Daily Archives

ପଟାମରା ଗ୍ରାମର ପ୍ରଭାକର ଗହୀରଙ୍କ ଆକସ୍ମିକ ବିୟୋଗ

୭ଲକ୍ଷରୁ ଅଧିକ ଲୁଟର ଶିକାର ହୋଇଥିଲେ ତାଙ୍କ ପୁଅଝିଅ ଚିକିତ୍ସାରେ ଗୁରୁତର ଅବହେଳା ଅଭିଯୋଗ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ହଳଦୀ ପଞ୍ଚାୟତ ପଟାମରା ଗ୍ରାମର ପ୍ରଭାକର ଗହୀର (୫୭)ଙ୍କ ରାୟପୁରରେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ଦିନ ୧୧ଟା
Read More...

ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକୀ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ପୁରୀଠାରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ଯୋଗ ଦେଇଛନ୍ତି । ଏହି ଅବସରରେ ଉଦବୋଧନ ଦେଇ ରାଷ୍ଟ୍ରପତି କହିଥିଲେ ଯେ, ବର୍ତ୍ତମାନ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାର ସମୟ । ଆର୍ଟିଫିସିଆଲ
Read More...

୪ ଦାଦନ ଶ୍ରମିକ ଉଦ୍ଧାର : ସର୍ଦ୍ଦାର ଗିରଫ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ପୁଲିସ ଜାମସେଠ ଓ ଛିନ୍ଦେଇକେଲା ଅଂଚଳରେ ପେଟ୍ରୋଲିଂ କରୁଥିବାବେଳେ ବେଆଇନ ଭାବରେ ଦାଦନ ଶ୍ରମିକ ମାନଙ୍କୁ ଚାଲାଣ କରାଯାଉଥିବା ଖବର ପାଇ ସେହି ଅଂଚଳରେ ଛାନ୍‌ଭିନ୍‌ କରି ୪ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିବା ସହ ଜଣେ ଦାଦନ
Read More...

ରାଇରଙ୍ଗପୁରରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

ରାଇରଙ୍ଗପୁର, (ଶ୍ୟାମଳେନ୍ଦୁ ପରିଡା) : ପ୍ରତିବର୍ଷ ଡିସେମ୍ବର ୩ ତାରିଖ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଭାରତର କୋଣ ଅନୁକୋଣରେ ମହାଆଡମ୍ବର ସହକାରେ ପାଳିତ ହୋଇଥାଏ । ଏହି ପରିପ୍ରେକ୍ଷୀରେ ରାଇରଙ୍ଗପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ
Read More...

ମା’ ରମାଦେବୀଙ୍କ ୧୨୫ତମ ଜୟନ୍ତୀ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ବେରବୋଇ ସ୍ଥିତ କସ୍ତୁରିବା ଗାନ୍ଧୀ ସେବା କେନ୍ଦ୍ର ପକ୍ଷରୁ ମା' ରମାଦେବୀଙ୍କ ୧୨୫ତମ ଜୟନ୍ତୀ ପାଳିତ ହୋଇଯାଇଛି । ଗାନ୍ଧିତତ୍ତ୍ୱ ପ୍ରଚାରକ ଅନାମ ଚରଣ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭା ମୁଖ୍ୟ ଅତିଥିଭାବେ ଅର୍ଜୁନ ଚରଣ ସାମନ୍ତରାୟ,
Read More...

ପାଠପଢା ସହ ଖେଳର ମହତ୍ୱ ଗୁରୁତ୍ୱପୂର୍ଣ୍ଣ

ମଣ୍ଟେଶ୍ୱରୀ କ୍ରୀଡା ମହୋତ୍ସବ ଉଦ୍‌ଯାପିତ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ମାଲପଡା ସ୍ଥିତ ମଣ୍ଟେଶ୍ୱରୀ ପବ୍ଲିକ ସ୍କୁଲର ୧୧ତମ ବାର୍ଷିକ କ୍ରୀଡା ମହୋତ୍ସବ ପାଳିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ଏକ ମଶାଳ ଶୋଭାଯାତ୍ରା ସ୍କୁଲଠାରୁ ଖେଳ ପଡିଆ ପର୍ଯ୍ୟନ୍ତ ଯାଇଥିଲା ।
Read More...

ଓଡିଆ ଅସ୍ମିତା ଶିବିର ୨୦୨୪ – ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏନ୍‌ଏସ୍‌ଏସ୍‌ ଦଳର ଯୋଗଦାନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ ଭୁବନେଶ୍ୱରଠାରେ ରାଜ୍ୟସ୍ତରୀୟ ଓଡିଆ ଅସ୍ମିତା ଶିବିର - ୨୦୨୪ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଜାତୀୟ ସେବା ଯୋଜନା ବ୍ୟୁରୋ ଅଧିନରେ ଥିବା ବିଭିନ୍ନ ମହାବିଦ୍ୟାଳୟର ଚାରିଜଣ
Read More...

କ୍ୟାନସର ମୁକ୍ତ ସମାଜ ଗଠନ ପାଇଁ ମାଗଣାରେ ଏଚ୍.ପି.ଭି. ଭେକସିନ ଦିଆଯିବାକୁ ମହିଳା ସମିତିର ଦାବି

ବରଗଡ଼, (ନିରୋଜ କୁମାର ପାଣୀ) : କ୍ୟାନସର ଆମ ଦୈନନ୍ଦିନ ଜୀବନର ବ୍ୟାଧି ରୂପେ ଦେଖାଦେଇ ପ୍ରତ୍ୟକ୍ଷ ଅବା ପରୋକ୍ଷ ଭାବରେ ପ୍ରତ୍ୟେକ ପରିବାରକୁ ପ୍ରଭାବିତ କରୁଛି । ମୁଖ୍ୟତଃ ସର୍ଭାଇକାଲ କ୍ୟାନସର ଏକ ସାଧାରଣ ବ୍ୟାଧି ପରି ମହିଳା ମାନଙ୍କ ଠାରେ ଦେଖାଯାଉଛି । ୫୦ରୁ ୫୫ ବର୍ଷ ବୟସର ମହିଳାଙ୍କ
Read More...

ବିଦ୍ୟୁତ ଉପଭୋକ୍ତା ଟିପିଡବ୍ଲୁଓଡିଏଲ୍ ପକ୍ଷରୁ ପୁରସ୍କୃତ

ବଲାଙ୍ଗିର, (ରାଜେଶ ଦଣ୍ଡସେନା) : ସ୍ଥାନୀୟ ପାୱାର ହାଉସ୍ ଗ୍ରୀଡ୍ ଠାରେ ଟିପିଡବ୍ଲୁଓଡିଏଲ୍ ସବଡିଭିଜନ୍ ୨ ଆରଇସି ସେକ୍ସନ୍ ତରଫରୁ ୩ ଜଣ ନିୟମିତ ବିଦ୍ୟୁତ ବିଲ୍ ପଇଠ କରୁଥିବାରୁ ଉପଭୋକ୍ତାଙ୍କୁ ଆଜି ଏକ ସଭାରେ ଉପହାର ଦିଆଯାଇଥିଲା । ପ୍ରଥମ ପୁରସ୍କାର ଜଗବନ୍ଧୁ ଭୁଏ, ଦ୍ଵିତୀୟ ପୁରସ୍କାର
Read More...

ଟିପିଡବ୍ଲୁଓଡିଏଲ୍ ପକ୍ଷରୁ ବିଦ୍ୟୁତ ଉପଭୋକ୍ତାଙ୍କୁ ପୁରସ୍କାର ପ୍ରଦାନ

ବଲାଙ୍ଗିର, (ରାଜେଶ ଦଣ୍ଡସେନା) : ସ୍ଥାନୀୟ ପାୱାର ହାଉସ୍ ଗ୍ରୀଡ୍ ଠାରେ ଟିପିଡବ୍ଲୁଓଡିଏଲ୍ ସବଡିଭିଜନ୍ ୧ ପକ୍ଷରୁ ୩ ଜଣ ବିଦ୍ୟୁତ ଉପଭୋକ୍ତା ନିୟମିତ ବିଦ୍ୟୁତ ବିଲ୍ ପଇଠ କରୁଥିବାରୁ ସେମାନଙ୍କୁ ଆଜି ଏକ ସଭାରେ ଉପହାର ଦିଆଯାଇଥିଲା । ପ୍ରଥମ ପୁରସ୍କାର ସରୋଜିନୀ ମହାପାତ୍ର, ଦ୍ଵିତୀୟ
Read More...