Daily Archives

ଟାଙ୍ଗଣାପଲ୍ଲୀ ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଘାଟନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଳକ ଅନ୍ତର୍ଗତ ଟାଙ୍ଗଣାପଲ୍ଲୀ ଶ୍ରୀ ନୀଳକଣ୍ଠେଶ୍ୱର ନୋଡାଲ ବିଦ୍ୟାପୀଠର ବାର୍ଷିକ କ୍ରୀଡା ଉତ୍ସବ ପ୍ରଧାନ ଶିକ୍ଷକ ବିଷ୍ଣୁ ପ୍ରସାଦ ତ୍ରିପାଠୀ ଅଧ୍ୟକ୍ଷତାରେ ଉଦ୍‌ଘାଟିତ ହୋଇଯାଇଛି । ଏହି ଉତ୍ସବରେ ବିଦ୍ୟାଳୟର ପ୍ରାକ୍ତନ ରାଜ୍ୟପାଳ
Read More...

ପଞ୍ଚମ ସୁଲିଆ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ

ଦେଓଗାଁ, (ମନୀଷ କୁମାର ସାହୁ) : ଆସନ୍ତା ଜାନୁଆରୀ ମାସ ୫ ତାରିଖରୁ ୭ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ହେବାକୁ ଥିବା ପଞ୍ଚମ ସୁଲିଆ ମହୋତ୍ସବ ପାଇଁ ମଙ୍ଗଳବାର ଅପରାହ୍ନରେ ଦେଓଗାଁ ବ୍ଲକ କୁଲୁତାପଡ଼ା ପଞ୍ଚାୟତର ଖଇରଗୁରା ଯାତ୍ରା ପଡ଼ିଆରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।
Read More...

ବଙ୍ଗୋମୁଣ୍ଡାରେ ମାରୱାଡ଼ି ଯୁବାମଞ୍ଚର ରକ୍ତଦାନ ଶିବିର ପାଇଁ ସାମ୍ବାଦିକ ସମ୍ମିଳନୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଠାରେ ମାରୱାଡ଼ି ଯୁବାମଞ୍ଚ ପକ୍ଷରୁ ରକ୍ତଦାନ ଶିବିର ପାଇଁ ଆଜି ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ଡିସେମ୍ବର ୨୨ ତାରିଖରେ ବଙ୍ଗୋମୁଣ୍ଡା ଠାରେ ରକ୍ତଦାନ ଶିବିର ଆୟୋଜନ କରାଯିବ ବୋଲି
Read More...

ମିସ୍ ଲିଟିଲ ଇଣ୍ଡିଆ ଗ୍ଲୋବାଲରେ ସମ୍ମାନିତ ହେଲେ ଲୋଇସିଂହାର ଝିଅ ଇଫ୍ରାତ୍

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ଜଡ଼ାମୁଣ୍ଡା ବାସିନ୍ଦା ଜୀବନଜ୍ୟୋତି ବାଗ ଓ ମାତା ବି. ନିବେଦିତାଙ୍କ ଝିଅ ବି. ଇଫ୍ରାତ ଜୋଏଲ୍ ମିସ୍ ଲିଟିଲ୍ ଇଣ୍ଡିଆ ଭାବେ ସମ୍ମାନିତ ହୋଇଛନ୍ତି । ଏହି ଖବର ପ୍ରଚାରିତ ହେବାପରେ ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି ।ଆଜି ସେ ନିଜ ଘରକୁ ଫେରିଥିବା
Read More...

ପାଇକମାଲ ଲାୟନ୍ସ କ୍ଲବ ତରଫରୁ କମ୍ବଳ ବଣ୍ଟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଲାୟନ୍ସ କ୍ଲବ ତରଫରୁ ବୁଧବାର ଜର୍ଜଗଡ଼ ଗ୍ରାମରେ କମ୍ବଳ ବଣ୍ଟନ କରାଯାଇଥିଲା । ବର୍ତ୍ତମାନ ସମୟରେ ପ୍ରବଳ ଶୀତ ଅନୁଭୂତ ହେଉଥିବାରୁ ଗରିବ ବୁଢ଼ାବୁଢ଼ୀମାନେ ଶୀତ ଦାଉରୁ ରକ୍ଷା ପାଇବା ପାଇଁ ଆମେ କମ୍ବଳ ବଣ୍ଟନ କରୁଛୁ ବୋଲି
Read More...

ସନ୍ଧ୍ୟାକାଳୀନ ବିଦାୟ ସମ୍ୱର୍ଦ୍ଧନା ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ଦହିଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ନାରାୟଣ ପାଣ୍ଡେଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟାକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ସଭା ଆରମ୍ଭ ପୂର୍ବରୁ କ୍ଲଷ୍ଟର ସ୍ୱର୍ଗତ ବିଭୁତି ଶତପଥୀଙ୍କ ପାଇଁ
Read More...

ରୋତର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗରେ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ “ମାଟିର ମଣିଷ” ଉପନ୍ୟାସ…

ଆଗଲପୁର, (କେପିଏନ୍‌ଏସ୍‌) : ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗରେ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ "ମାଟିର ମଣିଷ" ଉପନ୍ୟାସ ସଂପର୍କିତ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ବିଭାଗ ମୁଖ୍ୟ ପ୍ରମୋଦ କୁମାର ଦାଶଙ୍କ ସଭାପତିତ୍ୱରେ
Read More...

ରାଉରକେଲାରେ ଚାଲିଥିବା ବିଭିନ୍ନ ଲୋକାଭିମୁଖୀ ଯୋଜନା ଓ ପ୍ରକଳ୍ପ ଗୁଡ଼ିକର ସ୍ଥିତି ସମୀକ୍ଷା କଲେ ଉପବାଚସ୍ପତି

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଶା ବିଧାନସଭାର ଉପବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କ ଅଧ୍ୟକ୍ଷତାରେ ରାଉରକେଲା ମହାନଗର ନିଗମ କାର୍ଯ୍ୟାଳୟରେ ଥିବା ସଭାଗୃହରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧ୍ୟକ୍ଷତା କରି ମାନ୍ୟବର ଉପବାଚସ୍ପତି ରାଉରକେଲା ସହରାଞ୍ଚଳରେ ଚାଲିଥିବା
Read More...

ପାଟଣାଗଡ ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ଡିଜିଟାଲ ସକ୍ରିୟ ସଦସ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାଟଣାଗଡ଼, (କେପିଏନ୍‌ଏସ୍‌) : ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ପାଟଣାଗଡ ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ପାଟଣାଗଡ ପୂର୍ବତନ ବିଧାୟକ ସରୋଜ ମେହେରଙ୍କ ଉପସ୍ଥିତିରେ ଡିଜିଟାଲ ସକ୍ରିୟ ସଦସ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ
Read More...

ଝାନ୍‌ସୀ ରାଣୀ ଲକ୍ଷ୍ମୀବାଇ ଆତ୍ମରକ୍ଷା ଓ ବର୍ଣ୍ଣାଳୀ ତାଲିମ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଝାନ୍‌ସୀ ରାଣୀ ଲକ୍ଷ୍ମୀବାଇ ଆତ୍ମରକ୍ଷା ଓ ବର୍ଣ୍ଣାଳୀ ତାଲିମ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ ହୋଇଯାଇଛି । ଏହି ଉଦ୍‌ଯାପନୀ ସଭା ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟିତ୍ରୀ ଗୋପାଳଜୀ ପ୍ରସାଦ
Read More...