Daily Archives

ଗୁଡଭେଲା ବ୍ଲକ୍‌ସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ୨୦୨୪ ସରକାରୀ ଉଚ୍ଚ ବିଦ୍ୟାଳୟ ଜାମୁଟ ଠାରେ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଗୁଡଭେଲା ବ୍ଲକସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ୨୦୨୪ ସରକାରୀ ଉଚ୍ଚ ବିଦ୍ୟାଳୟ ଜାମୁଟ ଠାରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉପେନ୍ଦ୍ର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ ସଭାରେ
Read More...

ଫୁଲୁକିମୁଣ୍ଡା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଫୁଲୁକିମୁଣ୍ଡା ପଞ୍ଚାୟତ ଉଚ୍ଚବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଗୋପାଳଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଖପ୍ରାଖୋଲ ବିଡ଼ିଓ ବିବେକାନନ୍ଦ ଷଢଙ୍ଗୀ ମୁଖ୍ୟଅତିଥି
Read More...

କ୍ଷୁଦ୍ର କୋଶଳି ସିନେମା ‘ଆମେ ବିଶ୍ୱର ଏକ ପରିବାର’ ଲୋକାର୍ପିତ

ସିନାପାଲି, (କେପିଏନ୍‌ଏସ୍‌) : କୋଶଳୀ କ୍ଷୁଦ୍ର ନାଟକ 'ଆମେ ବିଶ୍ୱର ଏକ ପରିବାର'ର ସିନେମାକରଣ ପରେ ନୂଆପଡ଼ା ଜିଲ୍ଲା ସିନାପାଲି ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଲୋକାର୍ପିତ ହୋଇଯାଇଛି । ଯୁବ ନାଟ୍ୟକାର ଭୀଷ୍ମରାଜ ମେହେରଙ୍କ ଲିଖିତ, ଅଭିନୀତ ଓ ନିର୍ଦ୍ଦେଶିତ ଏହି କ୍ଷୁଦ୍ର ସିନେମାରେ ନରହରି
Read More...

କଳାହାଣ୍ଡି ଜିଲ୍ଲାରୁ ୬୦ ଲକ୍ଷ ଧାନ କ୍ରୟ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରିଛି ଯୋଗାଣ ବିଭାଗ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦ୍‌ଭାବନା ସଭାଗୃହଠାରେ ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ, ଭବାନୀପାଟନା
Read More...

ଆସନ୍ତା ୧୧ରେ ଆନ୍ତର୍ଜାତୀୟ ବକ୍ତା ସିଷ୍ଟର ଶିବାନୀଙ୍କ ପାଇଁ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ବାସନ୍ତୀ କଲୋନୀ ସ୍ଥିତ ବ୍ରହ୍ମାକୁମାରୀ କେନ୍ଦ୍ରରେ ସଂସ୍ଥାର ନିର୍ଦ୍ଦେଶିକା ରାଜଯୋଗିନୀ ବିମଳା ଦିଦିଙ୍କ ଅଧ୍ୟକ୍ଷତାରେ ଏକ ସାମ୍ୱାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ସେ ସାମ୍ବାଦିକଙ୍କୁ ସୂଚନା ପ୍ରଦାନ କରି କହିଲେ ଯେ, ଆନ୍ତର୍ଜାତୀୟ ଖ୍ୟାତନାମା
Read More...

ବୈଜ୍ଞାନିକ ମନୋଭାବ ବିକାଶର ମାଧ୍ୟମ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଓ ବାଳ ବୈଜ୍ଞାନିକ ପ୍ରଦର୍ଶନୀ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକର ବାଲୁଙ୍କେଶ୍ୱର ଆଦିବାସୀ ଉଚ୍ଚ ବିଦ୍ୟାଳୟ ସର୍ଗୁଲରେ ଡୁଙ୍ଗୁରିପାଲି ବ୍ଲକସ୍ତରୀୟ ବିଜ୍ଞାନ ମେଳା ଓ ବାଳ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଉତ୍ସବକୁ ଡୁଙ୍ଗୁରିପାଲି ବ୍ଲକ ଉନ୍ନୟନ ଅଧିକାରୀ
Read More...

ମରୁଡି ଘୋଷଣା ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକରେ ଚଳିତ ବର୍ଷ ଅନାବୃଷ୍ଟି କାରଣରୁ ବ୍ଲକର ୨୨ ପଞ୍ଚାୟତ ମଧ୍ୟରୁ ଅନେକ ପଞ୍ଚାୟତରେ ମରୁଡି ପରିସ୍ଥିତି ସୃଷ୍ଟି ହୋଇଛି । ଏହାସହ ଏହି ଅଞ୍ଚଳରେ ବ୍ୟାପକ ଭାବେ ଚକଡ଼ା ପୋକ ଓ ରୋଗ ପ୍ରାଦୁର୍ଭାବରେ ଚାଷୀଙ୍କ ବ୍ୟାପକ
Read More...

ଗାନ୍ଧୀ ଷ୍ଟାଡିୟମରେ ସି.କେ. ନାୟୁଡୁ କ୍ରିକେଟ୍‌ ଟ୍ରଫି ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା କ୍ରିକେଟ୍‌ ଏସୋସିଏସନ୍‌ ଓ ଜିଲ୍ଲା କ୍ରିଡା ସଂସଦର ମିଳିତ ଆନୁକୂଲ୍ୟରେ କର୍ଣ୍ଣେଲ ସି.କେ. ନାୟୁଡୁ କ୍ରିକେଟ୍‌ ଟ୍ରଫି ପ୍ରତିଯୋଗୀତା ଓଡିଶା ଏବଂ କର୍ଣ୍ଣାଟକ ମଧ୍ୟରେ ବଲାଙ୍ଗିର ଗାନ୍ଧୀ ଷ୍ଟାଡିୟମରେ ଉଦ୍‌ଘାଟିତ ହୋଇଯାଇଛି । ମୁଖ୍ୟଅତିଥି ଭାବରେ
Read More...

ପାଇକମାଲରେ ଅବସର ପ୍ରାପ୍ତ ବିଦ୍ୟୁତ୍‌ କର୍ମଚାରୀ ମାନଙ୍କ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ଗ୍ରୀଡ୍‌ ସବ୍‌ଷ୍ଟେସନ୍‌ ପରିସରରେ ପେନ୍‌ସନ୍‌ ଭୁକ୍ତ ୱେସ୍କୋ ଅବସର ପ୍ରାପ୍ତ କର୍ମଚାରୀ ମାନଙ୍କ ଏକ ବୈଠକ ଭରତ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିଥି ଭାବେ ବଡ ଶତପଥି ଯୋଗଦେଇ ସମସ୍ତ
Read More...

ପଦ୍ମପୁରରେ ବିରାଟ କୃଷକ ଗର୍ଜନ ସମାବେଶ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜବୋରାସମ୍ବର କୃଷକ ସଂଗଠନ ପଦ୍ମପୁର ଆହ୍ୱାନ କ୍ରମେ ବରଗଡ ଜିଲ୍ଲା ପଦ୍ମପୁର ଗୋରୁ ବଜାର ପ୍ରାଙ୍ଗଣରେ ଏକ ବିରାଟ କୃଷକ ଗର୍ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି । ଏହି ସମାବେଶରେ ଓଡିଶା ତଥା ରାଜ୍ୟ ବାହାରୁ ଅନେକ କୃଷକ ନେତା ଯୋଗଦାନ କରି ସମାବେଶକୁ ସଫଳ
Read More...