିତ୍ୟ ଅନୁଷ୍ଠାନ ଆଦର୍ଶ ପାଠାଗାର ତରଫରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳନ ସହ ପୁରସ୍କାର ବିତରଣ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ପାଠାଗାରର ସଭାପତି ଚନ୍ଦ୍ରଶେଖର ଶତପଥୀଙ୍କ ସଭାପତିତ୍ୱ, ସାଧାରଣ ସମ୍ପାଦକ
Read More...

ବାଣୀ ବିଥିକା ପରିବାରର ରାଜ୍ୟସ୍ତରୀୟ ସାରସ୍ଵତ ସମ୍ମିଳନୀ ୨୦୨୪ ଅନୁଷ୍ଠିତ : ୩ କବିଙ୍କୁ ସମ୍ମାନିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବାଣୀ ବିଥିକା ପରିବାରର ରାଜ୍ୟସ୍ତରୀୟ ସାରସ୍ଵତ ସମ୍ମିଳନୀ ୨୦୨୪, ରବିବାର ୨୭ ତାରିଖରେ ଭୁବନେଶ୍ଵର ସ୍ଥିତ 'ସୁସୃତି ହୋଟେଲରେ' ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଲାଙ୍ଗିରର କବି ରଂଜନ କୁମାର ପାଣିଗ୍ରାହୀ, କବି ଦୂର୍ବାଦଳ ଘିବେଲା ଓ କବି ରମେଶ ଚନ୍ଦ୍ର
Read More...

ନଭେମ୍ବର ୧ରୁ ଭୀମପାହାଡ ମହୋତ୍ସବ : ଯୋଗଦେବେ ୧୫ଟି ସାସ୍କୃତିକ ଦଳ

ମହୋତ୍ସବ ଲୋଗୋ ଉନ୍ମୋଚିତ ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ମକୁନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଭୀମଡୁଙ୍ଗୁରୀ ଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ନଭେମ୍ବର ୧ରୁ ୫ ତାରିଖ ପର୍ଯ୍ୟନ୍ତ ୧୦ମ ଭୀମପାହାଡ ମହୋତ୍ସବ ଅନୁଷ୍ଠିତ ହେବ । ଏହା ୧୦ମ ବର୍ଷରେ ପଦାର୍ପଣ
Read More...

ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ସାମୂହିକ ଶପଥ ପାଠୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ତତ୍ତ୍ୱାବଧାନରେ 'ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୪' ପାଳନ ଅବସରରେ ଏକ ସାମୂହିକ ଶପଥ ପାଠ କରା ଯାଇଥିଲା । ଏହି ପାଠୋତ୍ସବରେ ନିଜେ କେବେ
Read More...

ସମାଜର ଗଠନ ଏବଂ ନାଗରିକଙ୍କ ଜୀବନକୁ ପ୍ରଭାବିତ କରିବାରେ ‘ଲୋକ ନୀତି’ର ଭୂମିକା ଗୁରୁତ୍ୱପୂର୍ଣ୍ଣ : ଓମ୍ ବିର୍ଲା

ଭୁବନେଶ୍ୱର, (ପିଆଇବି) : ଲୋକସଭା ବାଚସ୍ପତି ଓମ୍ ବିର୍ଲା ଆଜି ଭୁବନେଶ୍ୱରର କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (କିଟ୍) ବିଶ୍ୱବିଦ୍ୟାଳୟ ଠାରେ ‘କିଟ୍ ସ୍କୁଲ୍ ଅଫ୍ ପବ୍ଲିକ୍ ପଲିସି’କୁ ଉଦ୍‌ଘାଟନ କରିଛନ୍ତି । କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଏପରି ଏକ
Read More...

ଅବ୍ୟବସ୍ଥା ଘେରରେ ବଡଡକଲା ଆଶ୍ରମ ବିଦ୍ୟାଳୟ

ତୁରେକେଲା, (ପିତାମ୍ବର ଦୀପ) : ସରକାର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ଉପାନ୍ତ ଆଦିବାସୀ ଅଞ୍ଚଳ ପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ ପାଣି ଭଳି ଟଙ୍କା ଖର୍ଚ୍ଚ କରୁଛନ୍ତି, ହେଲେ ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକରେ ଶିକ୍ଷା ବ୍ୟବସ୍ଥା ଫେଲ ମାରିଥିବା ଦେଖିବାକୁ ମିଳିଛି । କେଉଁଠି
Read More...

ସପ୍ତଦଶ ଅର୍ବାନ୍ ମୋବିଲିଟି ଇଣ୍ଡିଆ (ୟୁଏମ୍ଆଇ) ସମ୍ମିଳନୀ ଏବଂ ପ୍ରଦର୍ଶନୀ ୨୦୨୪ରେ ‘ଶ୍ରେଷ୍ଠ ସାର୍ବଜନୀନ ପରିବହନ…

ଶ୍ରୀନଗର ଜିତିଲା ଅଣମୋଟର ପରିବହନ ବ୍ୟବସ୍ଥା ଥିବା ସହର ପୁରସ୍କାରକେନ୍ଦ୍ରମନ୍ତ୍ରୀ ମନୋହର ଲାଲ ହରିୟାଣାର ଗୁରୁଗ୍ରାମକୁ ଅଷ୍ଟାଦଶ ଅର୍ବାନ୍ ମୋବିଲିଟି ଇଣ୍ଡିଆ (ୟୁଏମ୍ଆଇ) ସମ୍ମିଳନୀ ଏବଂ ପ୍ରଦର୍ଶନୀ ୨୦୨୫ର ଆୟୋଜନ ସ୍ଥଳୀ ଭାବେ ଘୋଷଣା କରିଛନ୍ତିପ୍ରଧାନମନ୍ତ୍ରୀଙ୍କ ‘ଏକ ରାଷ୍ଟ୍ର ଏକ
Read More...

ହରଭଙ୍ଗା ବନ୍ୟା ଆଶ୍ରୟ ସ୍ଥଳୀରେ ଆନନ୍ଦ ଅନୁଭୂତି ଶିବିର ଉଦ୍‌ଯାପିତ

ବୌଦ୍ଧ, (କେପିଏନ୍‌ଏସ୍‌) : ବୌଦ୍ଧ ଜିଲ୍ଲା ହରଭଙ୍ଗା ବନ୍ୟା ଆଶ୍ରୟ ସ୍ଥଳୀରେ ବିଶ୍ୱ ପ୍ରସିଦ୍ଧ ଯୋଗ ଗୁରୁ ଶ୍ରୀ ଶ୍ରୀ ରବିଶଙ୍କର ଜୀଙ୍କ ଆର୍ଟ ଅଫ୍‌ ଲିଭିଙ୍ଗ ସଂସ୍ଥା, ବ୍ୟକ୍ତି ବିକାଶ କେନ୍ଦ୍ର ବୌଦ୍ଧ ଶାଖା ତରଫରୁ ୬ ଦିନିଆ ଆନନ୍ଦ ଅନୁଭୂତି ଶିବିର ଉଦ୍‌ଯାପିତ ହୋଇଯାଇଛି । ଯୋଗ ଶିକ୍ଷକ
Read More...