Daily Archives

ସୁବର୍ଣ୍ଣରେଖାର ବାର୍ଷିକ କ୍ରୀଡା ଦିବସ ଉଦ୍‌ଯାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାମାଜିକ ତଥା ସାଂସ୍କୃତିକ ଅନୁଷ୍ଠାନ ସୁବର୍ଣ୍ଣରେଖାର ବାର୍ଷିକ କ୍ରୀଡା ଦିବସ ଉଦ୍‌ଯାପିତ ହୋଇଯାଇଛି । ବିଭିନ୍ନ କ୍ରୀଡା ମାଧ୍ୟମରେ ପିଲାଙ୍କ ମଧ୍ୟରେ ଚିତ୍ରକଳା, ପାଣି ଗ୍ଲାସ୍‌ରେ କଏନ, ମହିଳା ମାନଙ୍କ ମଧ୍ୟରେ ଶଙ୍ଖ ବାଦନ, ମ୍ୟୁଜିକ
Read More...

ଟିଟିଲାଗଡ଼ ପ୍ରଭାବତୀ ସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦ୍‌ଘାଟିତ : ଯୋଗଦେଲେ ଟିଟିଲାଗଡ଼ ଉପଜିଲ୍ଲାପାଳ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଟିଟିଲାଗଡ଼ ପ୍ରଭାବତୀ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି । ଏହି ଉଦ୍‌ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଟିଟିଲାଗଡ଼ ଉପଜିଲ୍ଲାପାଳ ରେହାନ୍ ଖତ୍ରି, ସମ୍ମାନିତ ଅତିଥି ଭାବେ
Read More...

ଆମ୍ ଆଦମୀ ପାର୍ଟି ତରଫରୁ ଛତ୍ରପୁର ଠାରେ ସାଂଗଠନିକ ବୈଠକ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଆମ୍ ଆଦମୀ ପାର୍ଟି ତରଫରୁ ଛତ୍ରପୁର ଠାରେ ଏକ ସାଂଗଠନିକ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ସଭାପତି ସୁବାଷ ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଦଳୀୟ ସଂଗଠନକୁ ମଜବୁତ୍ କରିବା ଲାଗି ଆପ୍ରାଣ ଉଦ୍ୟମ ଜାରୀ ରଖି
Read More...

ଛତ୍ରପୁର ଉଦ୍ୟାନ ବିଭାଗ ପକ୍ଷରୁ ଉନ୍ନତ ଫଳ ଚାଷ ଉପରେ ପ୍ରଶିକ୍ଷଣ ଅନୁଷ୍ଠିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : କୃଷି ବିଜ୍ଞାନ କେନ୍ଦ୍ର ଆନୁକୂଲ୍ୟରେ ଛତ୍ରପୁର ଉଦ୍ୟାନ ବିଭାଗ ସହଯୋଗରେ ସ୍ଥାନୀୟ ବ୍ଲକ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ୨ ଦିନ ଧରି ଉନ୍ନତ ବୈଜ୍ଞାନିକ ପ୍ରଣାଳୀରେ ବିଭିନ୍ନ ଫଳଚାଷ ଉପରେ ଦୁଇ ଦିନିଆ ତାଲିମ୍ ଶିବିର
Read More...

ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଗଞ୍ଜାମ ଜିଲ୍ଲା ଗସ୍ତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ରବିବାର ଗଞ୍ଜାମ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନ କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ପରିଦର୍ଶନ କରିଥିଲେ । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା
Read More...

ଖୋର୍ଦ୍ଧା ରୋଡ୍-ବଲାଙ୍ଗିର ରେଳ ଲାଇନ ପ୍ରକଳ୍ପର ବୌଦ୍ଧ-ପୁରାଣକଟକ ରେଳ ସେକ୍ସନ ମହାପ୍ରବନ୍ଧକଙ୍କ ଦ୍ୱାରା ନିରୀକ୍ଷଣ

ଭୁବନେଶ୍ୱର, (ପିଆଇବି) : ପୂର୍ବତଟ ରେଳପଥର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଶନିବାର ଦିନ ଖୋର୍ଦ୍ଧା ରୋଡ-ବଲାଙ୍ଗିର ରେଳ ଲାଇନ ପ୍ରକଳ୍ପର ଅଗ୍ରଗତିର ସମୀକ୍ଷା କରିବା ପାଇଁ ବୌଦ୍ଧ ଏବଂ ପୁରୁଣାକଟକ ମଧ୍ୟରେ ନୂତନ ଭାବେ ନିର୍ମିତ ରେଳ ଲାଇନର ନିରୀକ୍ଷଣ କରିଛନ୍ତି । ଏହି ନିରୀକ୍ଷଣ
Read More...

ଜାତୀୟ ଶିକ୍ଷା ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ସ୍ଵାଧୀନ ଭାରତର ପ୍ରଥମ ଶିକ୍ଷା ମନ୍ତ୍ରୀ ମୌଲାନା ଅବୁଲ କଲାମ ଆଜାଦଙ୍କ ଜନ୍ମ ବାର୍ଷିକୀ ପାଳନ ପାଇଁ ୨୦୦୮ ମସିହାରୁ ପ୍ରତିବର୍ଷ ୧୧ ନଭେମ୍ବରରେ ଭାରତରେ 'ଜାତୀୟ ଶିକ୍ଷା ଦିବସ' ପାଳନ କରାଯାଏ । ମୌଲାନା ଆଜାଦ ଜଣେ ସ୍ୱାଧୀନତା ସଂଗ୍ରାମୀ,
Read More...

ପଦ୍ମପୁରରେ ବରଗଡ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ସମ୍ମିଳନୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ନୂତନ ପେନ୍‌ସନ୍‌ ଭୁକ୍ତ ପ୍ରାଥମିକ ଶିକ୍ଷକ ସଂଘ ସମ୍ମିଳନୀ ପଦ୍ମପୁର ସ୍ଥିତ ସିଦ୍ଧିବିନାୟକ କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ସମ୍ମିଳନୀର ପ୍ରଥମ ଅଧିବେଶନରେ ବରଗଡ ଜିଲ୍ଲା ସଭାପତି ନନ୍ଦିଘୋଷ ଭୋଇଙ୍କ ଅଧ୍ୟକ୍ଷତା ଓ ରାଜବୋଡାସମ୍ବର
Read More...

ୱ୍ୟିନର୍‌ ବ୍ରାଇଟ୍‌ ଫ୍ୟୁଚର ସ୍କୁଲରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ୱିନର୍‌ ବ୍ରାଇଟ୍‌ ଫ୍ୟୁଚର ସ୍କୁଲ ପଦ୍ମପୁର ଦୁଇଦିନିଆ ବାର୍ଷିକ ଉତ୍ସବର ପ୍ରଥମ ଦିନ ଖୁଣ୍ଟପାଲି ସ୍ଥିତ ନୂଆ ସ୍କୁଲରେ ପାଳିତ ହୋଇଯାଇଛି । ଏଥିରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ଓ ତାଙ୍କର ପତ୍ନୀ ଶ୍ରୀମତୀ ପ୍ରତିମା ପୁରୋହିତ ସନ୍ଧ୍ୟାରେ
Read More...

ଭାରତରେ ଚିକିତ୍ସା ବାବଦ ଅତିରିକ୍ତ ପକେଟ୍ ଖର୍ଚ୍ଚ ହ୍ରାସ

ସାର୍ବଜନୀନ ସ୍ୱାସ୍ଥ୍ୟ ସେବା ଭିତ୍ତିଭୂମିକୁ ସୁଦୃଢ଼ କରିଛନ୍ତି ସରକାରଅଧିକ ଶସ୍ତା ଓ ସୁଲଭ ହେଉଛି ସାର୍ବଜନୀନ ସ୍ୱାସ୍ଥ୍ୟ ସେବାନାଗରିକଙ୍କ ସିଧାସଳଖ ଚିକିତ୍ସା ବାବଦ ଅତିରିକ୍ତ ପକେଟ୍ ଖର୍ଚ୍ଚ କମିଛି ଭୁବନେଶ୍ୱର, (ପିଆଇବି) : ୨୦୨୧-୨୨ ପାଇଁ ଜାତୀୟ ସ୍ୱାସ୍ଥ୍ୟ ଆକାଉଣ୍ଟ
Read More...