Daily Archives

ଜିଲ୍ଲା ବିକାଶ ସମନ୍ୱୟ ଏବଂ ତଦାରଖ କମିଟି : ଦିଶାର ପ୍ରଥମ ବୈଠକ

ବିଭାଗୀୟ ଅଧିକାରୀଙ୍କ ମଧ୍ୟରେ ସମନ୍ୱୟ ରକ୍ଷା କରି ତୃଣମୂଳ ସ୍ତରରେ କେନ୍ଦ୍ର ସରକାରଙ୍କ ଯୋଜନାଗୁଡିର ସଫଳ ରୂପାୟନ କରନ୍ତୁ : ସାଂସଦ ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ବରଗଡ ସାଂସଦ ପ୍ରଦୀପ ପୁରୋହିତଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ବିକାଶ ସମନ୍ୱୟ
Read More...

ଉଚ୍ଚ ପଦାଧିକାରୀ ଓ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ଧାନ ସଂଗ୍ରହ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତନଭେମ୍ବର ୨୦ରୁ ବରଗଡରୁ ଆରମ୍ଭ ହେବ ଧାନ ସଂଗ୍ରହଡିସେମ୍ବର ୮ରେ ବରଗଡ ସୋହେଲାରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ହେବ ଚାଷୀ ସମାବେଶ, ଚାଷୀମାନେ ପାଇବେ ଅତିରିକ୍ତ ୮୦୦ ଟଙ୍କା୮ ତାରିଖରୁ ଚାଷୀମାନେ ସର୍ବନିମ୍ନ ସହାୟକ ମୂଲ୍ୟ ସହିତ
Read More...

ଦୀପ୍ତିପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ଦୀପ୍ତିପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ ହୋଇଯାଇଛି । ପ୍ରଥମେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀମାନେ ଛାତ୍ରଛାତ୍ରୀମାନଙ୍କୁ ଫୁଲ ଚନ୍ଦନ ଲଗାଇ ସ୍ୱାଗତ କରିଥିଲେ । ଏହି ଅବସରରେ ପ୍ରଧାନ ଶିକ୍ଷକ ଶାନ୍ତନୁ କୁମାର
Read More...

କାର୍ତ୍ତିକ ପୂର୍ଣ୍ଣିମା ଉପଲକ୍ଷେ ଅଷ୍ଟପ୍ରହର ନାମଯଜ୍ଞ ପାଇଁ କଳସ ଯାତ୍ରା

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଜରାସିଂହା ଗାଁରେ ୧୨ତମ କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଅଷ୍ଟ ପ୍ରହରୀ ନାମଯଜ୍ଞ ପାଇଁ କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ପ୍ରତିଷ୍ଠାତା ଭୁଜ ସିଂ ବାବୁ, ପୁରନ୍ଦର ସିଂ ନିନା, ସୁବାଷ ମେହେରଙ୍କ ପରିଚାଳନାରେ ଅଷ୍ଟପ୍ରହର
Read More...

ମଣ୍ଟେଶୋରୀ ପବ୍ଲିକ ସ୍କୁଲରେ ବିଜ୍ଞାନ ମେଳା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ମାଲପଡା ସ୍ଥିତ ମଣ୍ଟୋଶୋରୀ ପବ୍ଲିକ ସ୍କୁଲରେ ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ୮୦ ଜଣ ଶିଶୁ ବୈଜ୍ଞାନିକ ଭାଗ ନେଇଥିଲେ । ସକାଳ ୯ଟାରୁ ଦିନ ୨ଟା ପର୍ଯ୍ୟନ୍ତ ପ୍ରାୟ ଶତାଧିକ ଅଭିଭାବକ ଏହା ଦେଖିବାକୁ
Read More...

ବଙ୍ଗୋମୁଣ୍ଡା ଧନୁଯାତ୍ରା ମହୋତ୍ସବର ତୃତୀୟ ସନ୍ଧ୍ୟା : ନାଟ୍ୟାଭିନୟ ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଉପଭୋଗ କଲେ ହଜାର…

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡାରେ ୩୮ତମ ଧନୁଯାତ୍ରା ମହୋତ୍ସବ ତୃତୀୟ ଦିବସରେ ପହଞ୍ଚିଛି । ପାତ୍ର, ମନ୍ତ୍ରୀ ସହ ବିରାଟ ପଟୁଆରରେ କଂସ ମହାରାଜ ରଙ୍ଗମଞ୍ଚକୁ ପହଞ୍ଚିବା ପରେ ରାଜକାର୍ଯ୍ୟ ଆରମ୍ଭ ହୋଇଥିଲା । ତୃତୀୟ ରଜନୀରେ ରାଜ ଦରବାରକୁ ରାଜକୀୟ
Read More...

ଝାରମୁଣ୍ଡା ଗାଁ ତଳିପଡା ପଞ୍ଚୁକ ଚତୁର୍ଦ୍ଦଶୀରେ ଶ୍ରଦ୍ଧାଳୁଙ୍କ ପୂଜାର୍ଚ୍ଚନା

ଲୋଇସିଂହା, (ଶ୍ୟାମସୁନ୍ଦର ମେହେର) : ପୁଣ୍ୟମାସ କାର୍ତ୍ତିକ । ମାସ ସାରା ଶ୍ରଦ୍ଧାଳୁ ଭକ୍ତମାନେ ପୂଜାର୍ଚ୍ଚନା କରି ଥାଆନ୍ତି । ଏହାସହିତ ପଞ୍ଚୁକ ୫ ଦିନ ସମସ୍ତ ଶ୍ରଦ୍ଧାଳୁ ନିଷ୍ଠାର ସହିତ କାର୍ତ୍ତିକ ବ୍ରତ ପାଳନ କରନ୍ତି । ଭାଗବତ ପଠନ କରି ପୁଣ୍ୟ ଅର୍ଜନ କରନ୍ତି । ଏହି ଅବସରରେ
Read More...

ସେକ୍ଟର -୧୯ ଥାନାରେ ଆମ ପୁଲିସ ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ଆମ ପୁଲିସ ତରଫରୁ ସେକ୍ଟର -୧୯ ଥାନାରେ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରାକ୍ତନ ପୁଲିସ ଅଧିକାରୀ ଡ. ସୁମନ ଦତ୍ତଙ୍କ ଆବାହକତ୍ଵରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଥାନା ପ୍ରଭାରୀ ସାଇପ୍ରଭା ରାଉତ, ଏସ୍‌ଆଇ ଏ ମୁଣ୍ଡାରୀ, ଏଏସ୍‌ଆଇ ସୁଷମା ସାହୁ
Read More...

ଛତ୍ରପୁର ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ତୀବ୍ର ହଟ୍ଟଗୋଳ

ଟ୍ରକ୍ ମାଲିକ ସଂଘର ସର୍ତ୍ତପୂରଣ ନେଇ ଆଲୋଚନା ସ୍ଥଗିତ ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଟ୍ରକ୍ ମାଲିକ ସଂଘର ସର୍ତ୍ତ ପୂରଣ ନେଇ ଘମାଘୋଟ ଲଢେଇ ଓ ହଟ୍ଟଗୋଳ ଜୋର୍‌ଦାର୍ ହୋଇଛି । ଛତ୍ରପୁର ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ ଗୃହରେ ବୁଧବାର ଅପରାହ୍ନରେ ଗଞ୍ଜାମ
Read More...

ନବଜନ୍ମିତ ଶିଶୁବିକ୍ରି ଘଟଣା : ରାଏପୁରରେ ଚିକିତ୍ସାଧିନ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଲାଠୋର ଥାନା ଅନ୍ତର୍ଗତ ସାନଗୁର୍ଜିଭଟା ଗାଁର ନବଜନ୍ମିତ ଶିଶୁବିକ୍ରି ଘଟଣା ଏବେ ସାରା ରାଜ୍ୟରେ ଚହଳ ପକାଇଥିବା ବେଳେ ବିଭିନ୍ନ ସ୍ତରରେ ଏବେ ତନାଘନା ତଦନ୍ତ ଚାଲିଥିବା ଜଣାପଡ଼ିଛି । ପଡୋଶୀ ରାଜ୍ୟ ଛତିଶଗଡ଼ ରାଏପୁରର ଏକ ଘରୋଇ ହସ୍ପିଟାଲରେ ଶିଶୁକୁ
Read More...