Daily Archives

ଖଇରପାଲି ଗ୍ରାମରେ ୧୮ତମ ମହାଲକ୍ଷ୍ମୀ ପୂଜା : କଳସ ଯାତ୍ରାରେ ଶତାଧିକ ମହିଳାଙ୍କ ଯୋଗଦାନ

ବରଗଡ, (କେପିଏନ୍‌ଏସ୍‌) : ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ ଅଧୀନ ଖଇରପାଲି ଗ୍ରାମରେ ମାଁ ମହାଲକ୍ଷ୍ମୀଙ୍କ ୧୮ତମ ପୂଜନୋତ୍ସବ ମହା ଆଡମ୍ବର ସହିତ ପାଳନ ହୋଇଯାଇଛି । ଗ୍ରାମର ଶତାଧିକ ମହିଳା ହରିଦ୍ରା ବର୍ଣ୍ଣର ବସ୍ତ୍ର ଧାରଣ କରି କଳସ ଯାତ୍ରାରେ ଯୋଗଦାନ କରିଥିଲେ । କର୍ତ୍ତା ଭାବରେ ସନ୍ତୋଷ
Read More...

ଜିଲ୍ଲାସ୍ତରୀୟ ଜୁନିଅର ରେଡ଼କ୍ରସ ଶିକ୍ଷା ଓ ତାଲିମ ଶିବିର ଉଦ୍‌ଯାପିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଜୁନିଅର ରେଡ୍‌କ୍ରସର ୧୮ତମ ତ୍ରିଦିବସୀୟ ଶିକ୍ଷା ଓ ତାଲିମ ଶିବିର ଡୁଙ୍ଗୁରିପାଲି ବ୍ଳକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା ଠାରେ ଉଦ୍‌ଯାପିତ ହୋଇ ଯାଇଛି । ପ୍ରଥମ ଦିବସରେ ଜିଲ୍ଲା ଶିକ୍ଷା ଅଧିକାରୀ ତଥା
Read More...

ବଲାଙ୍ଗିର ଗାନ୍ଧୀ ଷ୍ଟାଡିୟମରେ ହେବ ଜିଲ୍ଲା ସ୍ତରୀୟ ଜୁନିଅର କବାଡି ଓ ସିନିୟର ଭଲିବଲ ଖେଳାଳି ଚୟନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଗାମୀ ଦିନକୁ ହେବାକୁ ଥିବା ୫୦ତମ ଜାତୀୟ କବାଡି ପ୍ରତିଯୋଗିତାରେ ଭାଗ ନେବା ପାଇଁ ଆଗ୍ରହୀ ବଲାଙ୍ଗିର ଜିଲ୍ଲା ବାଳକ ଓ ବାଳିକା ପ୍ରତିଯୋଗୀମାନେ ରାଜ୍ୟ ସ୍ତରୀୟ ଚୟନ ଶିବିରକୁ ଉନ୍ନିତ ହେବାକୁ ହେଲେ ସେମାନଙ୍କୁ ପ୍ରଥମେ ଜିଲ୍ଲା ସ୍ତରୀୟ ଚୟନ ଶିବିରରେ
Read More...

ମଦନପୁର ଠାରେ ୧୮ତମ ଶତବାର୍ଷିକୀ ସ୍ମାରକୀ ଉତ୍ସବ ପାଳିତ

ମ.ରାମପୁର (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ସରକାରୀ ପ୍ରାଥମିକ ବିଦ୍ୟାଳୟ, ମଦନପୁର ଠାରେ ୧୮ତମ ଶତବାର୍ଷିକ ସ୍ମାରକୀ ଉତ୍ସବ ୨୦୨୪ ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ରୂପେ ବ୍ଲକ ଶିକ୍ଷା ଅଧିକାରୀ ତପିମଣି ଯାନୀ, ସମ୍ମାନିତ ଅତିଥି ଭାବେ ସହ
Read More...

ଜାତୀୟ ସବ୍‌ ଜୁନିୟର କରାଟେ ପ୍ରତିଯୋଗିତାରେ ବଲାଙ୍ଗିର ଜିଲ୍ଲା କରାଟେ ସଂଘ ଅଂଶଗ୍ରହଣ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଡାଲକୋଟରା ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ଜାତୀୟ ଉପ କନିଷ୍ଠ କରାଟେ ପ୍ରତିଯୋଗିତାରେ ବଲାଙ୍ଗିର ଜିଲ୍ଲାରୁ ୪ଜଣ କରାଟେକା ଅଂଶ ଗ୍ରହଣ କରିବେ । ଏହି ପ୍ରତିଯୋଗିତା ଡିସେମ୍ବର ୧୪ ଓ ୧୫ ତାରିଖ ଦୁଇଦିନ ଧରି ଅନୁଷ୍ଠିତ ହେବ । ବଲାଙ୍ଗିର
Read More...

ଘୋରଡିଆ ରାଧାକାନ୍ତ ଦେବ ମଠରେ ୬୪ ପ୍ରକାର ବ୍ୟଞ୍ଜନ ଲାଗି

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ବ୍ୟଞ୍ଜନ ଦ୍ୱାଦଶୀ ହିନ୍ଦୁ ପରମ୍ପରାରେ ଦେବାଦେବୀ ମଠ ମନ୍ଦିରମାନଙ୍କରେ ମହୋତ୍ସବର ଦିନ । ଭଗବାନ ଶ୍ରୀକୃଷ୍ଣଙ୍କୁ ମାତା ଯଶୋଦା ଏହି ପବିତ୍ର ମାର୍ଗଶୀର ମାସ ଶୁକ୍ଳ ବ୍ୟଞ୍ଜନ ଦ୍ୱାଦଶୀ ତିଥିରେ ବିଭିନ୍ନ ପ୍ରକାର ସ୍ୱାଦିଷ୍ଟ ପୃଷ୍ଟିକର ବ୍ୟଞ୍ଜନ
Read More...

ପୋଷ୍ୟ ସନ୍ତାନ ଗ୍ରହଣ ,ପ୍ରତିପାଳନ ଶିଶୁ ଯତ୍ନ ଆଧାରିତ ସଚେତନତା

ବେଲପଡା, (କେପିଏନ୍‌ଏସ୍‌) : ବେଲପଡା ବ୍ଲକ୍ ଅନ୍ତର୍ଗତ ଜବାହାର ନବୋଦୟ ବିଦ୍ୟାଳୟର ସଭାଗୃହ ଠାରେ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରତିପାଳନ ଶିଶୁ ଯତ୍ନ ଆଧାରିତ ସଚେତନତା ବେଳପଡ଼ା ଗୋଷ୍ଠି ଉନ୍ନୟନ ଅଧିକାରୀ ରାଜେଶ କୁମାର ମେହେରଙ୍କ ଅଧ୍ୟକ୍ଷତାରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
Read More...

ଜିଲ୍ଲା ଶିକ୍ଷାଧିକାରୀଙ୍କ ସ୍ୱେଚ୍ଛାଚାରୀ ନିଷ୍ପତି ଓ କାର୍ଯ୍ୟାନୁଷ୍ଠାନ ପ୍ରତ୍ୟାହର ପାଇଁ ରାଜ୍ୟପାଳ ଓ…

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଦୀର୍ଘ ବର୍ଷ ଧରି କାର୍ଯ୍ୟରତ ଜଣେ କନିଷ୍ଠ କିରାଣୀ ପଙ୍କଜ କୁମାର ପାଣିଗ୍ରାହୀଙ୍କୁ ଚାକିରୀରୁ ବହିଷ୍କାର କରି ଗଂଜାମ ଜିଲ୍ଲା ଶିକ୍ଷାଧିକାରୀ ଏକ ଗରିବ ପରିବାରକୁ ଦାଣ୍ଡର ଭିକାରୀ କରିଦେଇଛନ୍ତି । ସମସ୍ତ ଆବେଦନ ନିବେଦନ ସତ୍ୱେ ଅମାନବୀୟ ଭାବେ ଜଣେ ସ୍ୱଳ୍ପ
Read More...

ଜିଲ୍ଲା ରକ୍ତ ଭଣ୍ଡାରରେ ଧାର୍ଯ୍ୟ ରକ୍ତ ୟୁନିଟ ସଂଗ୍ରହକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଓଡିଶା ରକ୍ତ କେନ୍ଦ୍ର ପୁରୀ ଜିଲ୍ଲା ଶାଖା ତରଫରୁ ମୁଖ୍ୟ ଚିକିତ୍ସାଳୟ ଠାରେ ରକ୍ତ ୟୁନିଟ ସଂଗ୍ରହ ସଂକ୍ରାନ୍ତୀୟ ଏକ ସମ୍ମିଳିତ ବୈଠକ ଅନୁଷ୍ଠିତ ହୋଇଯାଇଛି । ସି.ଡି.ଏମ୍‌.ଓ ରୂପଭାନୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ପରିଚାଳିତ ଏହି କାର୍ଯ୍ୟକ୍ରମରେ
Read More...

ବଲାଙ୍ଗିର ତହସିଲ କର୍ମଚାରୀ ଓ ଓକିଲ ମୁହାଁମୁହିଁ : ଥାନାରେ ମାମଲା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଟାଉନ ଥାନାର ଦ୍ୱାରସ୍ଥ ହେଲେ ବଲାଙ୍ଗିର ତହସିଲ କର୍ମଚାରୀ । ଆଜି ଦିନ ପ୍ରାୟ ୧ ଟା ସମୟରେ ତହସିଲ ଅଫିସର କିରାଣୀ ମାନଙ୍କୁ ଦୁଇଜଣ ଓକିଲ ଦୁର୍ବ୍ୟବହାର କରିବା ସହିତ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିବା ଅଭିଯୋଗ ହୋଇଛି । ଦୁଇଜଣ ଓକିଲଙ୍କ ନାଁରେ ଟାଉନ
Read More...