Daily Archives

ଅଦିନିଆ ବର୍ଷାରେ ଉଜୁଡି ଗଲା ଧାନ ଫସଲ : ମର୍ମାହତ ହୋଇ ଜୀବନ ହାରିଲେ ଭାଗଚାଷୀ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡ଼ମାଧପୁର ଗ୍ରାମ ପଞ୍ଚାୟତର ବରଙ୍ଗ ଗାଁର ଜଣେ ଚାଷୀ ପାଇଖାନା ଘରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଖବର ମିଳିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ଓ ପ୍ରଶାସନ ପହଞ୍ଚି ଘଟଣା ସମ୍ପର୍କରେ ଅନୁଧ୍ୟାନ…
Read More...

ଦିନିକିଆ ବୌଦ୍ଧ ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ବୌଦ୍ଧ, (କେପିଏନ୍‌ଏସ୍‌) : ଗତକାଲି ବିଳମ୍ବିତ ରାତ୍ରିରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ବୌଦ୍ଧ ଆସି ବିଜୁ ପଟ୍ଟନାୟକ ଛକ ଠାରେ ପହଞ୍ଚିବା ପରେ ଦଳୀୟ କର୍ମକର୍ତ୍ତା ପୁଷ୍ପଗୁଚ୍ଛ ଦେଇ ସ୍ଵାଗତ କରିଥିଲେ । ଜିଲ୍ଲା ସର୍କିଟ ହାଉସରେ ପହଞ୍ଚି ସେଠାରେ ଦଳୀୟ କାର୍ଯ୍ୟକର୍ତ୍ତା ମାନଙ୍କ ସହ ଆଲୋଚନା…
Read More...

ପି.ଏମ୍‌ ପୋଷଣ ପାଚିକାଙ୍କ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ମାୟାବର୍ହା କ୍ଲଷ୍ଟର ଅନ୍ତର୍ଗତ ପଣ୍ଡକିଟାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପି.ଏମ୍‌ ପୋଷଣରେ କାର୍ଯ୍ୟ କରୁଥିବା ପାଚିକାମାନଙ୍କ ପ୍ରଥମ ପର୍ଯ୍ୟାୟ ବ୍ଲକସ୍ତରୀୟ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।…
Read More...

ଜିଲ୍ଲାସ୍ତରୀୟ ସ୍ୱତନ୍ତ୍ରତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସ୍ୱତନ୍ତ୍ରତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ଡ଼ଃ ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଜି.ଏନ୍‌…
Read More...

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଇଂରାଜୀ ନୂତନ ବର୍ଷ ୨୦୨୫ର ଡେସ୍କ୍ କ୍ୟାଲେଣ୍ଡର୍ ଓ ୱାଲ୍ କ୍ୟାଲେଣ୍ଡର୍…

ଭୁବନେଶ୍ୱର : ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୫ ଇଂରାଜୀ ନୂଆ ବର୍ଷ ଅବସରରେ ମହାପ୍ରଭୁଙ୍କ ଫଟୋ ଚିତ୍ର ଥାଇ ସୁଦୃଶ୍ୟ କ୍ୟାଲେଣ୍ଡର (ଉଭୟ ୱାଲ୍ ଏବଂ ଡେସ୍କ୍) ପ୍ରକାଶ ପାଇଛି । କ୍ୟାଲେଣ୍ଡର ଗୁଡିକର ପ୍ରଥମ କପିକୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହୋଇଛି । ଏହି ଦେବାର୍ପଣ ପରେ ଆଜି…
Read More...

ଲଗାଣ ବର୍ଷା ଯୋଗୁଁ ରାସ୍ତା ବେହାଲ୍

କେସିଙ୍ଗା, (ପ୍ରୀତେଶ ପଟେଲ) : ଗ୍ରାମୀଣ ଜଳ ଯୋଗାଣ ଏବଂ ପରିମଳ ବିଭାଗ (ଆରଡବ୍ଲୁଏସ୍ଏସ୍)ର ଅବହେଳା ଯୋଗୁଁ କେସିଙ୍ଗା - ରୁପ୍ରା ରାସ୍ତାରେ ଏକ ବିପଦପୂର୍ଣ୍ଣ ପରିସ୍ଥିତି ଉପୁଜିଛି । ଗ୍ରାମୀଣ ସଡକ ଗୁଡ଼ିକ ଅପେକ୍ଷାକୃତ ସଂକୀର୍ଣ୍ଣ ଏବଂ ପାଇପ୍‌ ଲାଇନ ଲଗାଇବା ପାଇଁ ଖୋଳିବା ପରେ…
Read More...

ଭାରତ ରତ୍ନ ଅଟଳ ବିହାରୀଙ୍କ ଜୟନ୍ତୀ ସମାରୋହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ବଲାଙ୍ଗିର ଶାଖା, ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଶତ ବାର୍ଷିକୀ ଜୟନ୍ତୀ, ଐତିହାସିକ ପୂର୍ଣ୍ଣଚନ୍ଦ୍ର ରଥ ପାଠାଗାର, ତେଲିଗୋଠପଡା ଠାରେ ପାଳନ ହୋଇଯାଇଛି । ଏଥିରେ ବଲାଙ୍ଗିର ପୂଜ୍ୟପୂଜା ସଂଗଠନ, ସଂଗଠକ ମଦନ ରଥଙ୍କ…
Read More...

ଭାରତର ଅର୍ଥନୀତିରେ ପ୍ରବାସୀ ଭାରତୀୟଙ୍କ ଅବଦାନ ଶୀର୍ଷକ ଆଲୋଚନା ଚକ୍ର

ଆଗଲପୁର, (କେପିଏନ୍‌ଏସ୍‌) : ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତରେ ପ୍ରବାସୀ ଭାରତୀୟ ଦିବସ ଅବସରରେ "ଭାରତର ଅର୍ଥନୀତିରେ ପ୍ରବାସୀ ଭାରତୀୟମାନଙ୍କ ଅବଦାନ" ଶୀର୍ଷକ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କୁମାର ଷଡଙ୍ଗୀଙ୍କ…
Read More...

ଶିଶୁ ସୁରକ୍ଷା ଆଇନ୍ ଓ ପୋଷ୍ୟ ସନ୍ତାନ ଗ୍ରହଣ ଆଧାରିତ ସଚେତନତା ଶିବିର ଅନୁଷ୍ଠିତ

ଆଗଲପୁର, (କେପିଏନ୍‌ଏସ୍‌) : ଆଗଲପୁର ବ୍ଲକର ମିଶନ ଶକ୍ତି ସଭାଗୃହ ଠାରେ ବ୍ଲକସ୍ତରୀୟ ଶିଶୁ ସୁରକ୍ଷା ଓ ପୋଷ୍ୟ ସନ୍ତାନ ଗ୍ରହଣ, ପ୍ରତିପାଳନ ତଥା ଶିଶୁଯତ୍ନ ଆଧାରିତ ସଚେତନତା କର୍ମଶାଳା ଶିଶୁ ସୁରକ୍ଷା ପ୍ରକଳ୍ପ ଅଧିକାରିଣୀ ଶୁଭଶ୍ରୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।…
Read More...

ଶରଧାପାଲି ଗ୍ରାମରେ ଓସାକା ହାଇଦ୍ରାବାଦର ଡାଲଖାଇ ପୁରସ୍କାର ପ୍ରଦାନ ଉତ୍ସବ ଆୟୋଜିତ

ଆଗଲପୁର, (କେପିଏନ୍‌ଏସ୍‌) : ହାଇଦ୍ରାବାଦ ସ୍ଥିତ ପ୍ରବାସୀ ପଶ୍ଚିମ ଓଡିଶାବାସୀଙ୍କ ଅଗ୍ରଣୀ ଅନୁଷ୍ଠାନ "ଓସାକା" ତରଫରୁ କୋଶଳାଞ୍ଚଳ ଡାଲଖାଇ ପୁରସ୍କାର ଉତ୍ସବ - ୨୦୨୪ ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ନୁନିଆପାଲି ପଂଚାୟତର ଶରଧାପାଲି ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ଓଡିଶାର…
Read More...