Daily Archives

ଏକତ୍ର ରାଉରକେଲାର ଇସ୍ପାତ ନାଟ୍ୟ ମହୋତ୍ସବ ୨୦୨୪

ନବମ ଦିନ ଉତ୍କଳୀ ସାଂସ୍କୃତିକ ଶିଳ୍ପୀର ନାଟକ ହନୁର ଲାଞ୍ଜ ମଞ୍ଚସ୍ଥ ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସରକାରଙ୍କ ପୃଷ୍ଠପୋଷକତାରେ ଏକତ୍ର ରାଉରକେଲାର ଇସ୍ପାତ ନାଟ୍ୟ ମହୋତ୍ସବ ୨୦୨୪ର ନବମ ଦିବସରେ ଉତ୍କଳୀ ସାଂସ୍କୃତିକ ଶିଳ୍ପୀର
Read More...

ଓଡିଶା କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ସଂଘର ଦୁଇ ଦିନିଆ ରାଜ୍ୟ ସମ୍ମିଳନୀ ଉଦ୍‌ଯାପିତ

ସଂଘର ଅଧ୍ୟକ୍ଷ ହେଲେ ପ୍ରତିଷ୍ଠାତା ସଭାପତି ରବି ରଥ, ସଂଘର ନ୍ୟାର୍ଯ୍ୟ ଦାବି ହାସଲ ପାଇଁ ରାଜ ରାଜରାସ୍ତାକୁ ଓହ୍ଲାଇବ ସଂଘ ବାଲେଶ୍ୱର, (କେପିଏନ୍‌ଏସ୍‌) : ଓଡିଶାରୁ ପ୍ରକାଶ ପାଉଥିବା କ୍ଷୁଦ୍ର ଓ ମଧ୍ୟମ ସମ୍ୱାଦପତ୍ରର ସମ୍ପାଦକ, ପ୍ରକାଶକ, ସ୍ୱତ୍ତାଧିକାରୀ ମାନଙ୍କୁ ନେଇ ବାଲେଶ୍ୱର
Read More...

ଚତୁର୍ଥ ପଦ୍ମପୁର ଲୋକ ମହୋତ୍ସବର ବାଣିଜ୍ୟ ମେଳା ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଟାଉନ କ୍ଲବ ଆନୁକୂଲ୍ୟରେ ଆୟୋଜିତ ଚତୁର୍ଥ ପଦ୍ମପୁର ଲୋକ ମହୋତ୍ସବ ଆସନ୍ତା ୧୮ ତାରିଖରୁ ସାଂସ୍କୃତିକ ପର୍ବ ଆରମ୍ଭ ହେବାକୁ ଯାଉଥିବା ବେଳେ ଆଜି ସ୍ଥାନୀୟ ଅଶୋକ ଖେଳପଡ଼ିଆ ଠାରେ ବାଣିଜ୍ୟ ମେଳା ଉଦ୍‌ଘାଟିତ ହୋଇଯାଇଛି । ଏହି ବାଣିଜ୍ୟ ମେଳାରେ
Read More...

ଦେଶରେ ମହିଳା ଶ୍ରମ ଶକ୍ତି ଅଂଶଗ୍ରହଣ ହାର ବଢ଼ୁଛି

ଗ୍ରାମାଞ୍ଚଳରେ ୬୯% ଏବଂ ସହରାଞ୍ଚଳରେ ୨୫% ବୃଦ୍ଧିମହିଳାଙ୍କ ଆର୍ଥିକ ସଶକ୍ତିକରଣ ଓ ଅନ୍ତର୍ଭୁକ୍ତିକରଣ ପାଇଁ ଏଲ୍‌ଏଫ୍‌ପିଆର୍‌ ଗୁରୁତ୍ୱପୂର୍ଣ୍ଣ ଭୁବନେଶ୍ୱର, (ପିଆଇବି) : ଦେଶରେ ମହିଳା ଶ୍ରମ ଶକ୍ତି ଅଂଶଗ୍ରହଣ ହାର (ଏଲ୍‌ଏଫ୍‌ପିଆର୍‌) ବୃଦ୍ଧି ପାଉଛି । ବିଶେଷ କରି ୨୦୧୭-୧୮ରୁ
Read More...

ଏକାଠି ହେଲେ ହିନ୍ଦୁ ସମାଜ : ବାଙ୍ଗଳାଦେଶ ବିରୁଦ୍ଧରେ ଉଠିଲା ସ୍ୱର

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡ଼ା ଜିଲ୍ଲା ହିନ୍ଦୁ ସମାଜ ପକ୍ଷରୁ ରେଳ ଷ୍ଟେସନ ଠାରୁ ଜିଲ୍ଲାପାଳ ଅଫିସ ପର୍ଯ୍ୟନ୍ତ ପଦଯାତ୍ରା । ଏକାଠି ହେଲେ ହିନ୍ଦୁ ସମୂହ । ବାଙ୍ଗଳାଦେଶରେ ହେଉଥିବା ହିନ୍ଦୁଙ୍କ ଉପରେ ଅତ୍ୟାଚାର ବିରୋଧରେ ହିନ୍ଦୁ ସମୂହ ସ୍ୱର ଉତ୍ତୋଳନ କରିଛି ।
Read More...

ପର୍ବତାରୋହୀ ତଥା ପ୍ରକୃତି ପ୍ରେମୀଙ୍କ ପ୍ରକୃତି ଯାତ୍ରା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସ୍ଥିତ ନୃସିଂହନାଥ ମନ୍ଦିର ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର । ମନ୍ଦିରର ମୁକୁଟ ସଦୃଶ ଗନ୍ଧମାର୍ଦ୍ଦନ ପର୍ବତ ଅସରନ୍ତି ଶୋଭାର ଗନ୍ତାଘର । ସେହି ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବା ନିମିତ୍ତ ଅନେକ ସମୟରେ ପର୍ବତାରୋହୀ
Read More...

ହ୍ୟୁମାନିଟି ଫାଉଣ୍ଡେସନର ବାର୍ଷିକୋତ୍ସବ ଆସନ୍ତା ୧୪ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ସାମାଜିକ ଅନୁଷ୍ଠାନ ହ୍ୟୁମାନିଟି ଫାଉଣ୍ଡେସନର ଦ୍ୱିତୀୟ ବର୍ଷ ପୂର୍ତ୍ତି ଉପଲକ୍ଷେ ପ୍ରଥମ ବାର୍ଷିକୋତ୍ସବ ଆସନ୍ତା ୧୪ ତାରିଖ ଦିନ ସନ୍ଧ୍ୟା ୪ଟାରେ ଭଞ୍ଜ ଭବନ ପ୍ରେକ୍ଷାଳୟରେ ଅନୁଷ୍ଠିତ ହେବ ବୋଲି ରାଉରକେଲା କ୍ଲବ ଠାରେ ଆୟୋଜିତ ସାମ୍ବାଦିକ
Read More...

ବିଭିନ୍ନ ବିଦ୍ୟାଳୟରେ ଗଜ ଉତ୍ସବ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ବନ ବିଭାଗ, ଭାରତୀୟ ବନ୍ୟପ୍ରାଣୀ ଟ୍ରଷ୍ଟ ଓ ଆର୍ଥ କ୍ରୁସେଡର ସଂଗଠନର ମିଳିତ ଆନୁକୂଲ୍ୟରେ ଗଜ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ବନରକ୍ଷୀ ଅଲିଅଳ ବେହେରାଙ୍କ ପରିଚାଳନାରେ ସେକ୍ଟର ୬ ସ୍ଥିତ ସରକାରୀ ଉତ୍କୃଷ୍ଟ ଉଚ୍ଚ ବିଦ୍ୟାଳୟ ଓ ସେକ୍ଟର
Read More...

ଶିକ୍ଷକ ଚକ୍ରଧର ନାୟକଙ୍କୁ ବିଦାୟ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଧନ୍ଦାମୂଳକ ପ୍ରଶିକ୍ଷକ ଚକ୍ରଧର ନାୟକ ତାଙ୍କ ଚାକିରିରୁ ଅବ୍ୟାହତି ନେଇଛନ୍ତି । ଏହି ଅବସରରେ ବିଦ୍ୟାଳୟ ପରିସରରେ ତାଙ୍କ ଉଦ୍ଦେଶ୍ୟରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ
Read More...

ଶିଶୁ ଅଧିକାର ଶିଶୁ ସୁରକ୍ଷା ପାଇଁ ବ୍ଲକ ସ୍ତରୀୟ ସଚେତନତା ଶିବିର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଶିଶୁ ଅଧିକାର, ଶିଶୁ ସୁରକ୍ଷା, ପୋଷ୍ୟ ସନ୍ତାନ ଗ୍ରହଣ, ପ୍ରତିପାଳନ ଶିଶୁର ଯତ୍ନ ଉପରେ ଆଧାରିତ ଏକ ସଚେତନତା କାର୍ଯ୍ୟକ୍ରମ ଖପ୍ରାଖୋଲ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିବେକାନନ୍ଦ ଷଡ଼ଙ୍ଗୀଙ୍କ
Read More...