ରାଣୀପୁର ଝରିଆଲ ମହୋତ୍ସବ ୨୦୨୫ ପାଇଁ ପ୍ରସ୍ତୁତି ବୈଠକ
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ଉପାନ୍ତ ଇଲାକାରେ ଥିବା ଐତିହାସିକ ଯୋଗିନୀ ପୀଠ ରାଣୀପୁର ଝରିଆଲ ମନ୍ଦିର ପରିସରରେ ଆଜି ରାଣୀପୁର ଝରିଆଲ ମହୋତ୍ସବ ୨୦୨୫ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ସୋମେଶ୍ୱର ମହାଦେବଙ୍କ ଠାରେ!-->…
Read More...
Read More...