Daily Archives

ଅଦିନିଆ ବର୍ଷାରେ ଉଜୁଡି ଗଲା ଧାନ ଫସଲ : ମର୍ମାହତ ହୋଇ ଜୀବନ ହାରିଲେ ଭାଗଚାଷୀ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡ଼ମାଧପୁର ଗ୍ରାମ ପଞ୍ଚାୟତର ବରଙ୍ଗ ଗାଁର ଜଣେ ଚାଷୀ ପାଇଖାନା ଘରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଖବର ମିଳିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ଓ ପ୍ରଶାସନ ପହଞ୍ଚି ଘଟଣା ସମ୍ପର୍କରେ ଅନୁଧ୍ୟାନ
Read More...

ଦିନିକିଆ ବୌଦ୍ଧ ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ବୌଦ୍ଧ, (କେପିଏନ୍‌ଏସ୍‌) : ଗତକାଲି ବିଳମ୍ବିତ ରାତ୍ରିରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ବୌଦ୍ଧ ଆସି ବିଜୁ ପଟ୍ଟନାୟକ ଛକ ଠାରେ ପହଞ୍ଚିବା ପରେ ଦଳୀୟ କର୍ମକର୍ତ୍ତା ପୁଷ୍ପଗୁଚ୍ଛ ଦେଇ ସ୍ଵାଗତ କରିଥିଲେ । ଜିଲ୍ଲା ସର୍କିଟ ହାଉସରେ ପହଞ୍ଚି ସେଠାରେ ଦଳୀୟ କାର୍ଯ୍ୟକର୍ତ୍ତା ମାନଙ୍କ ସହ ଆଲୋଚନା
Read More...

ପି.ଏମ୍‌ ପୋଷଣ ପାଚିକାଙ୍କ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ମାୟାବର୍ହା କ୍ଲଷ୍ଟର ଅନ୍ତର୍ଗତ ପଣ୍ଡକିଟାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପି.ଏମ୍‌ ପୋଷଣରେ କାର୍ଯ୍ୟ କରୁଥିବା ପାଚିକାମାନଙ୍କ ପ୍ରଥମ ପର୍ଯ୍ୟାୟ ବ୍ଲକସ୍ତରୀୟ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
Read More...

ଜିଲ୍ଲାସ୍ତରୀୟ ସ୍ୱତନ୍ତ୍ରତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସ୍ୱତନ୍ତ୍ରତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ଡ଼ଃ ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଜି.ଏନ୍‌
Read More...

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଇଂରାଜୀ ନୂତନ ବର୍ଷ ୨୦୨୫ର ଡେସ୍କ୍ କ୍ୟାଲେଣ୍ଡର୍ ଓ ୱାଲ୍ କ୍ୟାଲେଣ୍ଡର୍…

ଭୁବନେଶ୍ୱର : ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୫ ଇଂରାଜୀ ନୂଆ ବର୍ଷ ଅବସରରେ ମହାପ୍ରଭୁଙ୍କ ଫଟୋ ଚିତ୍ର ଥାଇ ସୁଦୃଶ୍ୟ କ୍ୟାଲେଣ୍ଡର (ଉଭୟ ୱାଲ୍ ଏବଂ ଡେସ୍କ୍) ପ୍ରକାଶ ପାଇଛି । କ୍ୟାଲେଣ୍ଡର ଗୁଡିକର ପ୍ରଥମ କପିକୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହୋଇଛି । ଏହି ଦେବାର୍ପଣ ପରେ ଆଜି
Read More...

ଲଗାଣ ବର୍ଷା ଯୋଗୁଁ ରାସ୍ତା ବେହାଲ୍

କେସିଙ୍ଗା, (ପ୍ରୀତେଶ ପଟେଲ) : ଗ୍ରାମୀଣ ଜଳ ଯୋଗାଣ ଏବଂ ପରିମଳ ବିଭାଗ (ଆରଡବ୍ଲୁଏସ୍ଏସ୍)ର ଅବହେଳା ଯୋଗୁଁ କେସିଙ୍ଗା - ରୁପ୍ରା ରାସ୍ତାରେ ଏକ ବିପଦପୂର୍ଣ୍ଣ ପରିସ୍ଥିତି ଉପୁଜିଛି । ଗ୍ରାମୀଣ ସଡକ ଗୁଡ଼ିକ ଅପେକ୍ଷାକୃତ ସଂକୀର୍ଣ୍ଣ ଏବଂ ପାଇପ୍‌ ଲାଇନ ଲଗାଇବା ପାଇଁ ଖୋଳିବା ପରେ
Read More...

ଭାରତ ରତ୍ନ ଅଟଳ ବିହାରୀଙ୍କ ଜୟନ୍ତୀ ସମାରୋହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ବଲାଙ୍ଗିର ଶାଖା, ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଶତ ବାର୍ଷିକୀ ଜୟନ୍ତୀ, ଐତିହାସିକ ପୂର୍ଣ୍ଣଚନ୍ଦ୍ର ରଥ ପାଠାଗାର, ତେଲିଗୋଠପଡା ଠାରେ ପାଳନ ହୋଇଯାଇଛି । ଏଥିରେ ବଲାଙ୍ଗିର ପୂଜ୍ୟପୂଜା ସଂଗଠନ, ସଂଗଠକ ମଦନ ରଥଙ୍କ
Read More...

ଭାରତର ଅର୍ଥନୀତିରେ ପ୍ରବାସୀ ଭାରତୀୟଙ୍କ ଅବଦାନ ଶୀର୍ଷକ ଆଲୋଚନା ଚକ୍ର

ଆଗଲପୁର, (କେପିଏନ୍‌ଏସ୍‌) : ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତରେ ପ୍ରବାସୀ ଭାରତୀୟ ଦିବସ ଅବସରରେ "ଭାରତର ଅର୍ଥନୀତିରେ ପ୍ରବାସୀ ଭାରତୀୟମାନଙ୍କ ଅବଦାନ" ଶୀର୍ଷକ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କୁମାର ଷଡଙ୍ଗୀଙ୍କ
Read More...

ଶିଶୁ ସୁରକ୍ଷା ଆଇନ୍ ଓ ପୋଷ୍ୟ ସନ୍ତାନ ଗ୍ରହଣ ଆଧାରିତ ସଚେତନତା ଶିବିର ଅନୁଷ୍ଠିତ

ଆଗଲପୁର, (କେପିଏନ୍‌ଏସ୍‌) : ଆଗଲପୁର ବ୍ଲକର ମିଶନ ଶକ୍ତି ସଭାଗୃହ ଠାରେ ବ୍ଲକସ୍ତରୀୟ ଶିଶୁ ସୁରକ୍ଷା ଓ ପୋଷ୍ୟ ସନ୍ତାନ ଗ୍ରହଣ, ପ୍ରତିପାଳନ ତଥା ଶିଶୁଯତ୍ନ ଆଧାରିତ ସଚେତନତା କର୍ମଶାଳା ଶିଶୁ ସୁରକ୍ଷା ପ୍ରକଳ୍ପ ଅଧିକାରିଣୀ ଶୁଭଶ୍ରୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।
Read More...

ଶରଧାପାଲି ଗ୍ରାମରେ ଓସାକା ହାଇଦ୍ରାବାଦର ଡାଲଖାଇ ପୁରସ୍କାର ପ୍ରଦାନ ଉତ୍ସବ ଆୟୋଜିତ

ଆଗଲପୁର, (କେପିଏନ୍‌ଏସ୍‌) : ହାଇଦ୍ରାବାଦ ସ୍ଥିତ ପ୍ରବାସୀ ପଶ୍ଚିମ ଓଡିଶାବାସୀଙ୍କ ଅଗ୍ରଣୀ ଅନୁଷ୍ଠାନ "ଓସାକା" ତରଫରୁ କୋଶଳାଞ୍ଚଳ ଡାଲଖାଇ ପୁରସ୍କାର ଉତ୍ସବ - ୨୦୨୪ ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ନୁନିଆପାଲି ପଂଚାୟତର ଶରଧାପାଲି ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ଓଡିଶାର
Read More...