Daily Archives

ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ବ୍ଲକ୍‌ସ୍ତରୀୟ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍‌ସ୍ତରୀୟ ଭିନ୍ନକ୍ଷମ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ସମ୍ବଳ ଶିକ୍ଷକ ମନୋଜ କୁମାର ସାହୁଙ୍କ ସଭାପତିତ୍ୱରେ
Read More...

ପତିତପାବନ ଏକାଡେମୀର ହୀରକ ଜୟନ୍ତୀ ଅବସରରେ ଯୋଗାସନ ପ୍ରତିଯୋଗିତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଆସନ୍ତା ଡିସେମ୍ବର ୨୧ ଓ ୨୨ ତାରିଖ ୨ ଦିନ ଧରି ହେବାକୁ ଯାଉଥିବା ପତିତପାବନ ଏକାଡେମୀର ହୀରକ ଜୟନ୍ତୀ ଅବସରରେ ଆଜି ବିଭିନ୍ନ୍ ସ୍କୁଲର ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ଯୋଗାସନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ପି.ପି ଏକାଡେମୀର ପ୍ରଧାନ
Read More...

ଦେବଙ୍ଗ ଗ୍ରାମର ୩୬ତମ ମାଣବସା ଲକ୍ଷ୍ମୀପୂଜା ପାଇଁ ମହିଳାଙ୍କ ଦ୍ୱାରା ଭବ୍ୟ କଳସ ଶୋଭାଯାତ୍ରା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ପତ୍ରାପାଲି (କ) ପଞ୍ଚାୟତ ଦେବଙ୍ଗ ଗ୍ରାମ ପକ୍ଷରୁ ଅନୁଷ୍ଠିତ ହେବାକୁ ଥିବା ୩୬ତମ ମାଣବସା ଲକ୍ଷ୍ମୀପୁଜାର ଶୁଭାରମ୍ଭ ହୋଇଯାଇଛି । ଆଜି ସନ୍ଧ୍ୟା ୫ଟାରେ ଗ୍ରାମର ଶତାଧିକ ମହିଳାମାନଙ୍କ ଦ୍ଵାରା ଗ୍ରାମର ପୋଖରୀରୁ
Read More...

ଅମର ଜ୍ୟୋତି କଲେଜରେ ଯୋଗ ଶିବିର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସଦର ବ୍ଲକ ଅନ୍ତର୍ଗତ କୁଟୁମଡୋଲା ସ୍ଥିତ ଅମର ଜ୍ୟୋତି ମହାବିଦ୍ୟାଳୟରେ ଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ସଂଜୟ କୁମାର ସିଂ ଏହି ଯୋଗ ଶିବିରକୁ ଉଦ୍‌ଘାଟିତ କରିଥିବା ବେଳେ ସମ୍ମାନିତ ଅତିଥି ସଂସ୍କୃତ ଅଧ୍ୟାପକ ସୁରେଶ ଚନ୍ଦ୍ର
Read More...

ଆଦାନୀ ଫାଉଣ୍ଡେସନ ପକ୍ଷରୁ ଆର୍ଯ୍ୟପଲ୍ଲୀ ଉଚ୍ଚ ବିଦ୍ୟାଳୟରେ ସ୍କୁଲ ବ୍ୟାଗ ବଣ୍ଟନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଆଦାନୀ ଫାଉଣ୍ଡେସନ ପକ୍ଷରୁ ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ପଞ୍ଚାୟତ ସ୍ଥିତ ଆର୍ଯ୍ୟପଲ୍ଲୀ ଉଚ୍ଚ ବିଦ୍ୟାଳୟରେ ମଙ୍ଗଳବାର ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାିଛି । ଏହି ଅବସରରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀମାନଙ୍କୁ ସ୍କୁଲ
Read More...

ପ୍ରସନ୍ନ ରଥଙ୍କ ପରଲୋକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଆଦର୍ଶପଡା ସ୍ଥିତ ସ୍ଥାୟୀ ବାସିନ୍ଦା ପ୍ରସନ୍ନ କୁମାର ରଥଙ୍କ ନିଜ ବାସଭବନରେ ୬୮ ବର୍ଷ ବୟସରେ ପରଲୋକ ହୋଇଯାଇଛି । ସ୍ଥାନୀୟ ହାଟପଡା ସ୍ଥିତ ଶ୍ମଶାନରେ ଗତ ୧୦.୧୨.୨୦୨୪ରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଯାଇଛି । ସେ ଦୀର୍ଘ ଦିନ ହେଲା ରୋଗରେ
Read More...

ଶେରଗଡ ଟାଉନ ବାଲି ସାହି ପ୍ରାଥମିକ ବିଦ୍ୟାଳୟ ନିକଟରୁ ବିଦେଶୀ ମଦ ଦୋକନ ଉଚ୍ଛେଦ ପାଇଁ ଗଞ୍ଜାମ ଜିଲ୍ଲାପାଳଙ୍କ ଠାରେ…

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଶେରଗଡ ଟାଉନ ବାଲି ସାହି ପ୍ରାଥମିକ ବିଦ୍ୟାଳୟ ନିକଟରେ ରହିଥିବା ଏକ ବିଦେଶୀ ମଦ ଦୋକାନକୁ ଉଚ୍ଛେଦ କରିବା ପାଇଁ ସ୍ଥାନୀୟ ଆଇନଜୀବୀ ରଜନୀକାନ୍ତ ପାଢୀ ଦାବୀ କରିଛନ୍ତି । ଆଇନଜୀବୀ ଶ୍ରୀ ପାଢୀ ଏନେଇ ବୁଧବାର ଗଞ୍ଜାମ
Read More...

ଏକତ୍ର ରାଉରକେଲାର ଇସ୍ପାତ ନାଟ୍ୟ ମହୋତ୍ସବ ୨୦୨୪

ଦଶମ ଦିନ ମହୁମାଛିର ଆବିଷ୍କାର ବିଭ୍ରାଟ ଓ ତିତିଲି ଫାଉଣ୍ଡେସନର ଡବା ନାଟକ ମଞ୍ଚସ୍ଥ ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସରକାରଙ୍କ ପୃଷ୍ଠପୋଷକତାରେ ଏକତ୍ର ରାଉରକେଲାର ଇସ୍ପାତ ନାଟ୍ୟ ମହୋତ୍ସବ ୨୦୨୪ର ଦଶମ ଦିବସରେ ପ୍ରଥମ ନାଟକ
Read More...

ଜାନୁଆରୀ ୨୦ରୁ ଲୋକ ଉତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦ୍ଵାବିଂଶତମ ବଲାଙ୍ଗିର ଲୋକ ଉତ୍ସବ ପାଇଁ ଆଜି ପ୍ରସ୍ତୁତି ବୈଠକ ସଦର ମହକୁମା ସ୍ଥିତ ସଂସ୍କୃତି ଭବନର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏଥର ଜାନୁଆରୀ ୨୦ରୁ ୨୨ ଯାଏଁ ମହୋତ୍ସବ ଅନୁଷ୍ଠିତ ହେବ । ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାରଙ୍କ ଅଧ୍ୟକ୍ଷତାରେ
Read More...

ବାଇକ ଓ ବୋଲେରୋ ମୁହାଁମୁହିଁ : ୩ ଗୁରୁତର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ପାଟଣାଗଡ଼ ଥାନା ଅନ୍ତର୍ଗତ ବନକାବିଅର ଛକ ନିକଟରେ ଏକ ବାଇକ ଓ ବୋଲେରୋ ମୁହାଁମୁହିଁ ଧକ୍କାରେ ବାଇରେ ଥିବା ୩ ଜଣ ଆରୋହୀ ଗୁରୁତର ହୋଇଥିବା ଜଣାପଡିଛି । ଘଟଣାସ୍ଥଳରୁ ବୋଲେରୋ ଡ୍ରାଇଭର ଫେରାର ମାରିଥିବା ବେଳେ ଦୁର୍ଘଟଣାରେ ଗୁରୁତର ହୋଇଥିବା ତିନି ଜଣଙ୍କୁ
Read More...