ବାଙ୍କେଲ ଗ୍ରାମରେ ଅନୁଷ୍ଠିତ ଭ୍ରମରବର ବାଇ ଓ ସଜନା ବାଇ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ : ପାତଲପଡା ଚମ୍ପିୟାନ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଳକ ବାଙ୍କେଲ ଗ୍ରାମ ପଞ୍ଚାୟତ ସଦର ମହକୁମାଠାରେ ଚାଲିଥିବା ସ୍ୱର୍ଗତ ଭ୍ରମରବର ବାଇ ଓ ସ୍ୱର୍ଗତା ସଜନା ବାଇ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଆଜି ଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା । ଫାଇନାଲରେ ଜଗୁଆ ଦଳକୁ!-->…
Read More...
Read More...