Daily Archives

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୁଏତର ସର୍ବୋଚ୍ଚ ଜାତୀୟ ପୁରସ୍କାରରେ ସମ୍ମାନିତ

ନୂଆଦିଲ୍ଲୀ, (ପିଆଇବି) : କୁଏତର ଅମିର ମହାମହିମ ଶେଖ ମେଶଲ ଅଲ-ଅହମ୍ମଦ ଅଲ-ଜବର ଅଲ-ସବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୁଏତର ସର୍ବୋଚ୍ଚ ଜାତୀୟ ପୁରସ୍କାର ‘ଅର୍ଡର ଅଫ୍ ମୁବାରକ ଅଲ-କବୀର’ ପ୍ରଦାନ କରି ସମ୍ମାନିତ କରିଛନ୍ତି । କୁଏତର ପ୍ରଧାନମନ୍ତ୍ରୀ ମହାମହିମ ଶେଖ ଅହମ୍ମଦ
Read More...

ଓଡ଼ିଶା ସାମ୍ବାଦିକ ୟୁନିୟନର ୫୩ତମ ପ୍ରତିଷ୍ଠା ଦିବସ ସମାରୋହରେ କେନ୍ଦ୍ରମନ୍ତ୍ରୀ

• ସାମ୍ବାଦିକମାନଙ୍କୁ ସୁରକ୍ଷା, ସୁବିଧା ଓ ଅଧିକାର ପ୍ରଦାନ କରିବା ଆମର ଦାୟିତ୍ୱ - ଧର୍ମେନ୍ଦ୍ର ପ୍ରଧାନ• ସାମ୍ବାଦିକ ସୁରକ୍ଷା ଅଧିନିୟମ ଆଣିବା ସହ ସେମାନଙ୍କୁ ବିଧିବିଦ୍ଧ ଭାବରେ ମାନ୍ୟତା ପ୍ରଦାନ କରିବା ତଥା ପେନସନ ବ୍ୟବସ୍ଥା କରିବା ପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ• ଗତ ନିର୍ବାଚନରେ
Read More...

ଡି.ଆଇ.ଇ.ଟିରେ ‘ଜାତୀୟ ଗଣିତ ଦିବସ’ ପାଳନ

ତୁରେକେଲା, (ପିତାମ୍ବର ଦୀପ) : ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଡି.ଆଇ.ଇ.ଟି) ବଲାଙ୍ଗିରର ସମ୍ମିଳନୀ କକ୍ଷ ଠାରେ ‘ଜାତୀୟ ଗଣିତ ଦିବସ’ ଡିସେମ୍ବର ୨୨ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି, ରାଜେନ୍ଦ୍ର କଲେଜ ବଲାଙ୍ଗିରର ଅବସର ପ୍ରାପ୍ତ ଗଣିତ
Read More...

ବଜାସାଲ ନାଚରେ ଦୁଲୁକିଲା ବୁଢ଼ାଡଙ୍ଗର ମଞ୍ଚ

କେସିଙ୍ଗା, (ପ୍ରୀତେଶ ପଟେଲ) : ଲୋକ ସଂସ୍କୃତି ଓ ଆଦ୍ୟକଳାର ପ୍ରତିବିମ୍ବ ବୁଢ଼ାଡଙ୍ଗର ଲୋକ ମହୋତ୍ସବ ରବିବାର ଦିନ କେସିଙ୍ଗା ଜଗନ୍ନାଥ ମନ୍ଦିର ପଡିଆଠାରେ ମହା ସମାରୋହରେ ଉଦ୍‌ଘାଟିତ ହୋଇଯାଇଛି । ପ୍ରଥମ ଦିନର ପ୍ରଥମ ଅଧିବେଶନରେ ମୁଖ୍ୟ ଅତିଥିଭାବରେ ଜିଲ୍ଲା ସଂସ୍କୃତି ଅଧିକାରୀ
Read More...

ବିରେନ୍ଦ୍ର କୁମାର ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ଅନ୍ତର୍ଗତ କଠଉମାଲ ସ୍ଥିତ ବିରେନ୍ଦ୍ର କୁମାର ଡିଗ୍ରୀ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପୂର୍ବତନ ବିଧାୟକ ସ୍ୱର୍ଗତ ବିରେନ୍ଦ୍ର କୁମାର ସାହୁଙ୍କ ୯୧ତମ ଜନ୍ମଜୟନ୍ତୀ ଅବସରରେ
Read More...

ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଦୀପ୍ତିପୁର ଠାରେ ଜିଲ୍ଲା ସ୍ତରୀୟ କର୍ମୀ ସମ୍ମିଳନୀ ଓ ମାତୃ ପ୍ରକୋଷ୍ଠ…

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଦୀପ୍ତିପୁର ଠାରେ ଜିଲ୍ଲା ସ୍ତରୀୟ କର୍ମୀ ସମ୍ମିଳନୀ ଓ ମାତୃ ପ୍ରକୋଷ୍ଠ ଉଦ୍‌ଘାଟିତ ହୋଇଯାଇଛି । ଏହି ଉଦ୍‌ଘାଟନୀ ଉତ୍ସବରେ ବରଗଡ ଜିଲ୍ଲାର ସମସ୍ତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ
Read More...

ଚତୁର୍ଥ ପଦ୍ମପୁର ଲୋକ ମହୋତ୍ସବ ସାଂସ୍କୃତିକ ପର୍ବରେ ଜବନିକା

ଶେଷ ରଜନୀରେ ଗର୍ଜିଲା ମଞ୍ଚ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥାନୀୟ ଅଶୋକ ଖେଳ ପଡିଆ ଠାରେ ଟାଉନ କ୍ଲବ ପଦ୍ମପୁର ତରଫରୁ ଆୟୋଜିତ ଚତୁର୍ଥ ପଦ୍ମପୁର ଲୋକ ମହୋତ୍ସବ ଶେଷ ସନ୍ଧ୍ୟାରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ଓ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ସାଂସଦୀୟ ବ୍ୟାପାର
Read More...

ଷଷ୍ଠ ଡିଏଭି ୟୁନାଇଟେଡ ଫେଷ୍ଟିଭାଲରେ କେନ୍ଦ୍ରମନ୍ତ୍ରୀ

• ଭାରତୀୟ ଶିକ୍ଷା ବ୍ୟବସ୍ଥାର ପରମ୍ପରାକୁ ଆଗକୁ ବଢ଼ାଇଛି ଡିଏଭି- ଧର୍ମେନ୍ଦ୍ର ପ୍ରଧାନ• ୨୦୩୬ ସୁଦ୍ଧା ଓଡ଼ିଶାକୁ ଭାଷାଭିତ୍ତରେ ୧୦୦ ବର୍ଷ ପୂରିବା ବେଳେ ଡିଏଭି ସ୍କୁଲ ସଂଖ୍ୟା ୬୦ରୁ ୧୦୦କୁ ବଢାଯାଉ• ଓଡ଼ିଶାରେ ଡିଏଭି ଶିକ୍ଷାର ଦ୍ୱିତୀୟ ବିଶ୍ୱବିଦ୍ୟାଳୟ ଖୋଲିବା ନେଇ ଡିଏଭି
Read More...