ପୁରେନାରେ ସମ୍ବିଧାନ ଦିବସ ପାଳିତ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ପୁରେନା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସରରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ରେଣୁଧର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ପୂର୍ବତନ ଅବସର ପ୍ରାପ୍ତ ଶିକ୍ଷକ ଟିକେଲାଲ୍ ସାହୁ ମୁଖ୍ୟଅତିଥି ଭାବରେ ଯୋଗଦାନ!-->…
Read More...
Read More...