Daily Archives

ଡେଲାଙ୍ଗ ଥାନାର ନୂତନ କାର୍ଯ୍ୟାଳୟ ଗୃହ ଲୋକାର୍ପଣ ଉତ୍ସବ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ୬୯ତମ ପୋଲିସ ଡ୍ୟୁଟି ମିଟ୍‌ ୨୦୨୪ର ଉଦ୍‌ଯାପନୀ ସମାରୋହ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସୋମବାର ଅପରାହ୍ନରେ ଆଭାସି ମାଧ୍ୟମରେ ପୁରୀ ଜିଲ୍ଲାରେ ଥିବା ଅସ୍ତରଙ୍ଗ, ବଳଙ୍ଗା ଏବଂ ଡେଲାଙ୍ଗ ପୋଲିସ ଷ୍ଟେସନର ନୂତନ ଗୃହର ଉଦ୍‌ଘାଟନ କରିଥିଲେ ।
Read More...

ସମଗ୍ର ଶିକ୍ଷା ଅଭିଯାନ ବଲାଙ୍ଗିର ତରଫରୁ ତୁରେକେଲା ବ୍ଳକରେ ବର୍ଣ୍ଣାଳୀ ତାଲିମ ଅନୁଷ୍ଠିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ସମଗ୍ର ଶିକ୍ଷା ଅଭିଯାନ ବଲାଙ୍ଗିର ତରଫରୁ ତୁରେକେଲା ବ୍ଳକ ଓ କଣ୍ଟାବାଞ୍ଜି ବିଜ୍ଞାପିତ ଅଞ୍ଚଳ ପରିଷଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ୩ ଦିନ ଧରି ବର୍ଣ୍ଣାଳୀ ତାଲିମ ପ୍ରଦାନ କରାଯାଇଥିଲା । ତୁରେକେଲା ଗୋଷ୍ଠୀ
Read More...

ଛତ୍ରପୁରରେ ସଂକୁଳ ସ୍ତରୀୟ କ୍ରୀଡ଼ା ସମାରୋହ ଅନୁଷ୍ଠିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର କ୍ରୀଡାଙ୍ଗନ ଠାରେ ସଂକୁଳ ସ୍ତରୀୟ (ଗୋପାଳପୁର, ରମ୍ଭା, ଛତ୍ରପୁର, ଗଞ୍ଜାମ, ନରେନ୍ଦ୍ରପୁର ଓ ଭଞ୍ଜବିହାର) ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟଅତିଥି ଅଷ୍ଟମ ବାଟାଲିୟନ କମାଣ୍ଡେଣ୍ଟ ଶାରଦା ପ୍ରସାଦ
Read More...

ବିନିକା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ୯୭ଟି ଅଭିଯୋଗ ଦରଖାସ୍ତ ପଞ୍ଜିକୃତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ରାମପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ
Read More...

ନୂତନ ଏନ୍‌ସିଇଆର୍‌ଟି ଅଡିଟୋରିୟମ ପାଇଁ ଭୂମିପୂଜନ କଲେ କେନ୍ଦ୍ରମନ୍ତ୍ରୀ

• ଏନ୍‌ସିଇଆର୍‌ଟି ଦେଶର ଏକ ସାମୂହିକ ଶୈକ୍ଷିକ ଭଣ୍ଡାର - ଧର୍ମେନ୍ଦ୍ର ପ୍ରଧାନ• ଆମାଜନ ପରେ ଏନ୍‌ସିଇଆର୍‌ଟି ଏବଂ ଫ୍ଲିପକାର୍ଟ ମଧ୍ୟରେ ଏମ୍‌ଓୟୁକୁ ନେଇ କେନ୍ଦ୍ରମନ୍ତ୍ରୀଙ୍କ ପ୍ରଶଂସା• ଏନ୍‌ସିଇଆର୍‌ଟି ପାଠ୍ୟପୁସ୍ତକ ଉପଲବ୍ଧତା ବଢିବ, ଡୋରଷ୍ଟେପରେ ଶିକ୍ଷାର୍ଥୀଙ୍କ ପହଞ୍ଚିବ ପୁସ୍ତକ•
Read More...

ପି.ପି.ଏକାଡେମୀ ୧୯୮୯ ମେଟ୍ରିକ ବ୍ୟାଚ୍‌ର ପୁରାତନ ଛାତ୍ରଙ୍କ ବନ୍ଧୁମିଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପତିତପାବନ ଏକାଡେମୀ ୧୯୮୯ ମେଟ୍ରିକ ବ୍ୟାଚ୍‌ର ପୁରାତନ ଛାତ୍ରମାନଙ୍କ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ସ୍ଥାନୀୟ କଦଳୀମୁଣ୍ଡା ନର୍ସରୀ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପ୍ରାୟ ୮୦ ଜଣ ପୁରାତନ ଛାତ୍ର ଅଂଶଗ୍ରହଣ କରି ନିଜ ନିଜ ଭିତରେ ଭାବର ଆଦାନପ୍ରଦାନ
Read More...

ଛତିଶଗଡ଼ର ଜଗଦଲପୁର ସ୍ଥିତ ସହିଦ ସ୍ମାରକରେ ସହିଦ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ନକ୍ସଲ ହିଂସାରେ ସହିଦ…

ଅମିତ ଶାହ ପ୍ରତିଶ୍ରୁତି ଦେଇଛନ୍ତି ଯେ ୨୦୨୬ ମାର୍ଚ୍ଚ ୩୧ ପରେ ମା' ଦାନ୍ତେଶ୍ୱରୀଙ୍କ ପବିତ୍ର ଭୂମିରେ ନକ୍ସଲବାଦ ନାଁରେ ଗୋଟିଏ ବୁନ୍ଦା ବି ରକ୍ତ ବହିବ ନାହିଁଅମର ସହିଦ ସ୍ମାରକ ସର୍ବୋଚ୍ଚ ବଳିଦାନ ଦେଇଥିବା ସହିଦମାନଙ୍କୁ ସମ୍ମାନିତ କରିବା ସହ ଭବିଷ୍ୟତ ପିଢ଼ିକୁ ଅନ୍ୟମାନଙ୍କ କଲ୍ୟାଣ
Read More...

ଏକ ମହାନ ଦାନ : ଶ୍ରୀମତୀ ବାଦନ ମଣି ଦାସ ଚକ୍ଷୁଦାନ କରି ଆଲୋକିତ କଲେ ଜୀବନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ଅଗ୍ରଣୀ ସାମାଜିକ ସଂଗଠନ ସହଯୋଗ ଫାଉଣ୍ଡେସନର ସହାୟତାରେ ଶ୍ରୀମତୀ ବାଦନ ମଣି ଦାସଙ୍କ ଚକ୍ଷୁଦାନ କରାଯାଇଛି । ଏହା କରୁଣା ଏବଂ ମାନବତାର ଏକ ଅଦ୍ଭୁତ ଉଦାହରଣ । ଶ୍ରୀମତୀ ଦାସ, ବରିଷ୍ଠ ବିଜେଡି ନେତା ଅଜୟ ଦାସଙ୍କ ମାତା ଏବଂ ନୂତନ ଦାସ ନାରୀଶକ୍ତି
Read More...

ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ୍ ବିବୃତ୍ତି

ନୂଆଦିଲ୍ଲୀ, (ପିଆଇବି) : ମହାମହିମ, ରାଷ୍ଟ୍ରପତି ଅନୁରା କୁମାର ଦିଶାନାୟକ,ଉଭୟ ଦେଶର ପ୍ରତିନିଧି,ଗଣମାଧ୍ୟମର ବନ୍ଧୁମାନେ,ଶୁଭେଚ୍ଛା ମୁଁ ରାଷ୍ଟ୍ରପତି ଦିଶାନାୟକଙ୍କୁ ଭାରତକୁ ସ୍ୱାଗତ କରୁଛି । ମୁଁ ଆନନ୍ଦିତ ଯେ ଆପଣ ରାଷ୍ଟ୍ରପତି ଭାବରେ ନିଜର ପ୍ରଥମ ବିଦେଶ ଗସ୍ତ ପାଇଁ ଭାରତକୁ
Read More...

ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରୁଛନ୍ତି ଶ୍ରମିକ : ଶ୍ରମ ବିଭାଗ ଘୁଙ୍ଗୁଡ଼ି ମାରୁଛି

ଲୋକ ଦେଖାଣିଆ ଟାସ୍କ ଫୋର୍ସ ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଦେହ ଅସୁସ୍ଥ ଥିଲା ବେଳେ ବି ଟଙ୍କା ଆଗରୁ ଦେଇଥିବାରୁ କାମ କରାଇ ମାରିଦେଲେ ଇଟାଭାଟି ମାଲିକ ଓ ଦାଦନ ସର୍ଦାର, ଘରକୁ ଶବ ହୋଇ ଫେରିଲା ଘରୁ ସୁସ୍ଥ ସବଳ ହୋଇ ଯାଇଥିବା ମଣିଷ । ସୂଚନା ମୁତାବକ ପାଟଣାଗଡ଼ ଥାନା କୁହାବାଉଁଶ
Read More...