Monthly Archives

October 2024

ବଲାଙ୍ଗିର ଦିନ୍‌ ପାଇଁ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଦିନ୍‌ ପାଇଁ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି । ଟାଉନ ବାଳିକା ବିଦ୍ୟାଳୟରେ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ କସ୍ତୁରୀ ରଥ ଓ କପିଳେଶ୍ୱର ଖମାରୀ ବିଚାରକ ଥିବା ବେଳେ ଗୋପାଳଜୀ ପାଣିଗ୍ରାହୀ, ବିଧୂଭୂଷଣ…
Read More...

ରୋଜଗାର ମେଳାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

● ରୋଜଗାର ମେଳାରେ ୫୧ ହଜାର ଯୁବକଯୁବତୀଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ପ୍ରଦାନ କରିବା ଅତ୍ୟନ୍ତ ଆନନ୍ଦର ବିଷୟ, ଦେଶ ନିର୍ମାଣ ଦିଗରେ ପଦକ୍ଷେପ ନେଉଥିବା ସମସ୍ତ ଯୁବବର୍ଗଙ୍କୁ ଶୁଭେଚ୍ଛା : ପ୍ରଧାନମନ୍ତ୍ରୀ● ଦେଶର ଯୁବକମାନଙ୍କୁ ସର୍ବାଧିକ ନିଯୁକ୍ତି ପ୍ରଦାନ କରିବା ଆମର…
Read More...

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ନବନିର୍ମିତ ଓଡ଼ିଶାର ପ୍ରଥମ ୫୦ ଶଯ୍ୟା ବିଶିଷ୍ଟ ଜରୁରୀକାଳୀନ ଚିକିତ୍ସା କେନ୍ଦ୍ରକୁ…

ବରଗଡ, (ନିରୋଜ କୁମାର ପାଣୀ) : ଆୟୁର୍ବେଦ ଦିବସ ଅବସରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ନବନିର୍ମିତ ଓଡ଼ିଶାର ପ୍ରଥମ ୫୦ ଶଯ୍ୟା ବିଶିଷ୍ଟ ଜରୁରୀକାଳୀନ ଚିକିତ୍ସା କେନ୍ଦ୍ରକୁ ଆଭାସୀ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦ୍‌ଘାଟନ କରିଛନ୍ତି । ଉଦ୍‌ଘାଟନୀ ସମାରୋହର ମୁଖ୍ୟ…
Read More...

ଭୁବନେଶ୍ୱରରେ ରୋଜଗାର ମେଳା : ୩୩୦ ଯୁବକ ଯୁବତୀଙ୍କୁ ସରକାରୀ ନିଯୁକ୍ତିପତ୍ର ବାଣ୍ଟିଲେ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ୍

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଏହି ଅଭିନବ କାର୍ଯ୍ୟକ୍ରମ ବହୁସଂଖ୍ୟକ ଯୁବକ ଯୁବତୀଙ୍କୁ ନିଯୁକ୍ତି ସୁଯୋଗ ପ୍ରଦାନ କରିଛି : କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଭୁବନେଶ୍ୱର, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡ଼ିଓ କନଫରେନ୍ସିଂ ଜରିଆରେ ଦେଶବ୍ୟାପୀ…
Read More...

ଜାତୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପ୍ରଶମନ ଦିବସ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପ୍ରଶମନ ଦିବସ ମଙ୍ଗଳବାର କଲେକ୍ଟ୍ରେଟ୍ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଅନସ୍ଲୋ ସରକାରୀ ବିଦ୍ୟାଳୟ ଠାରୁ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଏକ ସଚେତନତା ରାଲି ବାହାରି ସହର…
Read More...

ପ୍ରାକୃତିକ ବିପର୍ଯ୍ୟୟକୁ ମୁକାବିଲା ଦିଗରେ ସଚେତନତା ସଭା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପ୍ରାକୃତିକ ବିପର୍ଯ୍ୟୟକୁ ମୁକାବିଲା କରିବା ପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ଛତ୍ରପୁର ପଞ୍ଚାୟତ ସମିତି ସଦସ୍ୟ ସଦସ୍ୟା ମାନଙ୍କୁ ନେଇ ସଚେତନତା ସଭା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ବରାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।…
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ଇତିହାସ ବିଭାଗର ପାଠଚକ୍ର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ସମ୍ମିଳନୀ ପ୍ରକୋଷ୍ଠରେ ଇତିହାସ ବିଭାଗର ଏକ ପାଠଚକ୍ର ଶୀର୍ଷକ 'ନଅଙ୍କ ଦୁର୍ଭିକ୍ଷ ଓ ଟିରେଭେନ୍ସାଙ୍କ ଭୂମିକା' ଡଃ. ବିରଞ୍ଚି ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ମୁଖ୍ୟବକ୍ତା ଭାବରେ ଇତିହାସ ବିଭାଗର ପୂର୍ବତନ…
Read More...

ଭୋଇପଡାରେ ପଞ୍ଚମୁଖୀ ହନୁମାନ ମନ୍ଦିର ପ୍ରତିଷ୍ଠା

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ଟିଟିଲାଗଡ଼-ବଙ୍ଗୋମୁଣ୍ଡା ୫୯ ନମ୍ବର ଜାତୀୟ ରାଜପଥର ମୁରିବାହାଲ ବ୍ଲକ ଭୋଇପଡା ଗ୍ରାମ ନିକଟ ମକସିରମୁଣ୍ଡା ପୋଖରୀ କାଳ ସାଜିଥିବା ବେଳେ ଏଠାରେ ଦୁର୍ଘଟଣା ବହୁମାତ୍ରାରେ ବୃଦ୍ଧି ପାଇବା ସହ ଦୁର୍ଘଟଣାରେ ଅନେକଙ୍କ ଜୀବନ ଯାଇସାରିଛି । ଏହି ପୋଖରୀ…
Read More...

ଜିଲ୍ଲାସ୍ତରୀୟ ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଏବଂ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ – ୨୦୨୪ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ,୨୦୨୪ ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ ଗୃହ ଠାରେ ଆୟୋଜିତ ହୋଇଯାଇଛି । ଜିଲ୍ଲାପାଳ ଗୌରମ ଶିବାଜୀ ଇସଲୱାରଙ୍କ ଅଧ୍ୟକ୍ଷତାରେ ଏହି ସଭାରେ ଆରକ୍ଷୀ ଅଧିକ୍ଷକ ଋଷିକେଶ ଖିଲାରୀ, ଅତିରିକ୍ତ ଜିଲ୍ଲାପାଳ…
Read More...

ସଦର ମହକୁମାରେ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସଦର ମହକୁମାରେ ପାଳିତ ହୋଇଛି ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମରେ ୱାକାଥନ୍ ସହିତ ପଥୋତ୍ସବ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଅଧ୍ୟକ୍ଷତା କରିଥିଲେ । ଅତିରିକ୍ତ ଜିଲ୍ଲାପାଳ ଡ.…
Read More...