Daily Archives

ବରଗଡ଼ ଜିଲ୍ଲା ସୋହେଲା ଗସ୍ତ ସମୟରେ ପଦ୍ମପୁର ଠାରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ ପାଣୀ) : ଧାନ କ୍ଵିଣ୍ଟାଲ ପିଛା ସର୍ବନିମ୍ନ ମୂଲ୍ୟ ଉପରେ ୮୦୦ ସହାୟତା ରାଶି ଲୋକାର୍ପଣ ଉତ୍ସବ କାର୍ଯ୍ୟକ୍ରମ ପାଇଁ ବରଗଡ଼ ଜିଲ୍ଲା ସୋହେଲା ଇଚ୍ଛାପାଲି ଠାରେ ଆୟୋଜିତ ବିଶାଳ ଚାଷୀ ସମାବେଶରେ ଯୋଗଦାନ ଦେବା ନିମନ୍ତେ ବିମାନରେ ଆସି ପଦ୍ମପୁର ମାଟିରେ ପହଞ୍ଚିଥିବା
Read More...

ନବାଗତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସ୍ଵାଗତ

ପ୍ରଶିକ୍ଷଣ ନେଇ ବିଦ୍ୟାଳୟରେ ପ୍ରୟୋଗ କରିବା ହିଁ ପ୍ରକୃତ ଶିକ୍ଷଣ ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଡେଲାଙ୍ଗ ଷ୍ଟେସନ ବଜାର ସ୍ଥିତ ରାଧାକାନ୍ତ ବିଦ୍ୟାପୀଠରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ନିମନ୍ତେ ଚାଲିଥିବା ତିନି ଦିନିଆ ପ୍ରଶିକ୍ଷଣ ଶିବିରରେ ଅତିଥି
Read More...

ଯକ୍ଷ୍ମା ନିରାକରଣ କାର୍ଯ୍ୟକ୍ରମ ଶୁଭାରମ୍ଭ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ୧୦୦ଦିନ ବ୍ୟାପି ଯକ୍ଷ୍ମା ନିରାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ଏବଂ ଲିଙ୍ଗ ଭିତ୍ତିକ ହିଂସା ସଚେତନତା ଅନୁଷ୍ଠିତ ହୋଇଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ୧୦୦ ଦିନଆ ଯକ୍ଷ୍ମା ନିର୍ମୂଳ
Read More...

ଜିଲ୍ଲା ସ୍ତରୀୟ ଧାନ ଇନ୍‌ପୁଟ୍‌ ରାଶି ଶୁଭାରମ୍ଭ କାର୍ଯ୍ୟରେ ଯୋଗଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ବରଗଡ଼ ଜିଲ୍ଲାର ସୋହେଲା ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ବର୍ଣ୍ଣାଢ୍ୟ ଉତ୍ସବରେ କ୍ୱିଣ୍ଟାଲ ପିଛା ଧାନର ସର୍ବନିମ୍ନ ସହାୟତା ମୂଲ୍ୟ ୨୩୦୦ ଟଙ୍କା ଉପରେ ରାଜ୍ୟ ବଜେଟରୁ ୮୦୦ ଟଙ୍କାର ଇନ୍‌ପୁଟ୍‌ ସହାୟତା ରାଶି ସହିତ ଚାଷୀଙ୍କୁ ସମୁଦାୟ ୩୧୦୦ ଟଙ୍କା
Read More...

ନୃସିଂହନାଥ ଠାରେ ସର୍ବ ଭାରତୀୟ ବିଂଝାଲ ସମାଜ ପକ୍ଷରୁ ତ୍ରିୟୋଦଶ ମହାସଭା

ଶିକ୍ଷାକୁ ଦିକ୍ଷା ରୂପେ ଗ୍ରହଣ କରିବାକୁ ନିଷ୍ପତ୍ତି ପଦ୍ମପୁର, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ନୃସିଂହନାଥ ସ୍ଥିତ ମାଁ ବିନ୍ଧ୍ୟବାସିନୀ ଦେବୀ ମନ୍ଦିର ଠାରେ ସର୍ବ ଭାରତୀୟ ସ୍ୱାଲାଖ ବିନ୍ଧ୍ୟଗିରିବାସୀ ବିଂଝାଲ ସମାଜ ପକ୍ଷରୁ ତ୍ରୟୋଦଶ ମହାସଭା ଦୁଇ
Read More...

ପାଇକମାଲ ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ରବିବାର ସନ୍ଧ୍ୟାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ୟାମଲାଲ ପ୍ରଧାନ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ
Read More...

ଏନ୍‌ଆଇଟି ରାଉରକେଲାରେ ୩ ଦିନିଆ ଆନ୍ତର୍ଜାତୀୟ ପଦାର୍ଥ ବିଜ୍ଞାନ ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସ୍ଥିତ ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନର (ଏନ୍ଆଇଟି) ମେଟାଲର୍ଜିକାଲ୍ ଆଣ୍ଡ ମ୍ୟାଟେରିଆଲ୍ ଇଞ୍ଜିନିୟରିଂ ବିଭାଗ ପକ୍ଷରୁ ଇଣ୍ଟରନ୍ୟାସନାଲ କନଫରେନ୍ସ ଅନ୍ ପ୍ରୋସେସିଂ ଆଣ୍ଡ କ୍ୟାରେକ୍ଟରାଇଜେସନ ଅଫ୍ ମ୍ୟାଟେରିଆଲ୍ସର (ଆଇସିପିସିଏମ୍ ୨୦୨୪) ଷଷ୍ଠ
Read More...

ସୁକତେଲ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସଦର ବ୍ଲକ ଅନ୍ତର୍ଗତ ବାନ୍ଧନଘୋର ଗାଁ ପଡିଆରେ ସୁକତେଲ ମହୋତ୍ସବ ପାଇଁ ନେସନାଲ ସାର୍ଭିସ ଫାଉଣ୍ଡେସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଆବାହକ ଚିଙ୍କୁ ପ୍ରଧାନ ସମସ୍ତ ଉପସ୍ଥିତ ସଦସ୍ୟଙ୍କୁ ସ୍ୱାଗତ ଜଣାଇଥିବା ବେଳେ ବିଧୂଭୂଷଣ ସିଂଦେଓ
Read More...

କିଡ଼୍‌ନୀ ରୋଗୀଙ୍କର ଚିକିତ୍ସା ପାଇଁ ବାଟ ଅଗାଳିଛି ସରକାରୀ ଯୋଜନା

କାଶୀପୁର, (ଅଞ୍ଜନ କୁମାର ନାଏକ) : ରାୟଗଡା ଜିଲ୍ଲା କାଶୀପୁର ବ୍ଲକ ଅନ୍ତର୍ଗତ ଟିକିରି ସ୍ଥିତ ଜାମୁଗୁଡା ଗ୍ରାମର ଜଣେ ଯୁବକ ଦୀର୍ଘ ଦିନ ଧରି କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ଜୀବନ ସହିତ ସଂଘର୍ଷ କରୁଛନ୍ତି । ଗୋଟିଏ ପଟେ ଆର୍ଥିକ ସ୍ଥିତି ସ୍ଵଚ୍ଛଳ ନଥିବା ବେଳେ ଅନ୍ୟପଟେ ସରକାରୀ ଯୋଜନା
Read More...

ବଙ୍ଗୋମୁଣ୍ଡାରେ ବ୍ଲକ ଯାଦବ ମହାସଭାର ବୈଠକ : ସାମାଜିକ, ଶିକ୍ଷା, ଆର୍ଥିକ ଓ ରାଜନୈତିକ ହକ ଅଧିକାର ପାଇଁ ଆହ୍ୱାନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗଶର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ଠାରେ ରବିବାର ବଙ୍ଗୋମୁଣ୍ଡା ବ୍ଲକ ଯାଦବ ମହାସଭାର ଏକ ବୈଠକ କାର୍ଯ୍ୟକାରୀ ସଭାପତି ଯୋଗେନ୍ଦ୍ର ବଛାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ପଞ୍ଚାୟତ ସ୍ତରୀୟ ଓ ପରେ ବ୍ଲକସ୍ତରୀୟ କମିଟି
Read More...