Daily Archives

ବଡ଼ସାଇମରା ହାଇସ୍କୁଲରେ ବ୍ଲକସ୍ତରୀୟ ଶିଶୁ ମେଳା ଉଦଯାପିତ

୧୦ଜଣ ପ୍ରତିଭା ଜିଲ୍ଲାସ୍ତରକୁ ମନୋନୀତ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ତରଫରୁ ଶନିବାର ବଡ଼ସାଇମରା ସ୍ୱାମୀ ବିବେକାନନ୍ଦ ହାଇସ୍କୁଲ ଠାରେ ୪୧ତମ ବ୍ଲକସ୍ତରୀୟ ଶିଶୁ ମେଳା ଅନୁଷ୍ଠିତ ହୋଇଯାଇଛି
Read More...

ପାଟଣାଗଡ଼ ପ୍ରେସ କ୍ଲବର ବାର୍ଷିକ ବୈଠକ

ପାଟଣାଗଡ଼, (ଭୋଜରାଜ ଦଣ୍ଡସେନା) : ବଲାଙ୍ଗିର ଜିଲ୍ଲା ପାଟଣାଗଡ ପ୍ରେସ କ୍ଲବର ବାର୍ଷିକ ବୈଠକ ଆଜି ପୁରୋହିତ ଫାର୍ମ ହାଉସରେ ଅନୁଷ୍ଠିତ ହୋଇଯାଇଛି । କ୍ଲବର ସଭାପତି ଅଜିତ ପୁରୋହିତଙ୍କ ସଭାପତିତ୍ୱ କରିଥିଲେ । ଅନୁଷ୍ଠିତ ସଭାରେ ଆଗାମୀ ଦିନର କାର୍ଯ୍ୟକ୍ରମ ଉପରେ ଆଲୋଚନା ହୋଇଥିବା ସାଙ୍ଗେ
Read More...

ଚତୁର୍ଥ ପଦ୍ମପୁର ଲୋକ ମହୋତ୍ସବ ସାଂସ୍କୃତିକ ପର୍ବର ଚତୁର୍ଥ ସନ୍ଧ୍ୟା

ଆକର୍ଷଣ ସାଜିଲା ଆସାମର ବିହୁ ଓ ପଶ୍ଚିମବଙ୍ଗର ଛଉ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥାନୀୟ ଅଶୋକ ଖେଳ ପଡିଆ ଠାରେ ଟାଉନ କ୍ଲବ ପଦ୍ମପୁର ତରଫରୁ ଆୟୋଜିତ ଚତୁର୍ଥ ପଦ୍ମପୁର ଲୋକ ମହୋତ୍ସବର ଆଜି ଚତୁର୍ଥ ସନ୍ଧ୍ୟାରେ ଗ୍ରାମ୍ୟ ଉନ୍ନୟନ ପଞ୍ଚାୟତିରାଜ ଓ ଜଳ ଯୋଗାଣ ବିଭାଗ
Read More...

ଜାତୀୟ ସ୍ତରରେ ଭାଗନେବା ପାଇଁ ଯୋଗ୍ୟ ବିବେଚିତ ହେଲେ ଶ୍ରୁତୀ କୁମ୍ଭାର

ବରପାଲି, (କେପିଏନ୍‌ଏସ୍‌) : ଗତ ତା-୧୮-୧୨-୨୦୨୪ ରୁ ତା-୨୦-୧୨-୨୦୨୪ ରିଖ ମଧ୍ୟରେ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ, ବରପାଲି ଠାରେ ଅନୁଷ୍ଠିତ ହୋଇଥିବା ୫୧ ତମ ରାଜ୍ୟସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ୨୦୨୪ରେ ସରକାରୀ ଉଚ୍ଚ ବିଦ୍ୟାଳୟ ବନାଇମୁଣ୍ଡା (ଏସ୍‌.ଏସ୍‌.ଡ଼ି)ର ବିଜ୍ଞାନ ଶିକ୍ଷକ
Read More...

ଚାକିରି ସର୍ତ୍ତାବଳୀ ଏବଂ ପେନସନ ଦାବିରେ ରାଜରାସ୍ତାକୁ ଓହ୍ଲାଇବ ୪୮୮ ବର୍ଗ ଶିକ୍ଷକ ଓ କର୍ମଚାରୀ ସଂଘ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ନିଯୁକ୍ତି ଦିନକୁ ଭିତ୍ତି କରି ଚାକିରି ସର୍ତ୍ତାବଳୀ ଓ ପେନସନ ଦାବୀରେ ନିଖିଳ ଓଡ଼ିଶା ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ (୪୮୮ ବର୍ଗ) ଶିକ୍ଷକ ଓ କର୍ମଚାରୀ ସଂଘ ଆସନ୍ତା ୨୬ ତାରିଖରେ ରାଜରାସ୍ତାକୁ ଓହ୍ଲାଇବ ବୋଲି ସଂଘର ସଭାପତି ମାନସ ପୁରୋହିତ ଏକ ପ୍ରେସ
Read More...

ନେହେରୁ ସେବା ସଂଘ ତରଫରୁ ପୋଷ୍ୟ ସନ୍ତାନ ଗ୍ରହଣ କରିନେଇଥିବା ବିଦେଶୀ ଦମ୍ପତିଙ୍କୁ ସମ୍ବର୍ଦ୍ଧନା

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ନେହେରୁ ସେବା ସଂଘ ଭବାନୀପାଟଣା ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ କଳାହାଣ୍ଡି ତରଫରୁ ଭବାନୀପାଟଣାର ପୋଷ୍ୟ ସନ୍ତାନ ଗ୍ରହଣ କରିଥିବା ଇଟାଲୀର ଦମ୍ପତି ଲୁସିଆନା ରୋସି ଓ ଲୁଇଗୀ ରୋସୋ ଏବଂ ଝିଅ ପ୍ରତୀକ୍ଷାକୁ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏଥିରେ
Read More...

କୁଶଦାଦରରେ ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ସପ୍ତମ ମାସିକ ବୈଠକ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ କୁଶଦାଦର ପ୍ରାଥମିକ ବିଦ୍ୟାଳୟରେ ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ସପ୍ତମ ମାସିକ ବୈଠକ ଆୟୋଜିତ ହୋଇଯାଇଛି । ସ୍ଥାନୀୟ ପ୍ରଧାନ ଶିକ୍ଷକ ରଘୁନାଥ ବାଗଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ପଣ୍ଡରାପାଲି
Read More...

ଓଷ୍ଟା ରାଉରକେଲା ସିଟି ଜୋନ୍‌ର ଶିଶୁ ଉତ୍ସବ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ରାଉରକେଲା ସିଟି ଜୋନ୍ ତରଫରୁ ୪୧ତମ ଦ୍ୱିଦିବସୀୟ ଶିଶୁ ଉତ୍ସବ ସେକ୍ଟର ୧ ସ୍ଥିତ ସ୍କାଉଟ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ଓଷ୍ଟା ରାଉରକେଲା ସିଟି ଜୋନ୍‌ର ସଭାପତି ଶିଶିର କୁମାର ପାଣିଙ୍କ ସଭାପତିତ୍ୱ ଓ
Read More...

ଚିନ୍ତାମଣି ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଯାପିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଗତ ଦୁଇଦିନ ଧରି ଆୟୋଜିତ ହୋଇଥିବା ଲୋଇସିଂହା ବ୍ଲକ ତଲିଉଡାର ଚିନ୍ତାମଣି ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଆଜି ଉଦ୍‌ଯାପିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚନ୍ଦ୍ରଶେଖର ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି
Read More...

ପୁଲସଖଣ୍ଡ ପ୍ରାଥମିକ ବିଦ୍ୟାଳୟ ପରିସରରେ ସପ୍ତମ କ୍ଲଷ୍ଟର ସ୍ତରୀୟ ବୈଠକ

ପୁଲସଖଣ୍ଡ, (କେପିଏନ୍‌ଏସ୍‌) : ପୁଲସଖଣ୍ଡ ପ୍ରାଥମିକ ବିଦ୍ୟାଳୟ ପରିସରରେ ସପ୍ତମ କ୍ଲଷ୍ଟର ସ୍ତରୀୟ ବୈଠକ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ରବିଚନ୍ଦ୍ର ବୁଡେକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବଡବନ୍ଧ କ୍ଲଷ୍ଟରର ସମସ୍ତ ପ୍ରଧାନଶିକ୍ଷକ ଏବଂ ଏଫ୍‌.ଏଲ୍‌.ଏନ୍‌ ଶିକ୍ଷକ
Read More...