Daily Archives

ତୁଷୁରା ସଂକୁଳ ସ୍ତରୀୟ ଖେଳକୁଦ ସମାରୋହ ଉଦ୍‌ଯାପିତ

ଦେଓଗାଁ, (କେପିଏନ୍‌ଏସ୍‌) : ଅଖିଳ ଭାରତୀୟ ଶିକ୍ଷା ସଂସ୍ଥାନ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଓଡିଶାଙ୍କ ଯୋଜନା ଅନୁଯାୟୀ ୨୦୨୪-୨୫ ଶିକ୍ଷା ବର୍ଷର ତୁଷୁରା ସଂକୁଳ ସ୍ତରୀୟ ଖେଳକୁଦ ସମାରୋହ ଗତ ୧୪ ଡିସେମ୍ବରରେ ଜରାସିଂହା ଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଯାଇଛି । ସରସ୍ଵତୀ ଶିଶୁ
Read More...

ଧାମରା ସଂଘ ଦ୍ୱାରା କାନ୍ତକବିଙ୍କ ୧୩୭ତମ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ ସ୍ଥିତ ଧାମରା ସଂଘ ପକ୍ଷରୁ ସଭାପତି ପ୍ରଶାନ୍ତ କୁମାର ବେହେରାଙ୍କ ସଭାପତିତ୍ୱ ଓ ସହ ସମ୍ପାଦକଙ୍କ ମଞ୍ଚ ସଂଯୋଜନାରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ୧୩୭ତମ ଜୟନ୍ତୀ ପାଳନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପ୍ରଫେସର
Read More...

ଶକ୍ତି ସଂରକ୍ଷଣ ସଂକଳ୍ପ ସୃଜନାୟନ

କଟକ, (ସସ୍ମିତା ପ୍ରଧାନ) : କୈବଲ୍ୟ ସାହିତ୍ୟ ସଂସଦ ଆନୁକୁଲ୍ୟରେ ଖାନ ନଗର ହାଇସ୍କୁଲରେ ଅନୁଷ୍ଠାନର ୬୪ତମ ସାହିତ୍ୟ ବିଜ୍ଞାନ ସମ୍ପର୍କିତ କାର୍ଯ୍ୟକ୍ରମ ଶକ୍ତି ସଂରକ୍ଷଣ ସଂକଳ୍ପ ସୃଜନାୟନ ଆୟୋଜିତ ହୋଇଯାଇଛି । ଏହି ଅବସରରେ ଓଡ଼ିଶାର ଲବ୍ଧ ପ୍ରତିଷ୍ଠିତ କବି କବୟିତ୍ରୀ "ଶକ୍ତି ସଂରକ୍ଷଣ"
Read More...

ଅବହେଳିତ ଅବସ୍ଥାରେ ବାସନ୍ତୀ କଲୋନୀ ଚିଲଡ୍ରେନ ପାର୍କ

ରାଉରକେଲା, (ସସ୍ମିତା ପ୍ରଧାନ) : ବାସନ୍ତୀ କଲୋନୀ ଫେଜ ୧, ଏଲ୍‌ ବ୍ଲକ ସ୍ଥିତ ଚିଲଡ୍ରେନ ପାର୍କର ଅବସ୍ଥା ଦିନକୁ ଦିନ ଶୋଚନୀୟ ହେବାରେ ଲାଗିଥିବା ବେଳେ ପିଲାମାନଙ୍କ ପାଇଁ କୌଣସି କ୍ରୀଡା ସରଞ୍ଜାମ ନାହିଁ । କ୍ରୀଡା ସାମଗ୍ରୀର ରକ୍ଷଣାବେକ୍ଷଣର ଅଭାବ । ଏହା ସହ ଅସାମାଜିକ ତତ୍ୱଙ୍କ
Read More...

ହ୍ୟୁମାନିଟି ଫାଉଣ୍ଡେସନର ପ୍ରଥମ ବାର୍ଷିକୋତ୍ସବ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ସାମାଜିକ ଅନୁଷ୍ଠାନ ହ୍ୟୁମାନିଟି ଫାଉଣ୍ଡେସନର ଦ୍ୱିତୀୟ ବର୍ଷ ପୂର୍ତ୍ତି ଉପଲକ୍ଷେ ପ୍ରଥମ ବାର୍ଷିକୋତ୍ସବ ଭଞ୍ଜ ଭବନ ପ୍ରେକ୍ଷ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଅନିଲ ମଲ୍ଲିକ ଓ ମୋନାଲିସା ସାହୁଙ୍କ ସଂଯୋଜନା ତଥା ଅନୁଷ୍ଠାନର ପ୍ରତିଷ୍ଠାତା
Read More...

ୟୁଥ୍ ମାସ୍ ସେବା ସଂଘର ୧୫ତମ ବାର୍ଷିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ବୈଠକ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ସହରରେ ପ୍ରତିବର୍ଷ ଆୟୋଜିତ ହୋଇଆସୁଥିବା ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ୟୁଥ୍ ମାସ୍ ସେବା ସଂଘର ୧୫ତମ ବାର୍ଷିକ ଉତ୍ସବ ପାଳନ ନେଇ ଏକ ଜରୁରୀ କାଳୀନ ବୈଠକ ଶନିବାର ସନ୍ଧ୍ୟାରେ ଶିବ କୁମାର ପଟ୍ଟନାୟକ
Read More...

ଆରାଇଜ୍ ସ୍କୁଲ ଶିକ୍ଷା ସମ୍ମିଳନୀ – ୨୦୨୪ରେ କେନ୍ଦ୍ରମନ୍ତ୍ରୀ

• ଭାରତରେ ଜ୍ଞାନର ବ୍ୟବସାୟ ନୁହେଁ, ଜ୍ଞାନଦାନର ସମୃଦ୍ଧ ପରମ୍ପରା ରହିଛି - ଧର୍ମେନ୍ଦ୍ର ପ୍ରଧାନ• ଅଟଳଜୀଙ୍କ ସର୍ବଶିକ୍ଷା ଅଭିଯାନ ଦ୍ୱାରା ସ୍ଥାପିତ ସାମାଜିକ ପରିବର୍ତ୍ତନର ପରମ୍ପରାକୁ ଆଗକୁ ବଢ଼ାଇବା ଆମର ଦାୟିତ୍ୱ• ଆମକୁ ସରକାରୀ ବିଦ୍ୟାଳୟଗୁଡ଼ିକରେ ଗୁଣାତ୍ମକ ଶିକ୍ଷାକୁ ଆହୁରି ଅଧିକ
Read More...

ପିଏମ୍‌ଏସ୍‌ଜିଏମ୍‌ବିୱ।ଇ ଅନ୍ତର୍ଗତ ମାର୍ଚ୍ଚ ୨୦୨୫ ସୁଦ୍ଧା ୧୦ ଲକ୍ଷ ସୌର ଶକ୍ତି ସଂସ୍ଥାପନ : ୨୦୨୭ ସୁଦ୍ଧା ଏକ କୋଟି…

ନୂଆଦିଲ୍ଲୀ, (ପିଆଇବି) : ବିଶ୍ୱର ସର୍ବ ବୃହତ ଘରୋଇ ସୌର ଶକ୍ତି ଯୋଜନା ହେଉଛି ପିଏମ୍‌ ସୂର୍ଯ୍ୟ ଘର–ମାଗଣା ବିଜୁଳି ଯୋଜନା ବା ପିଏମ୍‌ଏସ୍‌ଜିଏମ୍‌ବିୱ।ଇ । ଭାରତବର୍ଷରେ ସୌର ଶକ୍ତିର ରୂପାନ୍ତରୀକରଣ କାର୍ଯ୍ୟକ୍ରମରେ ଏହା ବିଶେଷ ସହାୟକ ହୋଇପାରିଛି । ମାର୍ଚ୍ଚ ୨୦୨୫ ସୁଦ୍ଧା ୧୦ ଲକ୍ଷ,
Read More...

ଡୁଙ୍ଗୁରିପାଲି ସଂକୁଳ ସ୍ତରୀୟ କ୍ରୀଡା ପ୍ରତିଯୋଗିତା

ସୁବର୍ଣ୍ଣପୁର/ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଗଜବନ୍ଧଠାରେ ଡୁଙ୍ଗୁରିପାଲି ସଂକୁଳ ସ୍ତରୀୟ ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଆଚାର୍ଯ୍ୟ ବିଶ୍ୱନାଥ ବଡ଼ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ ସମାରୋହରେ ଜୁଲୁଣ୍ଡା ପ୍ରାଥମିକ
Read More...

ବଲାଙ୍ଗିର ପଥରଚେପା ଗାଁରେ ଗୋଷ୍ଠୀ ସଂଘର୍ଷ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦରଥାନା ଅନ୍ତର୍ଗତ ପଥରଚେପା ଗାଁରେ ଗୋଷ୍ଠୀ ସଂଘର୍ଷ । ସାମାନ୍ୟ ଗଞ୍ଜେଇ ଟାଣିବାକୁ କେନ୍ଦ୍ର କରି ହୋଇଥିଲା ଏହି ଗୋଷ୍ଠୀ ସଂଘର୍ଷ । ଗୋଷ୍ଠୀ ସଂଘର୍ଷରେ ଦୁଇପକ୍ଷର ୫ଜଣ ଆହତ ହୋଇଛନ୍ତି । ଆହତମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ
Read More...