Daily Archives

ରୁଷୁଡା ବ୍ରିଗେଡ ସ୍କୁଲର ନୂତନ କୋଠା ଉଦ୍‌ଘାଟିତ

ତୁଷୁରା, (କେପିଏନ୍‌ଏସ୍‌) : ରୁଷୁଡା ସ୍ଥିତ ଓଡିଶା ଷ୍ଟେଟ୍ ବ୍ରିଗେଡ ସ୍କୁଲର ନୂତନ କୋଠାର ଶୁଭ ଉଦ୍‌ଘାଟନ ତଥା ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ତୁଷୁରା ଗାୟତ୍ରୀ ପରିବାର ଆନୁକୂଲ୍ୟରେ ଏକ କୁଣ୍ଡୀୟ ଗାୟତ୍ରୀ ଯଜ୍ଞକୁ କର୍ତ୍ତା ରାଜେଶ କୁମାର ସାହୁ ସପତ୍ନୀକ
Read More...

ଭୋକିଲା ପେଟକୁ ଦି ମୁଠା ଅର୍ଣ୍ଣ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ଦ ହ୍ୟୁମାନିଟି ଫାଉଣ୍ଡେସନ୍‌ର ଏକ ନିଆରା କାର୍ଯ୍ୟକ୍ରମ କରାଯାଇଥିଲା । ସଦସ୍ୟ ମାନେ ନିଜେ ଖାଦ୍ୟ ରାନ୍ଧୀ ରିଙ୍ଗ ରୋଡ୍‌ର ଚାରିପଖରେ ଥିବା ଗରିବ ଓ ନିସାହ୍ୟ ଲୋକ ମାନଙ୍କୁ ଭୋକିଲା ପେଟକୁ ଦି ମୁଠା ଅର୍ଣ୍ଣ ଯୋଗାଇ ଦେଇଛନ୍ତି । ସକାଳୁ ସଦସ୍ୟ ମାନେ
Read More...

ଭତ୍ତା ଆଣିବାକୁ ଯାଇ ବୃଦ୍ଧା ମୃତ

କୋରାପୁଟ, (କେପିଏନ୍‌ଏସ୍‌) : ବାର୍ଦ୍ଧକ୍ୟ ଭତ୍ତା ପାଉଥିବା ହିତାଧିକାରୀଙ୍କ ପାଇଁ ସରକାର ବିଭିନ୍ନ ପ୍ରକାର ନିୟମ ଲାଗୁ କରିଥିଲେ ମଧ୍ୟ ତାହା କିନ୍ତୁ କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକରେ ପାଳନ କରାଯାଉନଥିବା ଦେଖିବାକୁ ମିଳିଛି । ଯେଉଁମାନେ ଶଯ୍ୟାଶାୟୀ, ଯେଉଁ ମାନେ ବ୍ୟାଙ୍କ ଯାଇ ପାରୁ
Read More...

ଲରମ୍ଭା ଫୁଟବଲ୍‌ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ପାଟଣାଗଡ, (କେପିଏନ୍‌ଏସ୍‌) : ଲରମ୍ଭା ଆଦର୍ଶ ବୀଣାପାଣି ଫୁଟବଲ କ୍ଲବ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଫୁଟବଲ୍‌ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଲରମ୍ଭା ଖେଳପଡ଼ିଆରେ ଦୀର୍ଘ ୫ ଦିନ ବ୍ୟାପୀ ଫୁଟବଲ୍‌ ଖେଳ ଚାଲିଥିଲା । ଫାଇନାଲ ଫୁଟବଲ ଟୁର୍ଣ୍ଣାମେଣ୍ଟରେ ଢୁଲୁସର ଫୁଟବଲ୍‌ ଟିମ୍‌
Read More...

ହୋମ ଗାର୍ଡ ନିଯୁକ୍ତି ଉପରେ ଥିବା ରହିତାଦେଶ ପ୍ରତ୍ୟାହୃତ

ଖୁବ୍ ଶୀଘ୍ର ପୂରଣ ହେବ ଖାଲି ପଦବୀ ଭୁବନେଶ୍ୱର : ରାଜ୍ୟରେ ହୋମ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ଭବଦ୍ଭ ପ୍ରତ୍ୟାହୃତ ହୋଇଛି । ଏହାଦ୍ୱାରା ରାଜ୍ୟରେ ଖାଲିଥିବା ହୋମ ଗାର୍ଡ
Read More...

ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କ ପାଇଁ ମାସିକ ୩୦ ହଜାର ଟଙ୍କା ସମ୍ମାନ ସୂଚକ ସହାୟକ ରାଶି

ଭୁବନେଶ୍ୱର : ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର ଟଙ୍କାର honorarium ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟର ସମସ୍ତ ୫୫ ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ମାସକୁ ୩୦ ହଜାର
Read More...

କଳିଙ୍ଗ ମିଡ଼ିଆ ସର୍ଭିସେସ୍‌ର ୧୪ତମ ବ୍ୟାଚ୍‌ ସମାବର୍ତ୍ତନ ଏବଂ କଳିଙ୍ଗ ମିଡ଼ିଆ ସମ୍ମାନ ସମ୍ବର୍ଦ୍ଧନା ସମାରୋହ…

ଭୁବନେଶ୍ଵର : ଆଜି ଭୁବନେଶ୍ୱର ସ୍ଥିତ ଗ୍ଲୋବାଲ ଇନ୍‌ଷ୍ଟିଚ୍ୟୁଟ ଅଫ ଇଂଜିନିୟରିଂ ଆଣ୍ଡ ମ୍ୟାନେଜମେଣ୍ଟ ପରିସରରେ କଳିଙ୍ଗ ମିଡ଼ିଆ ସର୍ଭିସେସର ୧୪ତମ ବ୍ୟାଚ୍‌ ସମାବର୍ତ୍ତନ ଏବଂ କଳିଙ୍ଗ ମିଡ଼ିଆ ସମ୍ମାନ ସମର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପୂର୍ବତନ
Read More...

ଚନ୍ଦ୍ରଗିରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୪ର୍ଥ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ଶବ ଉଦ୍ଧାର

ରାୟଗଡା, (ଅକ୍ଷୟ କୁମାର ପିଡ଼ିସିକା) : ଚନ୍ଦ୍ରଗିରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କାଲି ମଧ୍ୟାହ୍ନରେ ଉକ୍ତ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ ଛାତ୍ର ନିଜ ବେକରେ ଟାୱାଲ ଯୋଗେ ଆତ୍ମହତ୍ୟା କରିଥିବା ଜଣାପଡିଛି । ହେଲେ ମୃତ୍ୟୁର କାରଣ ଅସ୍ପଷ୍ଟ
Read More...

ସଚେତନ ନାଗରିକ ମଞ୍ଚର ସ୍ଥାନୀୟ ସମସ୍ୟା ନେଇ ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ବିଭିନ୍ନ ସମସ୍ୟା ନେଇ ସାମାଜିକ ଅନୁଷ୍ଠାନ ସଚେତନ ନାଗରିକ ମଞ୍ଚ ତରଫରୁ ଏକ ବୈଠକ ହୋଟେଲ ସୋଲେସ ଠାରେ ଅନୁଷ୍ଠିତ ହୋଇଯାଇଛି । ମଞ୍ଚର ସଭାପତି ଇଂ ବିମଳ କୁମାର ବିଶି ଓ ସାଧାରଣ ସମ୍ପାଦକ ପି. ପି. ରାୟଙ୍କ ଆବାହକତ୍ଵରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ବିଭୁ ବିଭୁତି ବିଶ୍ଵଶାନ୍ତି ମହାଯଜ୍ଞ ଆସନ୍ତା ୧୧ରୁ ୧୫ ପର୍ଯ୍ୟନ୍ତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୮ରେ ଥିବା ବିଶ୍ୱଭ୍ରାତୃତ୍ୱ ଦିବ୍ୟାତ୍ମା ପରିଷଦ ତରଫରୁ ବିଭୁ ବିଭୁତି ବିଶ୍ଵଶାନ୍ତି ମହାଯଜ୍ଞ ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ସଭାପତି ବ୍ରଜବନ୍ଧୁ ତରାଇ ଓ ମିତାରାଣୀ ତରାଇଙ୍କ ଆବାହକତ୍ଵରେ ଅନୁଷ୍ଠିତ ହୋଇଯାଇଛି । ବୈଠକର ନିଷ୍ପତି ଅନୁଯାୟୀ
Read More...