Monthly Archives

November 2024

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୩୬ତମ ବାର୍ଷିକ କ୍ରୀଡା ମହୋତ୍ସବ ଉଦ୍‌ଯାପିତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୩୬ତମ ବାର୍ଷିକ କ୍ରୀଡ଼ା ମହୋତ୍ସବ ସ୍ଥାନୀୟ ବିଜୁପଟ୍ଟନାୟକ ମିନି ଷ୍ଟାଡିୟମ ଠାରେ ଦୁଇଦିନ ଧରି ଚାଲିବା ପରେ ଉଦ୍‌ଯାପିତ ହୋଇଯାଇଛି । ପ୍ରଥମ ଦିବସର ଉଦଘାଟନୀ
Read More...

ଦେବଙ୍ଗ ୟୁପି ସ୍କୁଲରେ ନବନିଯୁକ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଦେବଙ୍ଗ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ପତ୍ରାପାଲି ଓ ଭୋଇପରା କ୍ଲଷ୍ଟରର ମିଳିତ ଉଦ୍ୟମରେ ନବନିଯୁକ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୨୧ ଜଣ ଶିକ୍ଷକ, ଶିକ୍ଷୟତ୍ରୀଙ୍କ ସ୍ୱାଗତ ସମ୍ବର୍ଦ୍ଧନା
Read More...

ଚାନ୍ଦୋତରାରେ ବେଆଇନ ବାଲି ଚୋରା ଚାଲାଣ ପ୍ରତିବାଦରେ ଉନ୍ଦେର ନଦୀ ଚାଷୀ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ରାସ୍ତାରୋକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଚାନ୍ଦୋତରା ଉନ୍ଦେର ନଦୀରୁ ବେଆଇନ ଭାବରେ ବାଲି ଚୋରା ଚାଲାଣ ପ୍ରତିବାଦରେ ଚାନ୍ଦୋତରା ଉନ୍ଦେର ନଦୀ ଚାଷୀ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଉନ୍ଦେର ନଦୀ ସେତୁ ମଧ୍ୟରେ ରାସ୍ତାରୋକ ଆନ୍ଦୋଳନ କରାଯାଇଛି ।
Read More...

ଦ୍ୱିଦିବସୀୟ ଆଜା ନାଚଲେ କାର୍ଯ୍ୟକ୍ରମ ଆରମ୍ଭ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅନ୍ୟତମ ନୃତ୍ୟ ପ୍ରଶିକ୍ଷଣ କେନ୍ଦ୍ର ରୋଜା ନୃତ୍ୟାନୁଷ୍ଠାନ ପକ୍ଷରୁ ଦ୍ୱିଦିବସୀୟ ଆଜା ନାଚଲେ କାର୍ଯ୍ୟକ୍ରମ ସ୍ଥାନୀୟ ଭଞ୍ଜଭବନ ଅଡିଟୋରିୟମ ଠାରେ ଆରମ୍ଭ ହୋଇଛି । ଅନୁଷ୍ଠାନର ନିର୍ଦ୍ଦେଶକ ଆଲୋକ କୁମାର ଜେନା, ସଭାପତି ବିଜୟ ମୁଖୀ ଓ ସମ୍ପାଦକ
Read More...

୧୧ତମ ବିଶ୍ଵଶାନ୍ତି ରୁଦ୍ର ମହାଯଜ୍ଞ ଆସନ୍ତା ୭ରୁ ୧୦ ତାରିଖ ପର୍ଯ୍ୟନ୍ତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୦ ନେହେରୁପାଲୀ ମିଶ୍ର ଖଟାଲ ସ୍ଥିତ ଶ୍ରୀ ଶ୍ରୀ ରାମେଶ୍ୱର ମହାଦେବ ମନ୍ଦିର କମିଟି ତରଫରୁ ୧୧ତମ ବିଶ୍ଵଶାନ୍ତି ରୁଦ୍ର ମହାଯଜ୍ଞ ଆସନ୍ତା ଡ଼ିସେମ୍ବର ମାସ ୭ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡିଛି । ଏଥିପାଇଁ ଯଜ୍ଞସ୍ଥଳରେ ଶୁଭ
Read More...

ଷଷ୍ଠ ଆନ୍ତଃ ବିଦ୍ୟାଳୟ ଦ୍ୱିଦିବସୀୟ କବାଡି ପ୍ରତିଯୋଗିତା ଆରମ୍ଭ

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରଗତି ଉତ୍କଳ ସଂଘ ଆନୁକୂଲ୍ୟରେ ଷଷ୍ଠ ଆନ୍ତଃ ବିଦ୍ୟାଳୟ ଦ୍ୱିଦିବସୀୟ କବାଡି ପ୍ରତିଯୋଗିତା ସଂଘ ପରିସରରେ ଆରମ୍ଭ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ରାଉରକେଲା ବିଧାୟକ ଶାରଦା ପ୍ରସାଦ ନାୟକ ମୁଖ୍ୟ ଅତିଥି ଓ ବିଶିଷ୍ଟ ଶ୍ରମିକନେତା ବିଷ୍ଣୁ ମହାନ୍ତି
Read More...

ସହଦେବ ମେମୋରିଆଲ ଫୁଟବଲ୍‌ ଉଦ୍‌ଯାପିତ

ଜୟପାଟଣା, (ଶେଷଦେବ ବେହେରା ) : ଜୟପାଟଣା ବ୍ଲକ ଅନ୍ତର୍ଗତ ଚଞ୍ଚରା ପଡା ଖେଳ ପଡିଆ ଠାରେ ମା' ଠାକୁରାଣୀ ଯୁବ ପରିଷଦ ଦ୍ୱାରା ଆୟୋଜିତ ଷଷ୍ଠ ଦିବସୀୟ ସହଦେବ ରାଉତ ସ୍ମୃତି ଅନ୍ତଃ ବ୍ଲକ ଫୁଟବଲ୍‌ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ୧୬ଟି ଦଳ ଅଂଶଗ୍ରହଣ କରିଥିବା
Read More...

ଶ୍ରୀ ସତ୍ୟସାଇ ବାବାଙ୍କ ୯୯ତମ ଜନ୍ମୋତ୍ସବ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ସତ୍ୟ ସାଇ ସେବା ସମିତି ଆନୁକୁଲ୍ୟରେ ଯୁଗାବତାର ଭଗବାନ ସତ୍ୟ ସାଇ ବାବାଙ୍କ ୯୯ତମ ପବିତ୍ର ଜନ୍ମୋତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ସାମୁହିକ ଓଁକାର, ନଗର କୀର୍ତ୍ତନ, ସେବା, ପତାକା ଉତ୍ତୋଳନ, ଷୋଡ଼ଶ ଉପଚାର ପୂଜା, ଭଜନ,
Read More...

ବିଧୁଭୂଷଣ ସାହିତ୍ୟ ସଂସଦ ତୁଷୁରା ଆନୁକୂଲ୍ୟରେ ‘ଆଧୁନିକ ସାହିତ୍ୟରେ କବିବର ରାଧାନାଥ ରାୟଙ୍କ ଅବଦାନ’…

ତୁଷୁରା, (କେପିଏନ୍‌ଏସ୍‌) : ବିଧୁଭୂଷଣ ସାହିତ୍ୟ ସଂସଦ ତୁଷୁରା ଆନୁକୂଲ୍ୟରେ 'ଆଧୁନିକ ସାହିତ୍ୟରେ କବିବର ରାଧାନାଥ ରାୟଙ୍କ ଅବଦାନ' ଶୀର୍ଷକ ଆଲୋଚନା ଚକ୍ର ସ୍ଥାନୀୟ ତୋଷାଳୀ ବିଦ୍ୟା ମନ୍ଦିର ତୁଷୁରା ପରିସରରେ ସଭାପତି ଅଖିଳ ଷଡ଼ଙ୍ଗୀଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ
Read More...

ଶିକ୍ଷୟିତ୍ରୀଙ୍କୁ ଡକ୍ଟରେଟ୍‌ ସମ୍ମାନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଲକ ନିକଟସ୍ଥ ମଣ୍ଡଳ ଗ୍ରାମରେ ଜନ୍ମିତା ତଥା ସେମ୍‌ଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟରେ ହିନ୍ଦୀ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟରତ ପ୍ରିୟଦର୍ଶନୀ ମିଶ୍ରଙ୍କୁ ଇଜିପ୍ଟ ଦେଶର ଆନ୍ତର୍ଜାତୀୟ ମାନବୀୟ ସଙ୍ଗଠନ ଏବଂ ବିଶ୍ୱ ସଂସ୍କୃତି
Read More...