ପତ୍ରାପାଲି (କ) ବିଦ୍ୟାଳୟର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦ୍ଯାପିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ପତ୍ରାପାଲି (କ) ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ୨ ଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦ୍ଯାପିତ ହୋଇଯାଇଛି । ପ୍ରଧାନଶିକ୍ଷକ ଜୟଦେବ ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବାର୍ଷିକ!-->…
Read More...
Read More...