tur
Daily Archives

ଆଗଲପୁର ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଡିସେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ଆଗଲପୁର ବ୍ଲକ ମୁଖ୍ୟାଳୟରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣିରେ
Read More...

ଫସଲର ବିବିଧକରଣ କାର୍ଯ୍ୟକ୍ରମରେ ଖାଦ୍ୟପଦାର୍ଥକୁ ନେଇ ପ୍ରତିଯୋଗିତା

ଆଗଲପୁର, (କେପିଏନ୍‌ଏସ୍‌) : ଆଗଲପୁର ବ୍ଲକ ମହଖଣ୍ଡ ଗ୍ରାମରେ କୃଷି ଓ କୃଷକ ସଶକ୍ତକରଣ ଓଡିଶା ସରକାରଙ୍କ ତରଫରୁ ଏବଂ ତ୍ରିରଙ୍ଗା ଯୁବକ ସଂଘ ଦ୍ୱାରା ଡାଲି ଜାତୀୟ ଓ ପନିପରିବାକୁ ନେଇ ଖାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗ୍ରାମର ୫ଟି ସ୍ୱଂୟ ସହାୟକ ଦଳ ଅଂଶଗ୍ରହଣ କରିଥିଲେ
Read More...

ପୋଷ୍ୟ ସନ୍ତାନ ଗ୍ରହଣ ଓ ପ୍ରତିପାଳନ ଶିଶୁ ଯତ୍ନ ଆଧାରିତ ସଚେତନତା

ତୁରେକେଲା, (କେପିଏନ୍‌ଏସ୍‌) : ତୁରେକେଲା ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖଠାରେ ପୋଷ୍ୟ ସନ୍ତାନ ଗ୍ରହଣ, ପ୍ରତିପାଳନ ଶିଶୁ ଯତ୍ନ ଆଧାରିତ ସଚେତନତା ତୁରେକେଲା ଗୋଷ୍ଠୀ ଉନ୍ନୟନ ଅଧିକାରୀ ପୂର୍ଣାନନ୍ଦ ପଟେଲଙ୍କ ଅଧ୍ୟକ୍ଷତାରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ
Read More...

ସାଇଭେଲି ୱାର୍ଲ୍ଡ ସ୍କୁଲର ୧୪ତମ ବାର୍ଷିକୋତ୍ସବ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଜମୁନାନାକି ସ୍ଥିତ ସାଇଭେଲି ୱାର୍ଲ୍ଡ ସ୍କୁଲର ୧୪ତମ ବାର୍ଷିକୋତ୍ସବ ସ୍କୁଲ୍ ପରିସରରେ ପାଳିତ ହୋଇଯାଇଛି । ସ୍କୁଲର ଅଧ୍ୟକ୍ଷା ମମତା ନାୟକ ଓ ନିର୍ଦ୍ଦେଶକ ଗଣେଶ୍ୱର ପଟ୍ଟନାୟକଙ୍କ ଆବାହକତ୍ଵରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିପିୟୁଟିର କୂଳପତି ପ୍ରଫେସର
Read More...

ପଦ୍ମପୁର ଅଞ୍ଚଳ ମହା ବିଦ୍ୟାଳୟରେ ଭାରତୀୟ ଭାଷା ଦିବସ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହା ବିଦ୍ୟାଳୟର ସମ୍ମେଳନ ପ୍ରକୋଷ୍ଠଠାରେ ମହା ବିଦ୍ୟାଳୟର ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ୱରେ ଭାଷା ଦିବସ ପାଳିତ ହୋଇଯାଇଛି । ଶ୍ରୀ ପଣ୍ଡା ଦିବସର ଉଦ୍ଦେଶ୍ୟ ଜ୍ଞାପନ କରିବା ସଙ୍ଗେ ସଙ୍ଗେ ଏହାର ମହତ୍ତ୍ଵ କହିଥିଲେ । ଡଃ.
Read More...

୧୪ରୁ ଗନ୍ଧମାର୍ଦ୍ଦନ ପର୍ବତମାଳାରେ ଦୁର୍ଗେଇ ଖୋଲ ପୂଜା : ପାହାଚ ଓ ବିଦ୍ୟୁତ ସଂଯୋଗ ଦାବୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗନ୍ଧମାର୍ଦ୍ଦନ ପର୍ବତମାଳାରେ ବିଜେ ପ୍ରତ୍ୟକ୍ଷ ଠାକୁରାଣୀ ଦୁର୍ଗେଇ ଦେବୀଙ୍କ ମହା ଆଡମ୍ବରରେ ପୂଜାର୍ଚ୍ଚନା ହେବ । ୧୪ ପ୍ରାତଃରୁ ପୂଜାରମ୍ଭ କରାଯାଇ ମଧ୍ୟରାତ୍ରୀରେ ମାନସିକ ବଳିପୂଜା ହେବ ବୋଲି ପରିଚାଳନା କମିଟି ସଭାପତି ମଧୁସୂଦନ ପାଣ୍ଡେ ସୂଚନା
Read More...

ବଲାଙ୍ଗିର ଲୋକ ଉତ୍ସବ ସାଂସ୍କୃତିକ ବିଭାଗକୁ ୨୦ ଲକ୍ଷ ଟଙ୍କା ବୃଦ୍ଧି କରିବାକୁ ଦାବି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଦେବାଳୟ ଓ ଐତିହ୍ୟ ସୁରକ୍ଷା କମିଟି ତରଫରୁ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଏବଂ ଓଡିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ବିଭାଗ ଲୋକ ମହୋତ୍ସବ ପାଇଁ ଅଧିକ ୨୦ ଲକ୍ଷ ଅର୍ଥ ମଞ୍ଜୁର ପାଇଁ ଦାବି ହୋଇଛି । ଦେବାଳୟ ସୁରକ୍ଷା କମିଟି ଏଡିଏମ୍‌ଓ
Read More...

ବିଦବତ୍ତା, ନମ୍ରତା ଏବଂ ବିଶ୍ୱସନୀୟତା ବିଷ୍ଣୁକାନ୍ତ ଶାସ୍ତ୍ରୀଙ୍କୁ ଲୋକପ୍ରିୟ କରାଇଛି : ଧର୍ମେନ୍ଦ୍ର ପ୍ରଧାନ

ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ବିଷ୍ଣୁକାନ୍ତ ଶାସ୍ତ୍ରୀ ରଚନା-ସଂଗ୍ରହ ଲୋକାର୍ପିତ ନୂଆଦିଲ୍ଲୀ : ଦିଲ୍ଲୀର ପ୍ରଧାନମନ୍ତ୍ରୀଙ୍କ ସଂଗ୍ରହାଳୟରେ ସାହିତ୍ୟ ଏକାଡେମୀ ଦ୍ୱାରା ପ୍ରକାଶିତ ବିଷ୍ଣୁକାନ୍ତ ଶାସ୍ତ୍ରୀ ରଚନା ସଞ୍ଚୟନର ଲୋକାର୍ପଣ ଉତ୍ସବ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର
Read More...

ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଶ୍ଵ ମାନବାଧିକାର ଦିବସ କାର୍ଯ୍ୟକ୍ରମ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ଡୁଙ୍ଗୁରିପାଲି ମହାବିଦ୍ୟାଳୟର ଆଇକ୍ୟୁଏସି ଓ ରାଜନିତୀ ବିଜ୍ଞାନ ବିଭାଗ ଆନୁକୂଲ୍ୟରେ ଯୁକ୍ତ ତିନି ଛାତ୍ରଛାତ୍ରୀମାନଙ୍କୁ ନେଇ "ବିଶ୍ଵ ମାନବାଧିକାର ଦିବସ" ଉପଲକ୍ଷେ ଏକ କାର୍ଯ୍ୟକ୍ରମ ଭାରପ୍ରାପ୍ତ ଅଧ୍ୟକ୍ଷ ତଥା ସଂଯୋଜକ ଆଇକ୍ୟୁଏସି, ପ୍ରାଧ୍ୟାପକ
Read More...

ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ପାଇଁ ସରକାରଙ୍କ ଉଦ୍ୟମ : ଗଠନ ହେବ ଟାସ୍କ ଫୋର୍ସ

ଭୁବନେଶ୍ୱର : ଆସିକା ଚିନି କଳର ପୁନରୁଦ୍ଧାର ଓ ଆଧୁନିକୀକରଣ ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି । ଏଥିପାଇଁ ଏକ ଟାସ୍କ ଫୋର୍ସ ଗଠନ କରାଯିବ । ଏହି ଟାସ୍କ ଫୋର୍ସରେ କୃଷି, ଅର୍ଥ, ସମବାୟ, ଅବକାରୀ ତଥା ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ମାନେ ସଦସ୍ୟ ଭାବେ ରହିବେ । ଆସିକା
Read More...