Daily Archives

କଇଁଛଙ୍କ ସୁରକ୍ଷା ନେଇ ସ୍ୱଚ୍ଛତା ଓ ସଚେତନତା କାର୍ଯ୍ୟକ୍ରମ

ଗଂଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବଙ୍ଗୋପସାଗର ବାଲୁକା ଶଯ୍ୟା ବା ବାବାବଟେଶ୍ୱର ବେଳାଭୂମିରେ ଇକୋ ୱାରିୟର ଗଂଜାମ, ବ୍ରହ୍ମପୁର ସବୁଜ ବାହିନୀ ଏବଂ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଭରସା ପକ୍ଷରୁ " ବିଶ୍ୱ ବନ୍ୟପ୍ରାଣୀ ସଂରକ୍ଷଣ ଦିବସ" ଅବସରରେ ସେଠାରେ ସ୍ୱଚ୍ଛତା ଓ ସଚେତନତା
Read More...

ରାଜ୍ୟ ଜିମ୍ନାଷ୍ଟିକ ଚମ୍ପିଆନସିପ୍‌ ପାଇଁ ସୁନ୍ଦରଗଡ଼ ଜିଲ୍ଲା ଦଳର ଯାତ୍ରା

ରାଉରକେଲା, (ସସ୍ମିତା ପ୍ରଧାନ) : ଚଳିତ ମାସ ୬ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ କୋରାପୁଟ ଜିଲ୍ଲାର ଜୟପୁରଠାରେ ହେବାକୁ ଯାଉଛି ରାଜ୍ୟ ଜିମ୍ନାଷ୍ଟିକ ଚମ୍ପିଆନସିପ୍‌ । ଓଡ଼ିଶା ଜିମ୍ନାଷ୍ଟିକ ସଂଘ ପକ୍ଷରୁ ହେବାକୁ ଥିବା ଏହି ପ୍ରତିଯୋଗିତାରେ ପ୍ରଥମ ଥର ପାଇଁ ସୁନ୍ଦରଗଡ଼ ଜିଲ୍ଲା ଦଳ ଭାଗ ନେଉଛି
Read More...

ମାଟିଆଭଟା ଗାଁ ନିକଟରେ ମୋଟର ସାଇକେଲ ଦୁର୍ଘଟଣା : ବାଇକ୍ ଚାଳକ ମୃତ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଅନ୍ତର୍ଗତ ମାଟିଆଭଟା ଗ୍ରାମ ନିକଟରେ ଏକ ମୋଟର ସାଇକେଲ ଦୁର୍ଘଟଣାରେ ବାଇକ୍ ଚାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ ଯୁବକ ଜଣକ ଖପ୍ରାଖୋଲ ଥାନା ମାଟିଆଭଟା ପଞ୍ଚାୟତ ଅନ୍ତର୍ଗତ ଅନକାମରା ଗାଁର ଅଜୁ ତାଣ୍ଡି (୨୦)
Read More...

ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା : ୨ ମୃତ, ୪ ଗୁରୁତର

ନୂଆପଡା, (ଅଜିତ ବେହେରା) : ନୂଆପଡା ସଦର ବ୍ଲକ ଟାନୱାଟ ପଞ୍ଚାୟତ ଲୁକୁପାଲି ଛକ ଠାରେ ବୁଧବାର ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କାରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ମୃତକ ମାନେ ହେଲେ କୋମନା ଥାନା ମିର୍ଦ୍ଧାପାଲି ପଞ୍ଚାୟତ ବାଟିବାହାଲ ଗାଁର
Read More...

ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଜାରି

ବର୍ତ୍ତମାନ ୫ ଜିଲ୍ଲାରେ ଧାନ କିଣା, ପର୍ଯ୍ୟାୟ କ୍ରମେ ଅନ୍ୟ ଜିଲ୍ଲାରେ ଆରମ୍ଭ ହେବ ଧାନ ସଂଗ୍ରହ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଯାରି ରହିଛି । ବର୍ତ୍ତମାନ ବରଗଡ଼, ନୂଆପଡା, ସମ୍ବଲପୁର, କଳାହାଣ୍ଡି ଓ ବଲାଙ୍ଗିର ଜିଲ୍ଲାରେ ଧାନ
Read More...

ପୁରୀଠାରେ ନୌସେନା ଦିବସ ସମାରୋହରେ ରାଷ୍ଟ୍ରପତିଙ୍କ ଅଂଶଗ୍ରହଣ

ଭୁବନେଶ୍ୱର, (ପିଆଇବି) : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଡିସେମ୍ବର ୪, ୨୦୨୪ରେ ପୁରୀ ବେଳାଭୂମିରେ ନୌସେନା ଦିବସ ସମାରୋହରେ ଯୋଗ ଦେବା ସହିତ ଭାରତୀୟ ନୌସେନା ଦ୍ୱାରା ଆୟୋଜିତ ସମରକୌଶଳ ପ୍ରଦର୍ଶନ ଦେଖିଛନ୍ତି । ଏହି ଅବସରରେ ଅଭିଭାଷଣ ପ୍ରଦାନ କରି ରାଷ୍ଟ୍ରପତି ନୌସେନା ଦିବସ
Read More...