Daily Archives

ଟାଙ୍ଗଣାପଲ୍ଲୀ ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଘାଟନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଳକ ଅନ୍ତର୍ଗତ ଟାଙ୍ଗଣାପଲ୍ଲୀ ଶ୍ରୀ ନୀଳକଣ୍ଠେଶ୍ୱର ନୋଡାଲ ବିଦ୍ୟାପୀଠର ବାର୍ଷିକ କ୍ରୀଡା ଉତ୍ସବ ପ୍ରଧାନ ଶିକ୍ଷକ ବିଷ୍ଣୁ ପ୍ରସାଦ ତ୍ରିପାଠୀ ଅଧ୍ୟକ୍ଷତାରେ ଉଦ୍‌ଘାଟିତ ହୋଇଯାଇଛି । ଏହି ଉତ୍ସବରେ ବିଦ୍ୟାଳୟର ପ୍ରାକ୍ତନ ରାଜ୍ୟପାଳ…
Read More...

ପଞ୍ଚମ ସୁଲିଆ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ

ଦେଓଗାଁ, (ମନୀଷ କୁମାର ସାହୁ) : ଆସନ୍ତା ଜାନୁଆରୀ ମାସ ୫ ତାରିଖରୁ ୭ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ହେବାକୁ ଥିବା ପଞ୍ଚମ ସୁଲିଆ ମହୋତ୍ସବ ପାଇଁ ମଙ୍ଗଳବାର ଅପରାହ୍ନରେ ଦେଓଗାଁ ବ୍ଲକ କୁଲୁତାପଡ଼ା ପଞ୍ଚାୟତର ଖଇରଗୁରା ଯାତ୍ରା ପଡ଼ିଆରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।…
Read More...

ବଙ୍ଗୋମୁଣ୍ଡାରେ ମାରୱାଡ଼ି ଯୁବାମଞ୍ଚର ରକ୍ତଦାନ ଶିବିର ପାଇଁ ସାମ୍ବାଦିକ ସମ୍ମିଳନୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଠାରେ ମାରୱାଡ଼ି ଯୁବାମଞ୍ଚ ପକ୍ଷରୁ ରକ୍ତଦାନ ଶିବିର ପାଇଁ ଆଜି ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ଡିସେମ୍ବର ୨୨ ତାରିଖରେ ବଙ୍ଗୋମୁଣ୍ଡା ଠାରେ ରକ୍ତଦାନ ଶିବିର ଆୟୋଜନ କରାଯିବ ବୋଲି…
Read More...

ମିସ୍ ଲିଟିଲ ଇଣ୍ଡିଆ ଗ୍ଲୋବାଲରେ ସମ୍ମାନିତ ହେଲେ ଲୋଇସିଂହାର ଝିଅ ଇଫ୍ରାତ୍

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ଜଡ଼ାମୁଣ୍ଡା ବାସିନ୍ଦା ଜୀବନଜ୍ୟୋତି ବାଗ ଓ ମାତା ବି. ନିବେଦିତାଙ୍କ ଝିଅ ବି. ଇଫ୍ରାତ ଜୋଏଲ୍ ମିସ୍ ଲିଟିଲ୍ ଇଣ୍ଡିଆ ଭାବେ ସମ୍ମାନିତ ହୋଇଛନ୍ତି । ଏହି ଖବର ପ୍ରଚାରିତ ହେବାପରେ ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି ।ଆଜି ସେ ନିଜ ଘରକୁ ଫେରିଥିବା…
Read More...

ପାଇକମାଲ ଲାୟନ୍ସ କ୍ଲବ ତରଫରୁ କମ୍ବଳ ବଣ୍ଟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଲାୟନ୍ସ କ୍ଲବ ତରଫରୁ ବୁଧବାର ଜର୍ଜଗଡ଼ ଗ୍ରାମରେ କମ୍ବଳ ବଣ୍ଟନ କରାଯାଇଥିଲା । ବର୍ତ୍ତମାନ ସମୟରେ ପ୍ରବଳ ଶୀତ ଅନୁଭୂତ ହେଉଥିବାରୁ ଗରିବ ବୁଢ଼ାବୁଢ଼ୀମାନେ ଶୀତ ଦାଉରୁ ରକ୍ଷା ପାଇବା ପାଇଁ ଆମେ କମ୍ବଳ ବଣ୍ଟନ କରୁଛୁ ବୋଲି…
Read More...

ସନ୍ଧ୍ୟାକାଳୀନ ବିଦାୟ ସମ୍ୱର୍ଦ୍ଧନା ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତ ଦହିଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ନାରାୟଣ ପାଣ୍ଡେଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟାକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ସଭା ଆରମ୍ଭ ପୂର୍ବରୁ କ୍ଲଷ୍ଟର ସ୍ୱର୍ଗତ ବିଭୁତି ଶତପଥୀଙ୍କ ପାଇଁ…
Read More...

ରୋତର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗରେ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ “ମାଟିର ମଣିଷ” ଉପନ୍ୟାସ…

ଆଗଲପୁର, (କେପିଏନ୍‌ଏସ୍‌) : ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗରେ କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ "ମାଟିର ମଣିଷ" ଉପନ୍ୟାସ ସଂପର୍କିତ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ବିଭାଗ ମୁଖ୍ୟ ପ୍ରମୋଦ କୁମାର ଦାଶଙ୍କ ସଭାପତିତ୍ୱରେ…
Read More...

ରାଉରକେଲାରେ ଚାଲିଥିବା ବିଭିନ୍ନ ଲୋକାଭିମୁଖୀ ଯୋଜନା ଓ ପ୍ରକଳ୍ପ ଗୁଡ଼ିକର ସ୍ଥିତି ସମୀକ୍ଷା କଲେ ଉପବାଚସ୍ପତି

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଶା ବିଧାନସଭାର ଉପବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କ ଅଧ୍ୟକ୍ଷତାରେ ରାଉରକେଲା ମହାନଗର ନିଗମ କାର୍ଯ୍ୟାଳୟରେ ଥିବା ସଭାଗୃହରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧ୍ୟକ୍ଷତା କରି ମାନ୍ୟବର ଉପବାଚସ୍ପତି ରାଉରକେଲା ସହରାଞ୍ଚଳରେ ଚାଲିଥିବା…
Read More...

ପାଟଣାଗଡ ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ଡିଜିଟାଲ ସକ୍ରିୟ ସଦସ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାଟଣାଗଡ଼, (କେପିଏନ୍‌ଏସ୍‌) : ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ପାଟଣାଗଡ ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ପାଟଣାଗଡ ପୂର୍ବତନ ବିଧାୟକ ସରୋଜ ମେହେରଙ୍କ ଉପସ୍ଥିତିରେ ଡିଜିଟାଲ ସକ୍ରିୟ ସଦସ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ…
Read More...

ଝାନ୍‌ସୀ ରାଣୀ ଲକ୍ଷ୍ମୀବାଇ ଆତ୍ମରକ୍ଷା ଓ ବର୍ଣ୍ଣାଳୀ ତାଲିମ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଝାନ୍‌ସୀ ରାଣୀ ଲକ୍ଷ୍ମୀବାଇ ଆତ୍ମରକ୍ଷା ଓ ବର୍ଣ୍ଣାଳୀ ତାଲିମ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ ହୋଇଯାଇଛି । ଏହି ଉଦ୍‌ଯାପନୀ ସଭା ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟିତ୍ରୀ ଗୋପାଳଜୀ ପ୍ରସାଦ…
Read More...