Daily Archives

ପଥରଚେପା ପାର୍ବତୀଗିରି ବାଲ ନିକେତନକୁ ସତ୍ୟନାରାୟଣ ସେବା ସ୍ମୃତି ସମ୍ମାନ

ସମାଜ ପାଇଁ ଏକ ଆଦର୍ଶ ଥିଲେ ସ୍ୱର୍ଗତ ସତ୍ୟ ନାରାୟଣ ବେହେରା ବଲାଙ୍ଗିର, (କେପିଏନ୍‌ଏସ୍‌) : ଜଣେ ନିଆରା ବ୍ୟକ୍ତିତ୍ୱ ଥିଲେ ବଲାଙ୍ଗିରର ବରିଷ୍ଠ ସାମ୍ବାଦିକ, ଜିଲ୍ଲା ସାମ୍ବାଦିକ ସଂଘର ପ୍ରତିଷ୍ଠାତା ସଭାପତି, ମଞ୍ଚ ଓ ଚଳଚିତ୍ର ଅଭିନେତା, ସଂସ୍କୃତି ଗବେଷକ ତଥା ସାରସ୍ୱତ ସାଧକ
Read More...

ବିପୁଳ ପରିମାଣର ରୂପା ଇଟା ସହ ନଗଦ ୫ ଲକ୍ଷ ଟଙ୍କା କାର୍‌ ଭିତରୁ ଜବତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଚୋରା ଚାଲାଣ ବେଳେ ବିପୁଳ ପରିମାଣର ରୂପା ଇଟା ସହ ନଗଦ ଟଙ୍କା ଜବତ କଲା ପୋଲିସ । ବ୍ରହ୍ମପୁରରୁ କୋଲକତା ଅଭିମୁଖେ ଯାଉଥିବାବେଳେ ପୋଲିସ ପ୍ରଶାସନ ବାଟରେ ମାଡି ବସିଲା । ବ୍ରହ୍ମପୁର ପୋଲିସ ଘଟଣାର ଖୋଳତାଡ ଆରମ୍ଭ କରିଛି । ସୂଚନାଯୋଗ୍ୟ ଯେ,
Read More...

ମାନବ ସେବା ପ୍ରତିଷ୍ଠାନର ଶ୍ରଦ୍ଧା ଦାସଙ୍କ କୃତିତ୍ୱ

ରାଉରକେଲା, (ସସ୍ମିତା ପ୍ରଧାନ) : ଜଗଦା ସ୍ଥିତ ମାନବ ସେବା ପ୍ରତିଷ୍ଠାନ ରାଉରକେଲା ଆଶ୍ରମର ନବମ ଶ୍ରେଣୀ ଛାତ୍ରୀ ଶ୍ରଦ୍ଧା ଦାସ ଜିଲ୍ଲା ସ୍ତରୀୟ ମହକ ପ୍ରତିଯୋଗିତାରେ ହୋଇଥିବା ବକ୍ତୃତା କାର୍ଯ୍ୟକ୍ରମରେ ପ୍ରଥମ ସ୍ଥାନରେ କୃତିତ୍ୱ ଅର୍ଜନ କରି ରାଜ୍ୟସ୍ତରୀୟ ମହକ କାର୍ଯ୍ୟକ୍ରମ ପାଇଁ
Read More...

ସାହିତ୍ୟ ଅକାଦେମିର ଗୁରୁପ୍ରସାଦ ମହାନ୍ତି ଜନ୍ମ ଶତବାର୍ଷିକୀ ଆଲୋଚନା ଚକ୍ର ଉଦ୍‌ଯାପିତ

କବିସନ୍ଧିରେ ଯୋଗଦେଲେ ଶତ୍ରୁଘ୍ନ ପାଣ୍ଡବ ଭୁବନେଶ୍ୱର : କେନ୍ଦ୍ର ସାହିତ୍ୟ ଅକାଦେମି ପକ୍ଷରୁ ଆୟୋଜିତ ଗୁରୁପ୍ରସାଦ ମହାନ୍ତି ଜନ୍ମ ଶତବାର୍ଷିକୀ ଆଲୋଚନା ଚକ୍ର ଉଦ୍‌ଯାପିତ ହୋଇଯାଇଛି । ସ୍ଥାନୀୟ ବୁଦ୍ଧମନ୍ଦିର ସଭାଗୃହରେ ଆୟୋଜିତ ଏହି ଆଲୋଚନା ଚକ୍ରର ଦ୍ଵିତୀୟ ଦିବସର ପ୍ରଥମ ଅଧିବେଶନରେ
Read More...

ପତିତପାବନ ଏକାଡେମୀର ୬୧ତମ ବାର୍ଷିକ କ୍ରୀଡା ଉତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପତିତପାବନ ଏକାଡେମୀର ୬୧ତମ ବାର୍ଷିକ କ୍ରୀଡା ଉତ୍ସବ ଟାଉନ ବାଳକ ବିଦ୍ୟାଳୟର ଖେଳ ପଡିଆ ଠାରେ ତା. ୨୮/୧୧/୨୦୨୪ ରିଖ, ଗୁରୁବାର ଦିନ ଠାରୁ ୨୯/୧୧/୨୦୨୪ ଶୁକ୍ରବାର ଦୁଇ ଦିନ ଧରି ଅନୁଷ୍ଠିତ ହୋଇଯାଇଛି । ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ
Read More...

୪୮ ଘଣ୍ଟା ମଧ୍ୟରେ ଚାଷୀ ପାଇବେ ଏମ୍.ଏସ୍.ପି ସହାୟତା ରାଶି

ଭୁବନେଶ୍ୱର : ଚଳିତ ଖରିଫ ଋତୁରେ ସମଗ୍ର ରାଜ୍ୟରେ ଧାନକିଣା ପ୍ରକ୍ରିୟାକୁ ବ୍ୟାପକ କରାଯାଇଛି । ପଞ୍ଜୀକୃତ ଚାଷୀ ମଣ୍ଡିରେ ଧାନ ବିକିବାର ୪୮ ଘଣ୍ଟା ମଧ୍ୟରେ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସର୍ବନିମ୍ନ ସହାୟତା ମୂଲ୍ୟ ପାଇପାରୁଛନ୍ତି । ଏଥି ନିମନ୍ତେ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି
Read More...

ଆଇ.ଆର.ଇ.ଏଲ. ପକ୍ଷରୁ ଖଣି ସୁରକ୍ଷା ସପ୍ତାହ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଭାରତୀୟ ବିରଳ ମୂର୍ତ୍ତିକା ପ୍ରତିଷ୍ଠାନ ଆଇ.ଆର.ଇ.ଏଲ.(ଇଣ୍ଡିଆ) ସୌଜନ୍ୟରେ ଖଣି ସୁରକ୍ଷା ସପ୍ତାହ ପାଳିତ ହୋଇଯାଇଛି । ଆଇ.ଆର.ଇ.ଏଲ.(ଇଣ୍ଡିଆ) ଏବଂ ଓସ୍କୋମ୍ ମୁଖ୍ୟ ତଥା ଜେନେରାଲ ମ୍ୟାନେଜର ସି.ଭି.ଆର. ମୂର୍ତ୍ତୀ ଏହି କାର୍ଯ୍ୟକ୍ରମରେ
Read More...

ନୂଆଦିଲ୍ଲୀ ସ୍ଥିତ କୃଷି ଭବନରେ କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ଅଧ୍ୟକ୍ଷତାରେ ମନରେଗା ସମୀକ୍ଷା ବୈଠକ…

• ଯୋଜନାର ଫଳପ୍ରଦତା ବୃଦ୍ଧି ପାଇଁ ଅଭିନବ ଉପାୟ ଏବଂ ସଂସ୍କାରକୁ ପ୍ରୋତ୍ସାହିତ କରିବା ଉପରେ କେନ୍ଦ୍ରମନ୍ତ୍ରୀଙ୍କ ଗୁରୁତ୍ୱାରୋପ• ସମୁଦାୟ ୧୮୭.୫ କୋଟି ମାନବ ଦିବସ ସୃଷ୍ଟି ହୋଇଛି, ଯାହା ୪.୬ କୋଟି ଗ୍ରାମୀଣ ପରିବାରକୁ ରୋଜଗାର ପ୍ରଦାନ କରିଛି• ପ୍ରାୟ ୯୭% ପାଣ୍ଠି ସ୍ଥାନାନ୍ତର ଆଦେଶ
Read More...

ଏଆର୍‌ଓ ସମ୍ବଲପୁର ପକ୍ଷରୁ ଅଗ୍ନିପଥ ଯୋଜନା ଅଧୀନରେ ସେନା ନିଯୁକ୍ତି ଶିବିର

ଭୁବନେଶ୍ୱର, (ପିଆଇବି) : ଆସନ୍ତା ଡିସେମ୍ବର ୬ରୁ ୯ ତାରିଖ ପର୍ଯ୍ୟନ୍ତ ରାଉରକେଲା ସେକ୍ଟର-୬ ସ୍ଥିତ ଇସ୍ପାତ ଷ୍ଟାଡିୟମରେ ସେନା ନିଯୁକ୍ତି ଶିବିର ଅନୁଷ୍ଠିତ ହେବ । ଏଥିରେ ଅନୁଗୁଳ, ବରଗଡ଼, ବଲାଙ୍ଗିର, ଢେଙ୍କାନାଳ, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ସୁବର୍ଣ୍ଣପୁର ଏବଂ
Read More...

କେନ୍ଦ୍ର ସ୍ୱରାଷ୍ଟ୍ର ଓ ସମବାୟ ମନ୍ତ୍ରୀ ଅମିତ ଶାହଙ୍କ ଦ୍ୱାରା ଭୁବନେଶ୍ୱରରେ ୫୯ତମ ପୁଲିସ ଡିଜି/ଆଇଜି ସମ୍ମିଳନୀ…

• ସ୍ୱରାଷ୍ଟ୍ର ମନ୍ତ୍ରୀ କହିଛନ୍ତି, ଦେଶର ପୂର୍ବ ସୀମାରେ ପରିବର୍ତ୍ତନଶୀଳ ସୁରକ୍ଷା ଆହ୍ୱାନ, ପ୍ରବାସ ଧାରା ଏବଂ ସହରୀ ପୁଲିସ ବ୍ୟବସ୍ଥା ଭଳି ବିଷୟ ଉପରେ ଧ୍ୟାନ ଦିଆଯିବା ଉଚିତ• ଶୂନ୍ୟ ସହନଶୀଳତା ନୀତି କାର୍ଯ୍ୟକାରୀ କରିବା ପାଇଁ ଶୂନ୍ୟ ସହନଶୀଳତା ରଣନୀତି ଏବଂ ଶୂନ୍ୟ ସହନଶୀଳତା
Read More...