Daily Archives

ଗୃହମନ୍ତ୍ରୀ ଅମିତ ଶାହାଙ୍କ ବିବାଦୀୟ ମନ୍ତବ୍ୟକୁ ନେଇଁ ଘୋର ନିନ୍ଦା

କଣ୍ଟାବାଞ୍ଜି ସମ୍ବିଧାନ ଛକ ଠାରେ ବିକ୍ଷୋଭ ପ୍ରଦର୍ଶନ ତୁରେକେଲା, (ପିତାମ୍ବର ଦୀପ) : ଗୃହମନ୍ତ୍ରୀ ଅମିତ ଶାହା ସଂସଦରେ ବିବାଦୀୟ ମନ୍ତବ୍ୟକୁ ନେଇଁ ସାରା ଭାରତରେ ଆମ୍ବେଦକର ପ୍ରେମୀଙ୍କ ଆନ୍ଦୋଳନ ଜୋର ଧରିଛି । କଣ୍ଟାବାଞ୍ଜି ସହରର ଆମ୍ବେଦକର ଛକ ଠାରେ ମଧ୍ୟ ଆମ୍ବେଦକର ସଂଗଠନ ପକ୍ଷରୁ
Read More...

ମୁରିବାହାଲକୁ ବାବା ବୈଦ୍ୟନାଥ ଜ୍ୟୋତିର୍ଲିଙ୍ଗ ବାବାଧାମର ମନ୍ଦିର ପୂଜକ ପ୍ୟାରେଲାଲ ମିଶ୍ରଙ୍କ ପଦାର୍ପଣ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାକୁ ବାବା ବୈଦ୍ୟନାଥ ଜ୍ୟୋତିର୍ଲିଙ୍ଗ ବାବାଧାମ ମନ୍ଦିରର ପୂଜକ ପ୍ୟାରେଲାଲ ମିଶ୍ର ଗୁରୁବାର ପଦାର୍ପଣ କରିଥିଲେ । ତାଙ୍କୁ ମହିଳାମାନଙ୍କ ଦ୍ଵାରା ସଙ୍କୀର୍ତ୍ତନ୍ୟ ପରିବେଷଣ ସହ ଭବ୍ୟ ସ୍ୱାଗତ
Read More...

ଜିଲ୍ଲା କ୍ରୀଡା ସଂସଦର ବାର୍ଷିକ କ୍ରୀଡା ଉଦ୍‌ଯାପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଦୁଇଦିନ ଧରି ଗାନ୍ଧି ଷ୍ଟାଡିୟମ ଠାରେ ଚାଲିଥିବା ଜିଲ୍ଲା କ୍ରୀଡା ସଂସଦର ୫୩ତମ ବାର୍ଷିକ କ୍ରୀଡା ସମାରୋହ ଗୁରୁବାର ଉଦ୍‌ଯାପିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଡ. ବିଜୟାନନ୍ଦ ସେଠି ଏଥିରେ ଯୋଗଦେଇ କ୍ରିଡାବିତ୍‌ ମାନଙ୍କୁ
Read More...

କଣ୍ଟାବାଞ୍ଜି ସହରର ପ୍ରଥମ ମହିଳା ବି.ଏସ୍‌.ଏଫ୍‌ ଯବାନକୁ ସମ୍ବର୍ଦ୍ଧିତ

ତୁରେକେଲା, (ପିତାମ୍ବର ଦୀପ) : କଣ୍ଟାବାଞ୍ଜି ସହରରେ ସ୍ଥିତ ନୂଆପଡା ବାସିନ୍ଧା ମଣିଆ ବେହେରାଙ୍କ କନିଷ୍ଠ ଝିଅ ଭୂମିସୁତା ବେହେରା ବି.ଏସ୍‌.ଏଫ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବାରୁ ତାଙ୍କୁ ବିଭିନ୍ନ ସଂଗଠନ ତରଫରୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ମଧ୍ୟବିତ ପରିବାରର ବାପା ମାଁଙ୍କ
Read More...

ପୁଇଁନ୍ତଳାରେ ଗଡ଼ିଲା ପୋଷ୍ୟ ସନ୍ତାନ ଗ୍ରହଣ ସଚେତନତା ରଥ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ପୁଇଁନ୍ତଲା ବ୍ଲକ୍‌ର ସିଡିପିଓ ସୁଷମା ତ୍ରିପାଠୀ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଜୟ ହୋତା, ବ୍ଲକ୍ ସାମାଜିକ ସୁରକ୍ଷା ଅଧିକାରିଣୀ କଳ୍ପନା ପଣ୍ଡାଙ୍କ ଉପସ୍ଥିତିରେ ପୋଷ୍ୟ ସନ୍ତାନ ଗ୍ରହଣ ସଚେତନତା ରଥ ବ୍ଲକ୍ ଅନ୍ତର୍ଗତ
Read More...

ବ୍ଲକସ୍ତରୀୟ ବର୍ଣ୍ଣାଳୀ ତାଲିମ ଶିବିର ଉଦ୍‌ଯାପିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ଡୁଙ୍ଗୁରିପାଲି ଠାରେ ବ୍ଲକସ୍ତରୀୟ ବର୍ଣ୍ଣାଳୀ ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ୩ ଦିନ ଧରି ଚାଲିଥିବା ଏହି କାର୍ଯ୍ୟକ୍ରମକୁ ଡୁଙ୍ଗୁରିପାଲି ଉଚ୍ଚ ବିଦ୍ୟାଳୟର ପ୍ରଧାନ
Read More...

ପୁଇଁତଲା ବ୍ଲକରେ ବର୍ଣ୍ଣାଳୀ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା ସ୍କୁଲ ଏଜୁକେଶନ୍‌ ପ୍ରୋଗ୍ରାମ ଅଥରିଟି (ଓସେପା) ଓ ସମଗ୍ର ଶିକ୍ଷା ଅଭିଯାନ (ଏସ୍‌ଏସ୍‌ଏ )ବଲାଙ୍ଗିର ତରଫରୁ ପୁଇଁତଲା ବ୍ଲକର ରାମଜୀ ହାଇସ୍କୁଲ କୁରୁଲ ଓ ରଣ୍ଡା ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଠାରେ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ବର୍ଣ୍ଣାଳୀ ପ୍ରଶିକ୍ଷଣ ଶିବିର
Read More...

ପୋଷ୍ୟ ସନ୍ତାନ ଗ୍ରହଣ, ପ୍ରତିପାଳନ ଶିଶୁ ଯତ୍ନ ଆଧାରିତ ସଚେତନତା

ଗୁଡଭେଲା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକର କଲ୍ୟାଣ ମଣ୍ଡପ ଠାରେ ପୋଷ୍ୟ ସନ୍ତାନ ଗ୍ରହଣ, ପ୍ରତିପାଳନ ଶିଶୁ ଯତ୍ନ ଆଧାରିତ ସଚେତନତା ଗୁଡଭେଲା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଆର୍ତ୍ତତ୍ରାଣ ଥାଟିଙ୍କ ଅଧ୍ୟକ୍ଷତାରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା
Read More...

ଦ୍ଵିତୀୟ ଦିବସରେ ରାଜ୍ୟ ସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ

ବରଗଡ, (ନିରୋଜ କୁମାର ପାଣୀ) : ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମମାଟି ବରପାଲି ସ୍ଥିତ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ଖେଳପଡିଆ ଠାରେ ଚାଲି ଥିବା ରାଜ୍ୟ ସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀର ଦ୍ଵିତୀୟ ଦିବସରେ ରାଜ୍ୟର ୩୦ଟି ଜିଲ୍ଲାରୁ ଆସିଥିବା ୨୧୦ଟି ପ୍ରକଳ୍ପର ମୂଲ୍ୟାଙ୍କନ ଦକ୍ଷ
Read More...

ଭୁବନେଶ୍ଵରପୁରରେ ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ପରୀକ୍ଷା ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଭୁବନେଶ୍ୱରପୁର ଠାରେ ଫ୍ରେଣ୍ଡସ କ୍ଲବ ଭୁବନେଶ୍ୱରପୁର ଓ ମୂରଲୀ କ୍ରିଷ୍ଣା ଫାଉଣ୍ଡେସନ ମିଳିତ ଆନୁକୂଲ୍ୟରେ ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ବିକାଶ ହସ୍ପିଟାଲର
Read More...