Daily Archives

“ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ”

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ନୂତନ ସମ୍ମିଳନୀ କକ୍ଷରେ ଭିନ୍ନକ୍ଷମ ସେଲ ଆନୁକୂଲ୍ୟରେ ଚଳିତ ବର୍ଷର ଥିମ୍ "ଏକ ଅନ୍ତର୍ଭୁକ୍ତ ଏବଂ ସ୍ଥାୟୀ ଭବିଷ୍ୟତ ପାଇଁ ଭିନ୍ନକ୍ଷମ ନେତୃତ୍ଵକୁ ବୃଦ୍ଧି କରିବା"କୁ ନେଇ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ
Read More...

‘ଏକ୍ ଭାରତ ଶ୍ରେଷ୍ଠ ଭାରତ’ ଲକ୍ଷ୍ୟ ହାସଲ ପାଇଁ ଯୁବା ସଙ୍ଗମ ପଦକ୍ଷେପକୁ ଓଡ଼ିଶା ରାଜ୍ୟପାଳଙ୍କ ପ୍ରଶଂସା

ଭୁବନେଶ୍ୱର, (ପିଆଇବି) : ଯୁବା ସଙ୍ଗମର ପଞ୍ଚମ ପର୍ଯ୍ୟାୟର ଅଂଶ ଭାବରେ ୨୦୨୪ ଡିସେମ୍ବର ୨ ତାରିଖରେ ଓଡ଼ିଶାକୁ ପରିଚୟାତ୍ମକ ଗସ୍ତ (ଏକ୍ସପୋଜର ଭିଜିଟ୍)ରେ ଆସିଥିବା ମହାରାଷ୍ଟ୍ରର ବିଭିନ୍ନ ଉଚ୍ଚ ଶିକ୍ଷା ପ୍ରତିଷ୍ଠାନର ୫୦ ଛାତ୍ର ଛାତ୍ରୀଙ୍କର ଏକ ପ୍ରତିନିଧି ଦଳକୁ ଓଡ଼ିଶାର ସମ୍ମାନନୀୟ
Read More...

ବିଶ୍ୱ ଏଡ଼ସ ଦିବସ ଉପଲକ୍ଷେ ମେଗା ରକ୍ତଦାନ ଶିବିର :୨୪୩ ୟୁନିଟ ରକ୍ତ ସଂଗ୍ରହ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ସ୍ଥିତ ଭାରତୀ ବିଦ୍ୟାପୀଠ ସଭାଗୃହରେ ବିଶ୍ୱ ଏଡ଼ସ ଦିବସ ଉପଲକ୍ଷେ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଯୁବ ଗୋଷ୍ଠୀ ସ୍ୱେଚ୍ଛାସେବୀ ସଂଗଠନ ପକ୍ଷରୁ ଆୟୋଜିତ ରକ୍ତଦାନ ଶିବିରକୁ ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର ଏବଂ
Read More...

ଚଣ୍ଡିଗଡରେ ତିନୋଟି ନୂତନ ଅପରାଧିକ ଆଇନର ସଫଳ ରୂପାୟନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ପ୍ରଧାନମନ୍ତ୍ରୀ ମୋଦୀ

କାର୍ଯ୍ୟକ୍ରମର ବିଷୟବସ୍ତୁ : "ସୁରକ୍ଷିତ ସମାଜ, ବିକଶିତ ଭାରତ - ଦଣ୍ଡରୁ ନ୍ୟାୟ ପର୍ଯ୍ୟନ୍ତ" ନୂଆଦିଲ୍ଲୀ, (ପିଆଇବି) : ଡିସେମ୍ବର ୩, ୨୦୨୪ ମଧ୍ୟାହ୍ନ ୧୨ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଣ୍ଡିଗଡ଼ଠାରେ ତିନୋଟି ଯୁଗାନ୍ତକାରୀ ନୂତନ ଅପରାଧିକ ଆଇନ- ଭାରତୀୟ ନ୍ୟାୟ ସଂହିତା,
Read More...

ପ୍ରଧାନମନ୍ତ୍ରୀ ଦେଖିଲେ ‘ଦ ସାବରମତୀ ରିପୋର୍ଟ’ ଚଳଚ୍ଚିତ୍ର

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏନଡିଏ ସଦସ୍ୟ ମାନଙ୍କ ସହ ସଂସଦରେ ‘ଦ ସାବରମତୀ ରିପୋର୍ଟ’ ଚଳଚ୍ଚିତ୍ର ଦେଖିଛନ୍ତି ।ସେ ଏକ୍ସର ଏକ ପୋଷ୍ଟରେ ଲେଖିଛନ୍ତି :“ଏନଡିଏ ସଦସ୍ୟ ମାନଙ୍କ ସହ ‘ଦ ସାବରମତୀ ରିପୋର୍ଟ’ର ସ୍କ୍ରିନିଂରେ ଯୋଗ ଦେଲି । ଚଳଚ୍ଚିତ୍ର ନିର୍ମାତା
Read More...

ରୋଟାରୀ କ୍ଳବ୍ ଅଫ୍ ରାଉରକେଲା ଭାଇବ୍ରାଣ୍ଟର ସାମାଜିକ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଲବ ଅଫ୍ ରାଉରକେଲା ଭାଇବ୍ରାଣ୍ଟ ତରଫରୁ ସେକ୍ଟର ୨୨ ସ୍ଥିତ ଦିବ୍ୟାଙ୍ଗଙ୍କ ଅନୁଷ୍ଠାନ ଆଶାଠାରେ ଅନ୍ତେବାସୀଙ୍କ ପାଇଁ ଖୁସି ବାଣ୍ଟିବା ସହ ଅନୁଷ୍ଠାନକୁ ଏକ ୱାଟର ପ୍ୟୁରିଫାୟର, ଦୁଇଟି କାନ୍ଥ ଘଣ୍ଟା, ମାଇକ ସେଟ୍ ସହ ବିସ୍କୁଟ, ଚକୋଲେଟ ବଣ୍ଟନ
Read More...

ଦେଶରେ ଭିତ୍ତିଭୂମି ଓ ସାମାଜିକ ବିକାଶକୁ ତ୍ୱରାନ୍ୱିତ କରୁଛି ପ୍ରଗତି ପ୍ଲାଟଫର୍ମ

• ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର ସଦ୍ୟତମ ଅଧ୍ୟୟନରେ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବାରେ ଭାରତର ପ୍ରଗତି ପ୍ଲାଟଫର୍ମକୁ ପ୍ରଶଂସା• ୨୦୫ ବିଲିୟନ ଡଲାର ମୂଲ୍ୟର ୩୪୦ଟି ପ୍ରକଳ୍ପର କାର୍ଯ୍ୟକାରିତାକୁ ତ୍ୱରାନ୍ୱିତ କରିଛି ପ୍ରଗତି• ବିଭିନ୍ନ ପ୍ରକାର ମଞ୍ଜୁରି ପାଇଁ ସମୟ ଅବଧି ହ୍ରାସ କରି
Read More...

ଗାଈବାହାଲ ଧାନ କିଣା ମଣ୍ଡି ଶୁଭାରମ୍ଭ କଲେ ନରସିଂହ

ସବୁ ମଣ୍ଡିରେ ଏଫ୍‌ଏକ୍ୟୁ ଯନ୍ତ୍ର ନିହାତି ଜରୁରୀ - ନରସିଂହଗତ ବର୍ଷ ଧାନକିଣା କମିଶନ ଶୀଘ୍ର ପ୍ରଦାନ କରୁ ସରକାର ବଲାଙ୍ଗିର, (କେପିଏନ୍‌ଏସ୍‌) : ଦେଓଗାଁ ବ୍ଲକ ଅନ୍ତର୍ଗତ ଗାଇବାହାଲ ପଂଚାୟତର ଗାଇବାହାଲ ଠାରେ ସ୍ଥାନୀୟ ସାବିତ୍ରୀ ବାଇ ଫୁଲେ ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ପରିଚାଳିତ
Read More...

ଡିସେମ୍ବର ୩ରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ୩ରୁ ୭ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ । ଡିସେମ୍ବର ୩ ତାରିଖରେ ରାଷ୍ଟ୍ରପତିଙ୍କ ଦ୍ୱାରା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ନୂଆ ପ୍ରତିମୂର୍ତ୍ତି ଅନାବରଣ କରାଯିବ । ଏଥିସହିତ ସେ ଭୁବନେଶ୍ୱରରେ ଆଦିମ ଓୱାର
Read More...

ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ଅନ୍ୟତମ ଅଗ୍ରଣୀ ସାହିତ୍ୟାନୁଷ୍ଠାନ ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର ପାଠାଗାର ପରିସରରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର କାର୍ଯ୍ୟକାରୀ ସଭାପତି ବିକ୍ରମ ଚନ୍ଦ୍ର ଆଚାର୍ଯ୍ୟଙ୍କ ସଭାପତିତ୍ୱ ସାଧାରଣ ସମ୍ପାଦକ ଅଜୟ କୁମାର
Read More...