Daily Archives

ପୋଷ୍ୟ ଗ୍ରାମ ସକଟାକୁ ପରିଦର୍ଶନ କଲେ ଜିଲ୍ଲାପାଳ

ମୁନିଗୁଡା, (ରମାକାନ୍ତ ପଡ଼ାଲ) : ଆଜି ମୁନିଗୁଡା ବ୍ଲକ ମୁନିଖୋଲ ପଞ୍ଚାୟତର ସକଟା ଭଳି ଡ଼ଙ୍ଗରିଆ ଅଧ୍ୟୁଷିତ ଗ୍ରାମକୁ ଜିଲ୍ଲାପାଳ ପରିଦର୍ଶନରେ ଆସି ଅଂଚଳର ବିକାଶ ଦିଗରେ ସମସ୍ତ ବ୍ଲକ ଅଧିକାରୀଙ୍କ ସହ ଆଲୋଚନା କରି ବିଭିନ୍ନ ବିକାଶ ପାଇଁ ଡ଼ଙ୍ଗରିଆ ଗାଁର ଘର ଘର ବୁଲି ଡ଼ଙ୍ଗରିଆ ଗାଁର ସମସ୍ତ
Read More...

ଲୌହମାନବୀ ସରଳା ଦେବୀଙ୍କ ଜୀବନାଦର୍ଶ ଆଲୋଚନା ଚକ୍ର

ସରଳା ଦେବୀ ଥିଲେ ନାରୀ ଜାଗରଣର ଅଗ୍ନି ସ୍ଫୁଲିଙ୍ଗ : ଡ଼ଃ ମିଶ୍ର ରାଉରକେଲା, (ସସ୍ମିତା ପ୍ରଧାନ) : ଭଜକୃଷ୍ଣ ସାରସ୍ଵତ ସ୍ମୃତି ସଂସଦ ରାଉରକେଲା, ସରଳାଦେବୀ ସ୍ମୃତି ସଂସଦ କଟକ ଓ ଓଡ଼ିଆ ବିଭାଗ ରାଉରକେଲା କଲେଜ ରାଉରକେଲାର ମିଳିତ ଆନୁକୂଲ୍ୟରେ ଲୌହମାନବୀ ସରଳା ଦେବୀଙ୍କ ଜୀବନାଦର୍ଶ
Read More...

ବେଆଇନ ଦାଦନ ଚାଲାଣ ବେଳେ ୨୫ ଦାଦନ ଶ୍ରମିକ ଉଦ୍ଧାର

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଦାଦନ ଚାଲାଣ ବେଳେ ତୁରେକେଲା ପୋଲିସ ଦ୍ୱାରା ଚଢାଉ । ପୋଲିସ ପେଟ୍ରୋଲିଙ୍ଗ ସମୟରେ ଚଢାଉ କରି ୨୫ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି ତୁରେକେଲା ପୋଲିସ । ଶ୍ରମିକଙ୍କ ମଧ୍ୟରେ ୧୦ ଜଣ ପୁରୁଷ ୧୧ଜଣ ମହିଳା ଥିବାବେଳେ ୪ ଜଣ ଶିଶୁ ଥିବା ଜଣାପଡିଛି ।
Read More...

ବଲାଙ୍ଗିର ସରସ୍ୱତୀ ଶିଶୁ ମନ୍ଦିର କଦମପଡାର ବାର୍ଷିକ ଉତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପ୍ରତିବର୍ଷ ଭଳି ଏ ବର୍ଷ ମଧ୍ୟ ସରସ୍ୱତୀ ଶିଶୁ ମନ୍ଦିର, କଦମପଡାର ବାର୍ଷିକ ଉତ୍ସବ ପାଳନ କରାଯାଇଛି । ଏହି ଉତ୍ସବ ସଭାପତି ଡକ୍ତର ଭବାନୀ ଶଙ୍କର ପଟେଲ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥିଭାବେ ସ୍ୱାସ୍ଥ୍ୟମନ୍ତ୍ରୀ ଡା. ମୁକେଶ ମହାଲିଙ୍ଗ, ମୁଖ୍ୟବକ୍ତା ଭାବରେ
Read More...

ସାହିତ୍ୟ ଛାତ୍ରଛାତ୍ରୀଙ୍କ ସଠିକ୍ ମାର୍ଗ ଦର୍ଶକ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାଷା ଯେତେ ସରଳ ହେବ ଆମ ସାହିତ୍ୟ ସେତେ ରୁଦ୍ଧିମନ୍ତ ହେବ, ସାହିତ୍ୟ ରୁଦ୍ଧିମନ୍ତ ହେଲେ ଆମ ସଂସ୍କୃତି ସମୃଦ୍ଧ ହେବ, ସଂସ୍କୃତି ସମୃଦ୍ଧ ହେଲେ ଆମ ପିଲାଙ୍କର ସଠିକ ମାର୍ଗ ଦର୍ଶକ ସାଜିବ । ଏହା ଥିଲା ଛେଣ୍ଡ ସ୍ଥିତ ଧାମରା ସଂଘ ପରିସରରେ ଆୟୋଜିତ ରାଉରକେଲା
Read More...

ଲେଡି ଲାୟନର ଶିଶୁ ମହୋତ୍ସବ ଆସନ୍ତା ୨୭ ଓ ୨୮ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ଲେଡି ଲାୟନର ଶିଶୁ ମହୋତ୍ସବ ଆସନ୍ତା ୨୭ ଓ ୨୮ ତାରିଖରେ ଝିରପାଣିର ବିଜୟ ପଡ଼ିଆ ଠାରେ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି । ସେକ୍ଟର ୧୯ସ୍ଥିତ ଏକ ହୋଟେଲରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଅନୁଷ୍ଠାନର ମୁଖ୍ୟ ବନ୍ଦିତା ମହନ୍ତ,
Read More...

ବନ୍ଧପଡ଼ା କ୍ରିକେଟ ଟୁର୍ଣ୍ଣାମେଣ୍ଟ : ସେମି ଫାଇନାଲରେ କର୍ଲାପିଟା

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ବନ୍ଧପଡ଼ା ଖେଳ ପଡ଼ିଆରେ ସୋମବାର ଦିନରୁ ଆରମ୍ଭ ହୋଇଥିବା କ୍ରିକେଟ ପ୍ରତିଯୋଗିତାର ମଙ୍ଗଳବାର ୨ୟ ଦିବସର କ୍ୱାଟର ଫାଇନାଲରେ କର୍ଲାପିଟା ଦଳ ବିଜୟୀ ହୋଇ ସେମି ଫାଇନାଲରେ ପ୍ରବେଶ କରିଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଦେଓଗାଁ ସରପଞ୍ଚ
Read More...

ଜିଲ୍ଲାସ୍ତରୀୟ ସୁନ୍ଦର ସ୍ୱାସ୍ଥ୍ୟ ଓ ବେଂଚ ପ୍ରେସ ପ୍ରତିଯୋଗିତା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଆମେଚର ବଡିବିଲ୍‌ଡର୍‌ ଆସୋସିଏସନ୍‌ ଏବଂ ବଲାଙ୍ଗିର ଜିଲ୍ଲା ଜିମନାଷ୍ଟିକ୍‌ ଆସୋସିଏସନ୍‌ର ମିଳିତ ଉଦ୍ୟମରେ ଜିଲ୍ଲା ସ୍ତରୀୟ ସୁନ୍ଦର ସ୍ୱାସ୍ଥ୍ୟ ଓ ବେଂଚ ପ୍ରେସ ପ୍ରତିଯୋଗିତା ସ୍ଥାନୀୟ ଗାନ୍ଧୀ ପାଠାଗାରରେ ଅନୁଷ୍ଠିତ ହୋଇଯାଇଛି । ଓଡିଶା ବଡି
Read More...

ସର୍ବଭାରତୀୟ ସାଧୁଚରଣ ମେମୋରିଆଲ ଛିନ୍ଦେଇକେଲା କପ୍ ଉଦ୍‌ଘାଟିତ

ନାଗପୁରକୁ ହରାଇ ସେମିରେ କଣ୍ଟାବାଞ୍ଜି ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ତ ପାଇକମାଲ ବ୍ଲକ ଛିନ୍ଦେଇକେଲା ଚନ୍ଦ୍ରଶେଖର ମିନି ଷ୍ଟାଡିୟମରେ ଚାଲିଥିବା ୨୮ତମ ସର୍ବ ଭାରତୀୟ ସାଧୁଚରଣ ମେମୋରିଆଲ ଛିନ୍ଦେଇକେଲା କ୍ରିକେଟ କପ୍ ଉଦ୍‌ଘାଟିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ
Read More...

ପୁଝାରୀପାଲି ଗ୍ରାମରେ ପୋଲିସର ଜନସମ୍ପର୍କ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ପୋଲିସ ଉପଖଣ୍ଡର ଜଗଦଲପୁର ଥାନା ଅନ୍ତର୍ଗତ ପୁଝାରୀପାଲି ଗ୍ରାମ ଠାରେ ବରଗଡ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମିନାଙ୍କ ନିର୍ଦ୍ଦେଶ କ୍ରମେ ପୋଲିସର ଏକ ଜନସମ୍ପର୍କ ତଥା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ
Read More...