Daily Archives

ଶିଶୁ ବିଦ୍ୟା ମନ୍ଦିର ନୂତନ ପରିଚାଳନା କମିଟିର ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର-୬ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ନୂତନ ପରିଚାଳନା କମିଟିର ପ୍ରଥମ ବୈଠକ ବିଦ୍ୟା ମନ୍ଦିର ସଭାକକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ପ୍ରଧାନ ଆଚାର୍ଯ୍ୟ ସୁରେନ୍ଦ୍ର କୁମାର ଶତପଥୀଙ୍କ ସ୍ୱାଗତ ଭାଷଣ ଓ ପରିଚାଳନା କମିଟିର ସଭାପତି
Read More...

ସାହିତ୍ୟ ସୃଜନୀ ସମାରୋହ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ସାହିତ୍ୟ ଓ ସଂସ୍କୃତି ଅନୁଷ୍ଠାନ ରାଉରକେଲା ସାହିତ୍ୟ ସଂସଦ ଆନୁକୂଲ୍ୟରେ ବିଶ୍ରାସ୍ଥିତ ବିଜାଡିହି ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟରେ ସାହିତ୍ୟ ସୃଜନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆବାହକ କବି ସୁଶାନ୍ତ କୁମାର ନାୟକଙ୍କ
Read More...

ଧର୍ତୀ ଆବା ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ ଜିଲ୍ଲା ଯାଦବ ସମାଜ ଭବନ ସଭାଗୃହ ନବସେତୁ ମାସିକ ପତ୍ରିକା ଓ ଆଦିବାସୀ ଅଧିକାର ମହାସଂଘର ମିଳିତ ମଞ୍ଚରେ ଶ୍ରୀମାନ ଦ୍ଵିଜ ଦଲପତିଙ୍କ ସଭାପତିରେ କ୍ରାନ୍ତିକାରୀ, ଜନନାୟକ, ଧର୍ତୀ ଆବା ସହୀଦ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ମହାସମାରୋହରେ
Read More...

ଶିଶୁ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଶିକ୍ଷାର ବିକାଶ ହେଲେ ସମାଜର ବିକାଶ ଓ ଦେଶର ବିକାଶ ହୋଇଥାଏ । ଏହି କଥାକୁ ଲକ୍ଷ୍ୟ ରଖି ବଲାଙ୍ଗିର ଜିଲ୍ଲା ମନହୀରା ଗ୍ରାମ ପଂଚାୟତ ଅନ୍ତର୍ଗତ ଅମାମୁଣ୍ଡା ଗ୍ରାମରେ ଏକ ଶିକ୍ଷା ଅନୁଷ୍ଠାନ ଖୋଲାଯାଇ ବିନା ମୂଲ୍ୟରେ ଶିକ୍ଷା ପ୍ରଦାନ କରାଯାଉଛି । ଏହି
Read More...

ଅତି ଆନନ୍ଦ ଉଲ୍ଲାସ ଭକ୍ତିମୂଳକ ପରିବେଶ ମଧ୍ୟରେ ବିଜୟ ରଥଯାତ୍ରା ମହୋତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭୁତିଆରବାହାଲ ଗ୍ରାମର ବିଜୟ ରଥଯାତ୍ରା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । କାର୍ତ୍ତିକ ମାସର ଦଶମୀ ଠାରୁ ଆରମ୍ଭ ହୋଇ ଏହି ଯାତ୍ରା କାର୍ତ୍ତିକ ପୂର୍ଣ୍ଣିମା ଦିନ ଉଦ୍‌ଯାପିତ ହେବ । ଏହି ରାସୋତ୍ସବରେ ମହାପ୍ରଭୁ ଶ୍ରୀ ରାଧାକୃଷ୍ଣଙ୍କୁ ରଥରେ ବସାଇ ଗ୍ରାମ
Read More...

ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ଅଭିଭାବକ ଶିକ୍ଷକ ସହଭାଗିତା ବୈଠକ ତଥା ଜନଜାତୀୟ ଗୌରବ ଦିବସ ପାଳନ

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ଅଭିଭାବକ ଶିକ୍ଷକ ସହଭାଗିତା ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ କମଲ ସିଂ ମାଝୀଙ୍କ ସଭାପତିତ୍ୱରେ
Read More...

୩୮ତମ ବଙ୍ଗୋମୁଣ୍ଡା ଧନୁଯାତ୍ରା ମହୋତ୍ସବର ଚତୁର୍ଥ ରଜନୀ

ସାଂସ୍କୃତିକ କାର୍ଯ୍ୟକ୍ରମ ଦର୍ଶକଙ୍କୁ ବାନ୍ଧି ରଖିଥିଲା ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ସର୍ବସାଧାରଣ ଖେଳପଡିଆ ଠାରେ ଚାଲିଥିବା ୩୮ ତମ ବଙ୍ଗୋମୁଣ୍ଡା ଧନୁଯାତ୍ରା ମହୋତ୍ସବ ଚତୁର୍ଥ ଦିନରେ ପହଂଚିଛି । ମହୋତ୍ସବର ଚତୁର୍ଥ ରଜନୀରେ ପୌରାଣିକ
Read More...

ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ହରିଶଙ୍କରରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଶ୍ରଦ୍ଧାଳୁମାନେ ରାତି ୨ଟାରୁ ଉଠି ସ୍ନାନାଦି ଶେଷ କରି ଘର ଆଗରେ, ଚଉରାମୂଳେ ମୁରୁଜ ପକାଇ ପୂଜାର୍ଚ୍ଚନା ସାରି ଡଙ୍ଗା ଭସାଇଥିବାର ସୂଚନା ରହିଛି । ସେହିପରି ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ପବିତ୍ର
Read More...

ଶିଶୁ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ବେଲପଡା ପ୍ରାଥମିକ ବିଦ୍ୟାଳୟ ପରିସରରେ ଶିଶୁ ଦିବସ ଅବସରରେ ଶିଶୁ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଧୁମ୍‌ଧାମ୍‌ରେ ପାଳନ କରାଯାଇଛି । ବେଲପଡା ବିଦ୍ୟାଳୟର ଛାତ୍ରୀ ମାନେ ସ୍ୱାଗତ ସଙ୍ଗୀତ ଗାନ କରିଥିଲେ । ବିଦ୍ୟାଳୟର
Read More...

ଅଭ୍ୟାସ ଟେକ୍ନୋ ସ୍କୁଲରେ ବହୁ ଆଡମ୍ବରରେ ଶିଶୁ ଦିବସ ପାଳନ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ଅଭ୍ୟାସ ଟେକ୍ନୋ ସ୍କୁଲ, ପଦ୍ମପୁରରେ ବହୁ ଆଡମ୍ବରର ସହ ଶିଶୁ ଦିବସ ପାଳିତ ହୋଇଯାଇଛି । ଶିଶୁ ଦିବସରେ ଶିଶୁଙ୍କୁ ଭବିଷ୍ୟତର ଜ୍ଞାନ ଦେଇ ଅଭ୍ୟାସର ଶିକ୍ଷକମାନେ ବହୁ ସୁନ୍ଦର ବାଭେ ଡ୍ରାମା, ଗୀତ, ନାଚ ପରିବେଷଣ କରି ପାଳନ କରିଥିଲେ । ପ୍ରଥମେ ଶ୍ରୀ
Read More...