Daily Archives

ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରାଜିଲର ରିଓଡି ଜେନେରିଓରେ ଜି-୨୦ ଶିଖର ସମ୍ମିଳନୀରେ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନଙ୍କୁ ସାକ୍ଷାତ କରିଛନ୍ତି । ଜାନୁଆରୀରେ ଗଣତନ୍ତ୍ର ଦିବସ ସମାରୋହର ମୁଖ୍ୟ ଅତିଥି ଭାବରେ ରାଷ୍ଟ୍ରପତି ମାକ୍ରୋନ୍ଙ୍କ ଭାରତ
Read More...

ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଗୋଦାସାହି ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଗୋପାଳ ଚନ୍ଦ୍ର ମହାପାତ୍ରଙ୍କ ତତ୍ତ୍ୱାବଧାନରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଥିଲା ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ବ୍ଲକ ସହ ଶିକ୍ଷା ଅଧିକାରୀ ଶ୍ରୀମତୀ ସୁଷମା ମିଶ୍ର
Read More...

ଓଡ଼ିଶା ବିଶ୍ଵର ସାଂସ୍କୃତିକ ଗୁରୁ ହୋଇଛି – ବିଚାରପତି

କଟକ, (ସସ୍ମିତା ପ୍ରଧାନ) : କୈବଲ୍ୟ ସାହିତ୍ୟ ସଂସଦର ୬୧ ତମ ରାଜ୍ୟସ୍ତରୀୟ ସ୍ମୃତି ଅନୁଭୂତି ସାହିତ୍ୟ କର୍ମଶାଳା ବାଣିପୀଠ ଶ୍ରୀ ରାମଚନ୍ଦ୍ର ଭବନ, କଟକରେ ଅନୁଷ୍ଠିତ ହୋଇଯାଇଛି । ବାଲିଯାତ୍ରା ଅବସରରେ ଏହା କଥା ଓ କବିତା ଝଙ୍କାର । ପ୍ରଥମ ଅଧିବେଶନରେ ରାଜ୍ୟସ୍ତରୀୟ ବାଲିଯାତ୍ରା ଏବଂ
Read More...

ରାଜ୍ୟସ୍ତରୀୟ ନୌବାଣିଜ୍ୟ ସ୍ମୃତି ଅନୁଭୂତି ସାହିତ୍ୟ କର୍ମଶାଳା

କଟକ, (ସସ୍ମିତା ପ୍ରଧାନ) : କୈବଲ୍ୟ ସାହିତ୍ୟ ସଂସଦର ୬୧ତମ ରାଜ୍ୟସ୍ତରୀୟ ସ୍ମୃତି ଅନୁଭୂତି ସାହିତ୍ୟ କର୍ମଶାଳା ବାଣିପୀଠ ଶ୍ରୀ ରାମଚନ୍ଦ୍ର ଭବନ କଟକରେ ଅନୁଷ୍ଠିତ ହୋଇଯାଇଛି । ବାଲିଯାତ୍ରା ଅବସରରେ ଏହା କଥା ଓ କବିତା ଝଙ୍କାର । ପ୍ରଥମ ଅଧିବେଶନରେ ରାଜ୍ୟସ୍ତରୀୟ ବାଲିଯାତ୍ରା ଏବଂ
Read More...

ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଚାଲିଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ପ୍ରଶିକ୍ଷଣ ଅବସରରେ ଉକ୍ତ ବିଦ୍ୟାଳୟର ଡିଡିଓ ତଥା ପାଇକମାଲ ବ୍ଲକ ଶିକ୍ଷା ଅଧିକାରୀ ଚୁଡ଼ାମଣି ବାରିକଙ୍କୁ ପଦୋନ୍ନତି ସକାଶେ ଭବ୍ୟ ସମ୍ବର୍ଦ୍ଧନା
Read More...

ଜଳିଗଲା ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ : ୧ ଗୋରୁ ଜୀବନ୍ତ ଦଗ୍ଧ

ଉଦଳା : ବିଳମ୍ବିତ ରାତିରେ ଅଘଟଣ । ଜଳିଗଲା ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ । ଗୋଟିଏ ଗୋରୁ ଜୀବନ୍ତ ଦଗ୍ଧ । ଏଭଳି କିଛି ଘଟଣା ଦେଖିବାକୁ ମିଳିଛି କପ୍ତିପଦା ଥାନା ପୋଡା ଡିହା ଛକ ନିକଟରେ । ସୂଚନା ମୁତାବକ, ଗତକାଲି ବିଳମ୍ବିତ ରାତିରେ ପୋଡା ଡିହା ଛକ ନିକଟ ରାସ୍ତା କଡରେ ଏକ ଗୋରୁ
Read More...

ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ପକ୍ଷରୁ ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି
Read More...

ସୁପ୍ରିମକୋର୍ଟର ନିର୍ଦ୍ଦେଶ ସତ୍ତ୍ୱେ ସ୍ଥାୟୀ ବଦଳରେ ଠିକା ନିଯୁକ୍ତି ବୃଦ୍ଧି ଯୋଗୁଁ ଏଚ୍‌ଏମ୍‌ଏସ୍‌ ଉପାଧ୍ୟକ୍ଷ ରବି…

ଭୁବନେଶ୍ୱର : ଦେଶର ବିଭିନ୍ନ ସଂସ୍ଥା ଠିକା ନିଯୁକ୍ତିକୁ ଆପଣାଇବାର ଅଲଗା କାରଣ ସବୁ ଥାଇପାରେ । ନିଯୁକ୍ତି ଓ ଶ୍ରମ ଆଇନ କଡାକଡି ଥିବାରୁ ତାକୁ ଏଡାଇବାକୁ ଖର୍ଚ କମାଇବା ଏବଂ ଶିଳ୍ପ ଉଦ୍ୟୋଗର ବଦଳୁ ଥିବା ପଦ୍ଧତିକୁ ନେଇ ଏହା ହୋଇ ଥାଇପାରେ । ଉଦ୍ୟୋଗ ଭିତ୍ତିକ ବିଭିନ୍ନ ଗବେଷଣାରୁ
Read More...

ବିପୁଳ ପରିମାଣର ଖଇର କାଠ ଜବତ : ଟ୍ରକ୍‌ ଛାଡି ଡ୍ରାଇଭର ଫେରାର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଇଁତଲା ନିକଟରୁ ବିଳମ୍ବିତ ରାତିରେ ବିପୁଳ ପରିମାଣରେ ଖଇର କାଠ ଜବତ କରିଛି ସଇଁତଲା ପୋଲିସ । ଏକ ନମ୍ବର ବିହୀନ ଟ୍ରକ୍‌ରେ ଏସବୁ କାଠ ଚୋରା ଚାଲାଣ ହେଉ ଥିବା ଜଣାପଡିଛି । ସଇଁତଲା ରେଳ ଷ୍ଟେସନରୁ ଜାତୀୟ ରାଜପଥ-୨୬କୁ ସଂଯୋଗ କରୁଥିବା
Read More...

ଗଞ୍ଜାମ ଜିଲ୍ଲାସ୍ତରୀୟ ଖରିଫ୍ ଧାନ ସଂଗ୍ରହ କମିଟି ବୈଠକ

ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ଠାରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଚଳିତ ବର୍ଷ ଖରିଫ୍ ଋତୁର ଧାନ କିଣା ପ୍ରକ୍ରିୟା ସକାଶେ ଜିଲ୍ଲା ପ୍ରଶାସନ ପକ୍ଷରୁ ଖସଡା ପ୍ରସ୍ତୁତ କରାଯାଇଛି । ଏଥିନେଇ ଜିଲ୍ଲାସ୍ତରୀୟ ଖରିଫ୍ ଧାନ ସଂଗ୍ରହ କମିଟି
Read More...