Daily Archives

୨୧ ଦିନରେ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦର ଗଣଧାରଣା ଜାରି : ଆନ୍ଦୋଳନରେ ଯୋଗଦେଲେ ବିରୋଧୀ ଦଳ ନେତା ସହ ବିଭିନ୍ନ…

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଗନ୍ଧମାର୍ଦ୍ଦନକୁ ବଞ୍ଚାଇବାକୁ ନେଇ ଗଣଧାରଣା ୨୧ ଦିନରେ ପହଞ୍ଚି ଥିବାବେଳେ ବିରୋଧୀଦଳ ନେତା ମାନଙ୍କ ସହ ଅଞ୍ଚଳର ବିଭିନ୍ନ ସଂଗଠନ ୠୁଡ଼ିକ ଆନ୍ଦୋଳନରେ ଯୋଗ ଦେଇଛନ୍ତି । ବଲାଙ୍ଗିର ଜିଲ୍ଲାର ପ୍ରାକୃତିକ ସମ୍ପଦ ଓ ଜୈବ ବିବିଧତାରେ ପରିପୂର୍ଣ୍ଣ
Read More...

ଜାତୀୟ ସ୍ତରୀୟ ପରବ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

କୋରାପୁଟ, (ସୁନାମ ହନ୍ତାଳ) : କୋରାପୁଟ ନୂତନ ପରବ ପଡ଼ିଆରେ ଜାତୀୟ ସ୍ତରୀୟ ଲୋକ ମହୋତ୍ସବ ପରବ ଉଦ୍‌ଘାଟିତ ହୋଇଯାଇଛି । ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ଉତ୍ସବକୁ ଉଦ୍‌ଘାଟନ କରିଥିଲେ । ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ଯୋଗଦେଇ ଆଜି ଜିଲ୍ଲା
Read More...

ପାଇକମାଲରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଲାୟନ୍ସ କ୍ଳବ, ପାଇକମାଲ ଓ ନୃସିଂହ ମେଡିକାଲ ଷ୍ଟୋର ଦ୍ୱାରା ସ୍ଥାନୀୟ ମାରୱାଡି ଧର୍ମଶାଳାରେ ଏକ ମାଗଣା ଚକ୍ଷୁ ପରୀକ୍ଷା ଶିବିର ହୋଇଯାଇଛି । ଏଥିରେ ୧୩୫ଜଣ ଚକ୍ଷୁ ପରୀକ୍ଷା କରାଇଥିଲେ । ୩୫ଜଣ ରୋଗୀଙ୍କ ଚକ୍ଷୁ ଅସ୍ତ୍ରୋପଚାର ପାଇଁ
Read More...

ଗନ୍ଧମାର୍ଦ୍ଦନ ପର୍ବତମାଳାରେ ବିଜେ ପ୍ରସିଦ୍ଧ ଠାକୁରାଣୀ ମାଁ ଦୁର୍ଗେଇ ଦେବୀଙ୍କ ଯାତ୍ରା ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗନ୍ଧମାର୍ଦ୍ଦନ ପର୍ବତମାଳାରେ ବିଜେ ପ୍ରତ୍ୟକ୍ଷ ଠାକୁରାଣୀ ଦୂର୍ଗତି ନାଶିନୀ ମାଁ ଦୁର୍ଗେଇ ଦେବୀଙ୍କ ଯାତ୍ରା ୨ ଦିନ ଧରି ମହା ସମାରୋହରେ ପାଳନ ହୋଇଯାଇଛି । ତ୍ରୟୋଦଶ ଶତାବ୍ଦୀରୁ ମାଁ ଦୁର୍ଗେଇ ଦେବୀ ଭାବରେ ପୂଜାପାଇ ଆସୁଛନ୍ତି । ମନଭଙ୍ଗ ଗାଁ
Read More...

ବିଜେପୁରରେ ଶ୍ରୀ ଅରବିନ୍ଦ ବିଜ୍ଞାନ ମେଳା : ୧୭୫ ପ୍ରକଳ୍ପ ପ୍ରଦର୍ଶିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ବିଜେପୁର ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରରେ ଶ୍ରୀ ଅରବିନ୍ଦ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ୧୭୫ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ଶିକ୍ଷାବିତ୍ ଆନନ୍ଦ ଚନ୍ଦ୍ର ସାହୁ
Read More...

ଛେତଗାଁ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଉପକେନ୍ଦ୍ରକୁ ଜାତୀୟ ଗୁଣାବତ୍ତା ଆସ୍ୱାସନ ମାନକ ପ୍ରଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ବୁକୁରାମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ଛେତଗାଁ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଉପକେନ୍ଦ୍ରକୁ ଜାତୀୟ ଗୁଣାବତ୍ତା ଆସ୍ୱାସନ ମାନକ ପ୍ରଦାନ କରାଯାଇଛି । ଚଳିତ ଡିସେମ୍ବର ୬ ତାରିଖ ଜାତୀୟ ଗୁଣାବତ୍ତା ଆସ୍ୱାସନ
Read More...

ପଦ୍ମପୁର ଇଣ୍ଡୋର ଷ୍ଟାଡ଼ିୟମରେ ଦିନିକିଆ ବେଡ଼ମିଣ୍ଟନ ପ୍ରିମିୟର ଲିଗ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ କଲେଜ ପାଖରେ ଥିବା ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡ଼ିୟମରେ ଦିନିକିଆ ବେଡ଼ମିଣ୍ଟନ ପ୍ରିମିୟର ଲିଗ ଆଜି ଇଣ୍ଡୋର ଷ୍ଟାଡ଼ିୟମ ବେଡ଼ମିଣ୍ଟନ କମିଟିର ସଭାପତି ସୁନୀଲ କୁମାର ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ବଣିକ ସଂଘ ସଭାପତି
Read More...

ପିପି ଏକାଡେମୀ ସଭାକକ୍ଷରେ ଆୟୋଜିତ “ଆମ ମଞ୍ଚ ନାଟକ : ଆଶା ଓ ଆଶଙ୍କା” ମାସିକ ରଚନା ସନ୍ଧ୍ୟା

ବଲାଙ୍ଗିର, (କେପିଏନ୍‌ଏସ୍‌) : ସାଧାରଣ ମଣିଷର କଥା, ବ୍ୟଥା ଓ ଗାଥା ଏବଂ ସର୍ବୋପରି, ତାର ଜୀବନ ଓ ଅନୁଭୂତିକୁ ନେଇ ମଞ୍ଚସ୍ଥ ହେଉଥିବା ନାଟକ ଦର୍ଶକଙ୍କୁ ଆକୃଷ୍ଟ କରିବା ସହିତ ସମାଜରେ ଦୀର୍ଘସ୍ଥାୟୀ ପ୍ରଭାବ ପକାଇଥାଏ । ଆଜିକାଲି ମନୋରଞ୍ଜନର ବିଭିନ୍ନ ବିକଳ୍ପ ସହଜରେ ମିଳି ଯାଉଥିବାରୁ ଆମ
Read More...

ଚନ୍ଦ୍ରପୁର ବ୍ଲକ ସ୍ତରୀୟ ଚଇତି -୨୦୨୪ ପାଳିତ

ମୁନିଗୁଡ଼ା, (ରମାକାନ୍ତ ପଡାଲ) : ପ୍ରତିବର୍ଷ ଭଳି ଲୁକ୍କାୟିତ ପ୍ରତିଭା ଲୋକଲୋଚନକୁ ଆଣିବାକୁ ହେଉଥିବା ଚଇତି ଉତ୍ସବ ଏହି ବର୍ଷ ମଧ୍ୟ ଅତି ଧୁମ୍‌ଧାମ୍‌ରେ ପାଳନ କରାଯାଉଛି । ଜିଲ୍ଲା ସ୍ତରୀୟ ଲୋକ ମହୋତ୍ସବ ଚଇତି-୨୦୨୪ ପୂର୍ବରୁ ଚନ୍ଦ୍ରପୁର ବ୍ଲକ ସ୍ତରୀୟ ଚଇତି କାର୍ଯ୍ୟକ୍ରମ ଅନୁଷ୍ଠିତ
Read More...

କୂଅରୁ ମହିଳାଙ୍କ ଶବ ଉଦ୍ଧାର

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ କଟପଡ଼ି ଗ୍ରାମର ଏକ କୂଅରୁ ମହିଳାଙ୍କ ଶବ ଉଦ୍ଧାର କରିଛି ବାଲିଗୁଡା ପୋଲିସ । ମୃତ ମହିଳା ଜଣକ ହେଲେ ଶାନ୍ତିଲତା ମଲ୍ଲିକ । ସୂଚନା ଅନୁଗତ ଯେ, ୩ ଦିନ ହେବ ବାପ ଘରକୁ ଯିବା ପାଇଁ ବାହାରିଥିଲେ
Read More...