Daily Archives

ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଛତ୍ରପୁରଠାରେ ଧରତୀ ଆବା ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ସମାବେଶ ଅନୁଷ୍ଠିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଜନଜାତୀୟ ଗୌରବ ଦିବସ ତଥା ଧରତୀ ଆବା ଜନଜାତୀୟ ଗ୍ରାମ୍ୟ ଉତ୍କର୍ଷ ଅଭିଯାନ ଭାରତ ସରକାର ଆରମ୍ଭ କରିଛନ୍ତି । ଭାରତ ସରକାରଙ୍କ ଜନଜାତି ବ୍ୟାପାର ମନ୍ତ୍ରାଳୟ ଓ ଓଡ଼ିଶା ସରକାଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର ମିଳିତ
Read More...

ଦୁଇ ବାଇକ ମୁହାଁମୁହିଁ ଧକ୍କା : ୪ ଗୁରୁତର

ସଇଁତଲା, (ଲକ୍ଷ୍ମୀକାନ୍ତ ସାହୁ) : ସଇଁତଲା ଥାନା ଷାଣ୍ଡପାଲି ଛକରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ୪ ଜଣ ବ୍ୟକ୍ତିଙ୍କୁ ଗୁରୁତର ଅବସ୍ଥାରେ ସଇଁତଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି । ସୂଚନା ଅନୁଗତ ଯେ, ଦେଓଗାଁରୁ ସଇଁତଲା ଅଂଚଳକୁ ୩ ଜଣ ବ୍ୟକ୍ତି ଗୋଟିଏ
Read More...

ବ୍ରହ୍ମାକୁମାରୀ ସଂସ୍ଥାନରେ ବିଶ୍ଵ ମଧୁମେହ ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପତି ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ଵବିଦ୍ୟାଳୟ ଛତ୍ରପୁର ଶାଖା ଶାନ୍ତି-ଅନୁଭୂତି ଭବନ ପକ୍ଷରୁ ବିଶ୍ଵ ମଧୁମେହ ଦିବସ ପାଳିତ ହୋଇଯାଇଛି । ବ୍ରହ୍ମାକୁମାରୀସ ଶାଖା ସଞ୍ଚାଳିକା ରାଜାଯୋଗିନୀ ବ୍ରହ୍ମାକୁମାରୀ ବିଜୟ ଲକ୍ଷ୍ମୀଙ୍କ ନେତ୍ତୃତ୍ଵରେ
Read More...

କୁଟୁମଡୋଲା ଫୁଟବଲ ପ୍ରତିଯୋଗିତାରେ ଯୋଗଦେଲେ ନରସିଂହ

ଫାଇନାଲରେ ସକମା ବିଜେତା, କୁସଙ୍ଗ ଉପ-ବିଜେତା ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି କୁଟୁମଡୋଲା ପଂଚାୟତ ଅନ୍ତର୍ଗତ କୁଟୁମଡୋଲା ଖେଳ ପଡିଆରେ ପ୍ରଗତି ଯୁବକ ସଂଘ ଆନୁକୂଲ୍ୟରେ ଅନୁଷ୍ଠିତ ଷଡଦିବଶୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ୬ ଦିନ ଧରିଚାଲିଥିବା ଏହି ପ୍ରତିଯୋଗିତା
Read More...

ବଲାଙ୍ଗିର ଜିଲ୍ଲା ଆପ୍‌ ସଭାପତି ଆଶିଷ ପାଣ୍ଡେଙ୍କୁ ମରଣାନ୍ତଙ୍କ ଆକ୍ରମଣ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆପ୍‌ ସଭାପତି ଆଶିଷ ପାଣ୍ଡେଙ୍କୁ ମରଣାନ୍ତଙ୍କ ଆକ୍ରମଣ । ଦେଓଗାଁ ଥାନା ଅନ୍ତର୍ଗତ ଫଟାମୁଣ୍ଡା ଗାଁରେ ଆପ୍‌ ନେତା ଆଶିଷ ପାଣ୍ଡେଙ୍କୁ ପୂର୍ବ ଶତୃତାରୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ସୂଚନା ପାଇବା ପରେ ଦେଓଗାଁ ପୋଲିସ ଆସି ଆଶିଷଙ୍କୁ
Read More...

୨୦୩୦ ସୁଦ୍ଧା ୫୦୦ ଗିଗାୱାଟ୍ ଅକ୍ଷୟ ଶକ୍ତି ଉତ୍ପାଦନ ଲକ୍ଷ୍ୟ ହାସଲ ପାଇଁ ଗଠିତ ହେବ ସମର୍ପିତ ଟାସ୍କ ଫୋର୍ସ : କେନ୍ଦ୍ର…

● ଭୁବନେଶ୍ୱରରେ ନୂତନ ଓ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଦୁଇ ଦିନିଆ ଚିନ୍ତନ ଶିବିର ଉଦ୍‌ଯାପିତ● ଅକ୍ଷୟ ଶକ୍ତି କ୍ଷେତ୍ରରେ ଷ୍ଟାର୍ଟଅପ୍ ଗୁଡ଼ିକ ପାଇଁ ହାକାଥନ୍ ଆୟୋଜନ କରିବ ମନ୍ତ୍ରଣାଳୟ : କେନ୍ଦ୍ର ମନ୍ତ୍ରୀ ଶ୍ରୀ ଯୋଶୀ● ଶକ୍ତି ମନ୍ତ୍ରଣାଳୟ ସହିତ ସମନ୍ୱୟ ସ୍ଥାପନ କରି
Read More...

୫୧ତମ ଟିକ୍ରାପଡା ଅହୋରାତ୍ର ନାମଯଂଜ୍ଞ ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଟିକ୍ରାପଡା ଶ୍ରୀକୃଷ୍ଣ ଚୈତନ୍ୟ ସେବା ସଂସ୍ଥାନ ୫୧ତମ ଅହୋରାତ୍ର ନାମଯଂଜ୍ଞ କାର୍ତ୍ତିକ ପୂର୍ଣ୍ଣିମାରେ ଉଦ୍‌ଯାପିତ ହୋଇଯାଇଛି । ଚଳିତ ବର୍ଷ ଶ୍ରୀକୃଷ୍ଣ ଚୈତନ୍ୟ ସେବା ସଂସ୍ଥାନ ସଭାପତି ପ୍ରକାଶ ନେପାକ, ସମ୍ପାଦକ ଅଙ୍କୁଶ ହୋତା, କୋଷାଧ୍ୟକ୍ଷ
Read More...

ତୁରେକେଲାରେ ଧୁମ୍‌ଧାମ୍‌ରେ ବିର୍ସାମୁଣ୍ଡା ଜୟନ୍ତୀ ପାଳିତ

ତୁରେକେଲା, (ପିତାମ୍ବର ଦୀପ) : ତୁରେକେଲା ବ୍ଲକ ସଦର ମହକୁମା ଠାରେ ଶୁକ୍ରବାର ଅନୁସୂଚୀତ ଜାତି ଓ ଜନଜାତି ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ କ୍ରାନ୍ତିକାରୀ ବୀର ସହିଦ ବିର୍ସା ମୁଣ୍ଡାଙ୍କ ଜନ୍ମ ଜୟନ୍ତୀ ଧୁମ୍‌ଧାମ୍‌ରେ ପାଳିତ ହୋଇଯାଇଛି । ଏହି ଅବସରରରେ ବିର୍ସା ମୁଣ୍ଡାଙ୍କ
Read More...

ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଗୋପାଳପୁର ବେଳାଭୂମିରେ ପାରମ୍ପରିକ ବୋଇତ ବନ୍ଦାଣ ଉତ୍ସବ ସମାହିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବା ରାସପୂର୍ଣ୍ଣିମା ଅବସରରେ ପ୍ରାଚୀନ ନୌବାଣିଜ୍ୟ ପରମ୍ପରାର ସ୍ମୁତି ବଜାୟ ରଖିବା ପ୍ରାୟାସରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଗୋପାଳପୁର ବେଳାଭୂମିସ୍ଥ ମହୋତ୍ସବ ସ୍ଥଳରେ ପାରମ୍ପରିକ ବୋଇତ ବନ୍ଦାଣ ଉତ୍ସବ
Read More...

କରଙ୍ଗାମାଲ ସେବାଶ୍ରମ ବିଦ୍ୟାଳୟରେ ଅଭିଭାବକ ଶିକ୍ଷକ ସହଭାଗିତା ବୈଠକ ତଥା ଜନଜାତୀୟ ଗୌରବ ଦିବସ ପାଳନ 

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ କରଙ୍ଗାମାଲ ସେବାଶ୍ରମ ବିଦ୍ୟାଳୟରେ ଅଭିଭାବକ ଶିକ୍ଷକ ସହଭାଗିତା ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଖିଳ ଧରୁଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ
Read More...