ଝରିଆଲ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଠାରେ ଅଭିଯୋଗ ଶୁଣାଣି ଶିବିର
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଝରିଆଲ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଗ୍ରାମପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଝରିଆଲ ଗ୍ରାମ ପଞ୍ଚାୟତ ସରପଞ୍ଚ ଭରଦ୍ୱାଜ ଗହୀରଙ୍କ ସଭାପତିତ୍ୱରେ!-->…
Read More...
Read More...