Daily Archives

ଅଗ୍ନିକାଣ୍ଡରେ ଜଳିଗଲା ଘର : ଘର ଭିତରେ ବୃଦ୍ଧାଙ୍କ ଦେହରେ ଲାଗିଲା ନିଆଁ

ବୈପାରିଗୁଡା, (ବିକ୍ରାନ୍ତ କୁମାର ବେବର୍ତ୍ତା) : ବୈପାରିଗୁଡା ବ୍ଲକ କୋଲାର ଗ୍ରାମପଞ୍ଚାୟତର ଟାଙ୍ଗିନିଗୁଡା ଗ୍ରାମର ହରିଜନ ସାହିରେ ଅଗ୍ନିକାଣ୍ଡ ହେବା ଫଳରେ ଘର ଭିତରେ ଥିବା ଜଣେ ବୃଦ୍ଧା ଗୁରୁତର ହୋଇ ଏବେ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିବା ଜଣାପଡିଛି । ଦିନକୁ ଦିନ ଶୀତ
Read More...

ଟିଟିଲାଗଡ଼ ଟିପିଡବ୍ଲୁଓଡ଼ିଏଲ୍‌ ଅଫିସରେ ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର- ମାଗଣା ବିଜୁଳି ଯୋଜନା ବିଷୟରେ ସଚେତନତା…

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ବିଦ୍ୟୁତ୍‌ର ବ୍ୟବହାର ଏତେ ମାତ୍ରାରେ ବଢ଼ି ଚାଲିଛି ଯେ ବିନା ବିଦ୍ୟୁତ୍‌ରେ ଗୋଟାଏ ମିନିଟ କାଟିବା ବି ଅସମ୍ଭବ ହୋଇପଡିଛି । ଦିନକୁ ଦିନ ବିଦ୍ୟୁତ୍‌ ଯନ୍ତ୍ରପାତି ଖାସ କରି ଏସି ବ୍ୟବହାର ଦୃତଗତିରେ ବଢ଼ି ଚାଲିଛି । ଖରା ଦିନରେ ଏସି ବ୍ୟବହାର ଯୋଗୁଁ
Read More...

ବ୍ଲକସ୍ତରୀୟ ଜେଆର୍‌ସି ଶିକ୍ଷା ତାଲିମ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକସ୍ତରୀୟ ଜୁନିୟର ରେଡ୍‌କ୍ରସ୍‌ ଶିକ୍ଷା ତାଲିମ ଶିବିର ପାଇକମାଲ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ୫୫ ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ
Read More...

ଡିଏଭି ପବ୍ଲିକ ସ୍କୁଲରେ ବାର୍ଷିକ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ବାସନ୍ତୀ କଲୋନୀ ସ୍ଥିତ ଡ. ଏ. ଏନ୍. କେ ଡିଏଭି ପବ୍ଲିକ ସ୍କୁଲର ୩୫ତମ ପ୍ରତିଷ୍ଠା ଉତ୍ସବ ସହିତ ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି । ପ୍ରାତଃ ସମୟରେ ବୈଦିକ ରୀତିରେ ଯଜ୍ଞର ଆୟୋଜନ କରାଯାଇଥିଲା । ଏଥିରେ ସମ୍ମାନିତ ଅତିଥି ନାରାୟଣ ପତି ଏବଂ ଶ୍ରୀ ଯୋଶୀଙ୍କ
Read More...

ସାରସମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଷଷ୍ଠ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସାରସମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଷଷ୍ଠ କ୍ଲଷ୍ଟର ସ୍ତରୀୟ ବୈଠକ ପ୍ରଧାନ ଶିକ୍ଷକ ହୋଲିଶ୍ୱର ଧରୁଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବଡବନ୍ଧ କ୍ଲଷ୍ଟରର ସମସ୍ତ ପ୍ରଧାନ ଶିକ୍ଷକ ଏବଂ ଏଫ୍‌ଏଲ୍‌ଏନ୍‌ ଶିକ୍ଷକ ଯୋଗ ଦେଇଥିଲେ ।
Read More...

ମିଳିତ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ

କଣ୍ଟାବାଞ୍ଜି, (ଯୁଗଳ କିଶୋର ଶବର) : ତୁରେକେଲା ବ୍ଲକ ଅନ୍ତର୍ଗତ ତୁରେକେଲା ଓ ମହୁଲବାହିଲି ଆଞ୍ଚଳିକ ସାଧନ କେନ୍ଦ୍ରର ମିଳିତ ଷଷ୍ଠ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ବୁଡିବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଶିକ୍ଷା ଅଧିକାରୀ ଶାନ୍ତନୁ କୁମାର ପଢିହାରୀଙ୍କ
Read More...

ତୁଷୁରା କ୍ଲଷ୍ଟରର ୬ଷ୍ଠ ମାସିକ କ୍ଲଷ୍ଟର ବୈଠକ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ଗୁଡଭେଲା ବ୍ଲକ ଅନ୍ତର୍ଗତ ତୁଷୁରା ଏନ୍‌ଏସି କ୍ଲଷ୍ଟରର ୬ଷ୍ଠ ଏମ୍‌ସିଏମ୍ ସ୍ଥାନୀୟ ସରକାରୀ ବାଳିକା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷକ ଭକ୍ତ ଚରଣ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ
Read More...

ସହର ସେବା ସମିତିର ପ୍ରତିଷ୍ଠା ଦିବସ ଓ ବାର୍ଷିକ ଉତ୍ସବ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସହର ସେବା ସମିତିର ପ୍ରତିଷ୍ଠା ଦିବସ ଓ ବାର୍ଷିକ ଉତ୍ସବ ଭଞ୍ଜ ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ କେନ୍ଦ୍ର ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରୀ ତଥା ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ, ସମ୍ମାନିତ ଅତିଥି ଭାବରେ
Read More...

ହମିରପୁରରେ ସରକାରୀ ହସ୍ପିଟାଲ ଖୋଲିବା ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଦାବିପତ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶାର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗଙ୍କ ରାଉରକେଲା ଗସ୍ତ ଅବସରରେ ହମିରପୁର ଠାରେ ଏକ ଅର୍ବାନ ପ୍ରାଇମେରୀ ସ୍ୱାସ୍ଥ୍ୟକେନ୍ଦ୍ର ଖୋଲିବା ପାଇଁ ହମିରପୁର ଉନ୍ନୟନ ପରିଷଦ ତରଫରୁ ଦାବିପତ୍ର ପ୍ରଦାନ କରାଯାଇଛି । ୨୦ ହଜାର
Read More...

ଭେଙ୍ଗରାଜପୁରରେ ଛପନ ପ୍ରହର ନାମଯଜ୍ଞ ଦର୍ଶନ କଲେ ସାଂସଦ ପ୍ରଦୀପ ପୁରୋହିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଭେଙ୍ଗରାଜପୁର ଗ୍ରାମ ପଞ୍ଚାୟତ ରସମୁଣ୍ତା ମାଁ ଲକ୍ଷ୍ମୀ ରାଇସ ମିଲ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ଅଖଣ୍ତ ଛପନ ପ୍ରହର ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ନାମଯଜ୍ଞକୁ ଆଜି ବରଗଡ ସାଂସଦ ପ୍ରଦୀପ ପୁରୋହିତ ଦର୍ଶନ
Read More...
error: Content is protected !!