Daily Archives

ବିଭିନ୍ନ ରାଜ୍ୟ ପାଇଁ ବିପର୍ଯ୍ୟୟ ପ୍ରଶମନ ଏବଂ ଦକ୍ଷତା ବିକାଶ ପ୍ରକଳ୍ପ ପାଇଁ ୧୧୧୫.୬୭ କୋଟି ଟଙ୍କା ମଞ୍ଜୁର କଲା…

• ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିପର୍ଯ୍ୟୟ ପ୍ରଶମନକ୍ଷମ ଭାରତର ସ୍ୱପ୍ନକୁ ସାକାର କରିବା ପାଇଁ ଗୃହ ମନ୍ତ୍ରଣାଳୟ ଗୃହମନ୍ତ୍ରୀ ଅମିତ ଶାହଙ୍କ ମାର୍ଗଦର୍ଶନରେ ଦେଶରେ ବିପର୍ଯ୍ୟୟର ପ୍ରଭାବଶାଳୀ ପରିଚାଳନା ସୁନିଶ୍ଚିତ କରିବା ପାଇଁ ଅନେକ ପଦକ୍ଷେପ ଗ୍ରହଣ କରିଛି• ୧୦୦୦ କୋଟି ଟଙ୍କାରେ
Read More...

ସମ୍ବିଧାନ ଦିବସ ଓ ସମ୍ବିଧାନର ୭୫ତମ ବାର୍ଷିକୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବିଧାନ ଦିବସ ତଥା ସମ୍ବିଧାନର ୭୫ତମ ବାର୍ଷିକୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି :“ଭାରତୀୟ ସମ୍ବିଧାନର ୭୫ତମ ବାର୍ଷିକୀ ତଥା ସମ୍ବିଧାନ ଦିବସ ଅବସରରେ ସମସ୍ତ ଦେଶବାସୀଙ୍କୁ
Read More...

ସଂସ୍କୃତ ପରିଷଦ ବଲାଙ୍ଗିରର ମାସିକ ଅଧିବେଶନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ନୃସିଂହ ମନ୍ଦିର ସଭାଗୃହରେ ସଂସ୍କୃତ ପରିଷଦ ବଲାଙ୍ଗିର ମାସିକ ଅଧିବେଶନ ସନ୍ଧ୍ୟା ଘ.୫ ସମୟରେ ସ୍ଥାୟୀ ସଭାପତିଙ୍କ ଅନୁପସ୍ଥିତି ଯୋଗୁଁ ଆଇନଜୀବୀ ଜୟରାମ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ସଭାପତିଙ୍କ ନିର୍ଦ୍ଦେଶକ୍ରମେ କୋଷାଧ୍ୟକ୍ଷ
Read More...

ସମ୍ବିଧାନ ପ୍ରଣୟନର ୭୫ ବର୍ଷ ପୂର୍ତ୍ତି ସମାରୋହରେ ରାଷ୍ଟ୍ରପତିଙ୍କ ଅଂଶଗ୍ରହଣ

• ଆମ ସମ୍ବିଧାନ ହେଉଛି ଆମ ଗଣତାନ୍ତ୍ରିକ ସାଧାରଣତନ୍ତ୍ରର ମଜବୁତ ଆଧାର• କାର୍ଯ୍ୟପାଳିକା, ବିଧାନପାଳିକା ଓ ନ୍ୟାୟପାଳିକା ତଥା ସମସ୍ତ ନାଗରିକଙ୍କ ସକ୍ରିୟ ଅଂଶଗ୍ରହଣରୁ ଆମର ସାମ୍ବିଧାନିକ ଆଦର୍ଶକୁ ଶକ୍ତି ମିଳିଥାଏ• ଆମର ପ୍ରତିଷ୍ଠାତା ଦସ୍ତାବିଜ ସମ୍ବିଧାନ ବିଷୟରେ ଯୁବପିଢ଼ିଙ୍କ ମଧ୍ୟରେ
Read More...

ସୀମାନ୍ତରେ ବଡ଼ ଧରଣର ଜୁଆ ଆଡ୍ଡାରେ ପୋଲିସ୍‌ର ଚଢାଉ : ୮୧ଜଣ ଗିରଫ, ୨୯ ଲକ୍ଷରୁ ଅଧିକ ଟଙ୍କା ଜବତ

ନୂଆପଡ଼ା, (କେପିଏନ୍‌ଏସ୍‌) : ଓଡ଼ିଶା ସୀମାନ୍ତ ଅଞ୍ଚଳ ତଥା ନୂଆପଡ଼ା ଜିଲ୍ଲାରେ ଚାଲିଥିବା ଏକ ବଡ ଧରଣର ଜୁଆଆଡ୍ଡା ଉପରେ ପୁଲିସର ନଜର ପଡ଼ିଛି । ବିଳମ୍ବିତ ରାତିରେ ଖରିଆର ରୋଡ୍ ସହର ସ୍ଥିତ ଚାଲମୁଣ୍ଡା ନିକଟରେ ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ କୋରାପୁଟ ଡିଆଇଜିଙ୍କ ନିର୍ଦ୍ଦେଶକ୍ରମେ
Read More...

ପାଇକମାଲ ବ୍ଲକ ଅଞ୍ଚଳରେ ଦାଦନ ଶ୍ରମିକ ଉଦ୍ଧାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ଝାରବନ୍ଧ ଗ୍ରାମ ପଞ୍ଚାୟତ ଅଞ୍ଚଳରେ ୧୨ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି ପାଇକମାଲ ପୋଲିସ । ପ୍ରାପ୍ତ ସୂଚନା ଅନୁଯାୟୀ ପାଇକମାଲ ପୋଲିସ ରାତିରେ ପେଟ୍ରୋଲିଂ କରୁଥିବା ବେଳେ ରାତି ପ୍ରାୟ ୧୨ଟା ୩୦ ମିନିଟ
Read More...

ପାଳିତ ସମ୍ବିଧାନ ଦିବସରେ ଆଇନ ପାଠ ପଢିଲେ ଶ୍ରମିକ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ ସ୍ଥାନୀୟ କଣମଣା ବାତ୍ୟା ଆଶ୍ରୟସ୍ଥଳୀରେ ବିଭିନ୍ନ କଳକାରଖାନାରେ କାର୍ଯ୍ୟରତ ଶତାଧିକ ଶ୍ରମିକଙ୍କ ଉପସ୍ଥିତିରେ ୭୫ତମ ସମ୍ବିଧାନ ଦିବସ ଆଇନଜୀବୀ ଦୀପକ ପଟ୍ଟନାୟକଙ୍କ ପୌରହିତ୍ୟରେ ପାଳିତ ହୋଇଯାଇଛି । ଏଥିରେ ଅତିଥି ଭାବେ ଡେପୁଟି
Read More...

ଶ୍ରମିକ ଓ କୃଷକ ମାରଣନୀତି ପ୍ରତିବାଦରେ ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ମାରଣନୀତି ପ୍ରତିବାଦରେ ସଂଯୁକ୍ତ କୃଷକ ମୋର୍ଚ୍ଚା ଗଞ୍ଜାମ ଜିଲ୍ଲା କମିଟି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ଏବଂ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ
Read More...

ଡିସୌଜା ସ୍କୁଲର ୬୬ତମ ବାର୍ଷିକୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨ ସ୍ଥିତ ଡିସୌଜା ସ୍କୁଲର ୬୬ତମ ବାର୍ଷିକୋତ୍ସବ ପାଳନ କରାଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ଆଲେକଜାଣ୍ଡାର ଡିସୌଜା, ନିର୍ଦ୍ଦେଶିକା ଆନାବୋଲା ଡିସୌଜା, ମହାପ୍ରବନ୍ଧକ ସିଦ୍ଧାର୍ଥ ରଥ, ଅଧ୍ୟକ୍ଷା ଜୟୋତି ଗୁରୁୱରା, ସହ ଅଧ୍ୟକ୍ଷା ଜୟିତା ନାୟକ ପ୍ରମୁଖ
Read More...

ଭଞ୍ଜବିହାରରେ ସମ୍ବିଧାନ ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ସମ୍ବିଧାନର ୭୫ ବର୍ଷ ପୂର୍ତ୍ତି ଅବସରରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ମଙ୍ଗଳବାର ଦିନ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । କୁଳପତି ପ୍ରଫେସର ଗୀତାଞ୍ଜଳି ଦାସଙ୍କ ମୁଖ୍ୟ ପୃଷ୍ଠପୋଷାକତା ଓ ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ ପ୍ରଫେସର
Read More...