Daily Archives

ଖପ୍ରାଖୋଲ ପୋଲିସ ଦ୍ୱାରା ୫ ଜଣ ଦାଦନ ଶ୍ରମିକ ଉଦ୍ଧାର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ପୋଲିସ ଦ୍ୱାରା ବୁଧବାର ଦିନ ୧୦ଟା ସମୟରେ ୫ ଜଣ ଦାଦନ ଶ୍ରମିକ ଉଦ୍ଧାର ହୋଇଥିବା ଜଣାପଡିଛି । ଉଦ୍ଧାର ଶ୍ରମିକ ମାନେ ଖପ୍ରାଖୋଲ ଥାନା ମହରାପଦର ପଞ୍ଚାୟତ ଅନ୍ତର୍ଗତ ଗୋଲାମୁଣ୍ଡା ଗାଁର ବୋଲି ପୋଲିସ ସୂଚନା ଦେଇଛି । ସୂଚନା ଅନୁସାରେ ବୁଧବାର
Read More...

ଶିବ ଚରଣ ବୋଇତି ସେବା ସମ୍ମାନ ପାଇଲେ କର୍କଟ ରୋଗ ବିଶେଷଜ୍ଞ ଡ଼ଃ. ଘନଶ୍ୟାମ ବିଶ୍ୱାସ

କର୍କଟ ରୋଗ ଉପରେ ବିଶେଷ ଆଲୋଚନା ଚକ୍ର ରାଉରକେଲା, (ସସ୍ମିତା ପ୍ରଧାନ) : ଶ୍ୟାମ ଅନୁ ଦେବକୀ ମେମୋରିଆଲ ଟ୍ରଷ୍ଟ ଆନୁକୂଲ୍ୟରେ ବିଶିଷ୍ଟ ଶ୍ରମିକ ନେତା, ସମାଜସେବୀ ତଥା ଟ୍ରଷ୍ଟର ପ୍ରତିଷ୍ଠାତା ସ୍ୱର୍ଗତ ଶିବ ଚରଣ ବୋଇତିଙ୍କ ଦ୍ଵିତୀୟ ପୂଣ୍ୟ ତିଥି ପାଳନ ସେକ୍ଟର-୧୯ ସ୍ଥିତ ସିଭିକ ସେଣ୍ଟର
Read More...

ସହୀଦ ଭଗତ ସିଂ ମହାବିଦ୍ୟାଳୟରେ ସମ୍ବିଧାନ ଦିବସ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡଦେଉଳି ଠାରେ ଅବସ୍ଥାପିତ ସହୀଦ ଭଗତ ସିଂ ମହାବିଦ୍ୟାଳୟରେ ସମ୍ବିଧାନ ଦିବସ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ମୀନତି ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଭାକାର୍ଯ୍ୟ ଆରମ୍ଭ
Read More...

ବ୍ରହ୍ମପୁର ମହାମାୟୀ ମହିଳା ମହାବିଦ୍ୟାଳୟରେ ସ୍ଵତନ୍ତ୍ର ଭୋଟର ତାଲିକା ଅଭିଯାନ -୨୦୨୫

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ମହାମାୟୀ ମହିଳା ମହାବିଦ୍ୟାଳୟର ସମ୍ମିଳନୀ କକ୍ଷରେ ଏକ ସ୍ୱତନ୍ତ୍ର ଭୋଟର ତାଲିକା ଅଭିଯାନ-୨୦୨୫ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଏକ ସ୍ୱତନ୍ତ୍ର ପଞ୍ଜିକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବ୍ରହ୍ମପୁର ଉପ-ଜିଲ୍ଲାପାଳ ଦୀନା
Read More...

ସୋସିଆଲ ମିଡିଆ ଏବଂ ଓଟିଟି ପ୍ଲାଟଫର୍ମକୁ ନିୟନ୍ତ୍ରଣ କରୁଥିବା ପ୍ରଚଳିତ ଆଇନକୁ ସୁଦୃଢ଼ କରିବା ଓ ସାମାଜିକ ସହମତି…

ପାରମ୍ପରିକ ଗଣମାଧ୍ୟମ ସମ୍ପାଦକୀୟ ସମୀକ୍ଷା ଉତ୍ତରଦାୟିତ୍ୱ ଆଣିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛି, ଯାହା ସୋସିଆଲ ମିଡିଆ ଯୁଗରେ ଦେଖିବାକୁ ମିଳୁନାହିଁ : ଅଶ୍ୱିନୀ ବୈଷ୍ଣବ ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ସୂଚନା ଓ ପ୍ରସାରଣ, ରେଳବାଇ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି
Read More...

ମାତ୍ର ୨ ବର୍ଷରେ ଆଇଇଡବ୍ଲୁ ବିଶ୍ୱ ଶକ୍ତି କ୍ୟାଲେଣ୍ଡରର ପ୍ରମୁଖ ଅଂଶ ପାଲଟିଛି : କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ…

ଆସନ୍ତା ଫେବୃୟାରି ୧୧ରୁ ୧୪ ତାରିଖ ପର୍ଯ୍ୟନ୍ତ ଦ୍ୱାରକାସ୍ଥିତ ଯଶୋଭୂମିରେ ଅନୁଷ୍ଠିତ ହେବ ଆଇଇଡବ୍ଲ୍ୟୁର ପରବର୍ତ୍ତୀ ସଂସ୍କରଣ : ମନ୍ତ୍ରୀ ଶ୍ରୀ ପୁରୀଙ୍କ ଘୋଷଣାଏଫଆଇପିଆଇ ତୈଳ ଓ ଗ୍ୟାସ ପୁରସ୍କାର ୨୦୨୩ ସମାରୋହକୁ ସମ୍ବୋଧିତ କରି ଶ୍ରୀ ପୁରୀ ଭାରତର ଶକ୍ତି କ୍ଷେତ୍ରର ଅଭିବୃଦ୍ଧି ଏବଂ
Read More...

ଓପିସିଡବ୍ଲୁ-ଦ ହେଗ୍‌ ପୁରସ୍କାର ୨୦୨୪ ଜିତିଲା ଭାରତୀୟ ରାସାୟନିକ ପରିଷଦ

ନୂଆଦିଲ୍ଲୀ, (ପିଆଇବି) : ୨୫ ନଭେମ୍ବରରେ ନେଦରଲ୍ୟାଣ୍ଡସ୍‌ର ହେଗ୍ ଠାରେ ଆୟୋଜିତ ଅର୍ଗାନାଇଜେସନ୍ ଫର୍ ପ୍ରୋହିବିଶନ୍ ଅଫ୍ କେମିକାଲ୍ ୱେପନ୍ସ୍ (ଓପିସିଡବ୍ଲ୍ୟୁ)ର ରାଷ୍ଟ୍ର ପକ୍ଷଗୁଡ଼ିକର ସମ୍ମିଳନୀ (ସିଏସପି)ର ୨୯ତମ ଅଧିବେଶନ ଅବସରରେ ଭାରତୀୟ ରାସାୟନିକ ପରିଷଦ (ଆଇସିସି)କୁ ୨୦୨୪
Read More...

ବାରପୁଡିଗିଆ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ଫାଇନାଲରେ ସକମା ଦଳ ବିଜୟୀ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବାରପୁଡୁଗିଆ ସ୍ଥିତ ହାୱା ଗାର୍ଡେନ ଖେଳ ପଡିଆରେ ସିଦ୍ଧାଶ୍ରମ ସେବ ପ୍ରତିଷ୍ଠାନ ଦ୍ୱାରା ଆୟୋଜିତ ବାରପୁଡୁଗିଆ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଫାଇନାଲ ଖେଳରେ ସକମା ଦଳ ୨ - ୧ ଫଟକରାକୁ ହରାଇ ଚମ୍ପିୟାନ
Read More...

ବଙ୍ଗୋମୁଣ୍ଡାରେ ଜାତୀୟ କବାଡି ଖେଳାଳିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ର ଓମ୍‌ ସା ମଧ୍ୟପ୍ରଦେଶର ଭୋପାଳ ଠାରେ ଆୟୋଜିତ ୬୮ତମ ଜାତୀୟ ସ୍କୁଲ ଖେଳ ପ୍ରତିଯୋଗିତାରେ ଓଡ଼ିଶା ଟିମରୁ କବାଡି ଖେଲାଳି ଭାବେ ଅଂଶଗ୍ରହଣ କରିଥିଲେ ।
Read More...

ଗଂଜାମ ଜିଲ୍ଲା ଶିକ୍ଷାଧିକାରୀଙ୍କ କ୍ଷମତା ବହିର୍ଭୁତ କାର୍ଯ୍ୟର ତଦନ୍ତ ହେଉ : ଗଞ୍ଜାମ ଜିଲ୍ଲା ଶିକ୍ଷା ବଞ୍ଚାଅ ଅଭିଯାନ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଗଂଜାମ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଦୁର୍ନୀତିର ଗନ୍ତାଘର ପାଲଟି ଯାଇଛି । ଖୋଦ ଶିକ୍ଷାଧିକାରୀଙ୍କ ସମେତ କାର୍ଯ୍ୟାଳୟର ଅନ୍ୟାନ୍ୟ ପଦାଧିକାରୀ ତଥା କର୍ମଚାରୀ ବୃନ୍ଦ ବିଭିନ୍ନ ଅନୈତିକ, ଅଗଣତନ୍ତ୍ରୀକ ତଥା କ୍ଷମତା ବହିର୍ଭୁତ କାର୍ଯ୍ୟରେ ଲିପ୍ତ
Read More...