tur
Daily Archives

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ବିୟୋଗରେ ଶୋକସଭା ଅନୁଷ୍ଠିତ

ରାୟଗଡା, (ଅକ୍ଷୟ କୁମାର ପିଡ଼ିସିକା) : ରାୟଗଡା ଜିଲ୍ଲା କାଶୀପୁର ବ୍ଲକ ସଦର ସ୍ଥିତ ଗାନ୍ଧୀ ମଣ୍ଡପ ଠାରେ ସ୍ୱର୍ଗୀୟ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିୟୋଗରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ଏହି ପରିପେକ୍ଷୀରେ ବ୍ଲକ କଂଗ୍ରେସ ସଭାପତି ଅଙ୍ଗଦ ନାଏକ ସ୍ୱର୍ଗୀୟ ମନମୋହନ
Read More...

୩୦ କେଜି ଗଞ୍ଜେଇ ସହ କାର୍ ଜବତ : ଜଣେ ଗିରଫ

ସଇଁତଲା, (ଲକ୍ଷ୍ମୀକାନ୍ତ ସାହୁ) : ବଲାଙ୍ଗିର ଜିଲ୍ଲାରେ ଦିନକୁ ଦିନ ଗଞ୍ଜେଇ ଚୋରା ଚାଲାଣ ବଢ଼ିବାରେ ଲାଗୁ ଥିବା ବେଳେ ଗଞ୍ଜେଇ ମାଫିଆଙ୍କୁ ଧରିବାରେ ତୁଷୁରା ଅବକାରୀ ବିଭାଗ ସଫଳ ହୋଇଛି । ବଲାଙ୍ଗିର ଜିଲ୍ଲା ତୁଷୁରା ଅବକାରୀ ବିଭାଗ ଚଢ଼ଉ କରି ୩୦ କେଜି ଗଞ୍ଜେଇ ସହ ଏକ କାର୍ ଜବତ କରିବା
Read More...

ସରକାରୀ ସହାୟତାରୁ ବଞ୍ଚିତ ବିଷ୍ଣୁ ପାଇକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ବାଦିକଟା ଗ୍ରାମ ପଞ୍ଚାୟତ ଗଣ୍ତପାଲି ଗ୍ରାମର ବିଷ୍ଣୁ ପାଇକଙ୍କ ବୟସ ପାଖାପାଖି ୭୦ରୁ ଅଧିକ ହେଲାଣି । ସରକାରୀ ସହାୟତାରୁ ବଞ୍ଚିତ ହୋଇଛନ୍ତି । ଦୀର୍ଘ ଦଶନ୍ଧି ଧରି ଭାରତ ସ୍ୱାଧୀନତା ପାଇଲା ପରେ ମଧ୍ୟ ଦେଶର ପ୍ରତ୍ୟେକ
Read More...

୨୦୨୪ : ଭାରତୀୟ କୂଟନୀତି ପାଇଁ ଉଲ୍ଲେଖନୀୟ ସଫଳତାର ବର୍ଷ

ନୂଆଦିଲ୍ଲୀ, (ପିଆଇବି) : ଭାରତୀୟ କୂଟନୀତି ପାଇଁ ବର୍ଷ ୨୦୨୪ ବେଶ ଉଲ୍ଲେଖନୀୟ ଥିଲା, ଯାହାକି ବିଶ୍ୱର ଏକ ପ୍ରମୁଖ ଶକ୍ତିଭାବେ ଭାରତର ସ୍ଥିତିକୁ ମଜବୁତ କରିଥିଲା । ଏହିବର୍ଷ ବିଭିନ୍ନ ଅନ୍ତର୍ଜାତୀୟ ନେତାଙ୍କୁ ଆତିଥେୟତା ପ୍ରଦାନ କରିବାଠାରୁ ଆରମ୍ଭ କରି ବିଶ୍ୱରେ ଶାନ୍ତି ପ୍ରତିଷ୍ଠା
Read More...

ତ୍ରିଦିବସୀୟ ଆଧ୍ୟାତ୍ମିକ କଥାମୃତ ରାସ ପଞ୍ଚାଧ୍ୟାୟୀ ସମାପିତ

ରାଉରକେଲା, (ସସ୍ମିତା ପ୍ରଧାନ) : ମାତାଞ୍ଜଳି ସୋସିଓ ସ୍ପିରିଚୁଆଲ ଟ୍ରଷ୍ଟ ତରଫରୁ ତ୍ରିଦିବସୀୟ ଆଧ୍ୟାତ୍ମିକ କଥାମୃତ ରାସ ପଞ୍ଚାଧ୍ୟାୟୀ ଅନୁଷ୍ଠିତ ହୋଇଯାଇଛି । ଟ୍ରଷ୍ଟର ମୁଖ୍ୟ ଇଂ ଆଲୋକ ରଞ୍ଜନ ମଲ୍ଲିକଙ୍କ ଆବାହକତ୍ୱରେ କୋଏଲ ନଗର ଆର୍‌ଏସ୍‌ପି ଅବସରପ୍ରାପ୍ତ କର୍ମଚାରୀ ସଂଘ କାର୍ଯ୍ୟାଳୟ
Read More...

ଓଡ଼ିଆ ଭାଷା ବିକାଶ ମଞ୍ଚର ସାହିତ୍ୟ ସନ୍ଧ୍ୟା ଓ ସ୍ମୃତି ତର୍ପଣ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ ଆନୁକୂଲ୍ୟରେ କଲଚରାଲ୍ ଏକାଡେମୀ ପରିସରରେ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ୱ ଓ ଶିକ୍ଷାବିତ୍ ପ୍ରଶାନ୍ତ କୁମାର ପତିଙ୍କ ଅଧ୍ୟକ୍ଷତାରେ ୨୦୨୪ର ଶେଷ କାବ୍ୟ ସନ୍ଧ୍ୟା ଓ ନୂତନ ବର୍ଷର ଆବାହନ ସହିତ ସ୍‌ସ୍ୱତନ୍ତ୍ର ଆଲୋଚନା ଚକ୍ର
Read More...

ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ “ଏକ ରାଷ୍ଟ୍ର ଏକ ନିର୍ବାଚନ” ଶୀର୍ଷକ ରାଜ୍ୟସ୍ତରୀୟ ଆଲୋଚନା…

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଏକ ରାଷ୍ଟ୍ର ଏକ ନିର୍ବାଚନ ଶୀର୍ଷକକୁ ନେଇ ଏକ ରାଜ୍ୟ ସ୍ତରୀୟ ଆଲୋଚନା ଚକ୍ର ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଯାଇଛି । ମହାବିଦ୍ୟାଳୟ ଅଧକ୍ଷ ଡ଼ଃ ଅଜୟ କୁମାର ତ୍ରିପାଠୀଙ୍କ ସଭାପତିତ୍ୱରେ ଆୟୋଜିତ ଏହି
Read More...

ଟି.ବି. ମୁକ୍ତ ଭାରତ ଅଭିଯାନରେ ଆଇ.ଆର୍.ଇ.ଏଲ୍.(ଇଣ୍ଡିଆ)ର ବଳିଷ୍ଠ ପଦକ୍ଷେପ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାରେ ଭାରତ ସରକାରଙ୍କର ଦୃଢ଼ ସଂକଳ୍ପ ଟି.ବି. ହାରିବ, ଦେଶ ଜିତିବ ବ୍ୟାପକ ପ୍ରୟାସ ଜାରି ରହିଛି । ଟି.ବି. ମୁକ୍ତ ଭାରତ ଅଭିଯାନରେ ବିଭିନ୍ନ ଗ୍ରାମପଞ୍ଚାୟତସ୍ତରରୁ ସହରାଞ୍ଚଳ ପର୍ଯ୍ୟନ୍ତ ଲୋକଙ୍କ ପାଖରେ ରାଜଯକ୍ଷ୍ମା ଯଥା ଟି.ବି.
Read More...

ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତିର ଆବେଦନ ପରେ ଯଥା ଶୀଘ୍ର କ୍ଷତିପୂରଣ ପ୍ରଦାନରେ ବୀମା କମ୍ପାନୀଙ୍କୁ ସହଯୋଗ ପାଇଁ…

କୌଣସି ପ୍ରକାର ବ୍ୟତିକ୍ରମକୁ ବରଦାସ୍ତ କରାଯିବନି ଭୁବନେଶ୍ୱର : ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି ସମ୍ପର୍କିତ କ୍ଷତିପୂରଣ ଯଥା ଶୀଘ୍ର ପ୍ରଦାନ ପାଇଁ ବୀମା କମ୍ପାନୀମାନଙ୍କ ସହ ଏକ ଜରୁରୀକାଳୀନ ବୈଠକ କୃଷି ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ଼ଃ.
Read More...

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ସପ୍ତମ ପାଳି

ଲୋକଙ୍କ ସରକାର ଲୋକଙ୍କ ସହିତ ଅଛନ୍ତି ଓ ତାଙ୍କ ସମସ୍ୟାର ସମାଧାନ କରିବା ପାଇଁ ପଦକ୍ଷେପ ନେଉଛନ୍ତି - ମୁଖ୍ୟମନ୍ତ୍ରୀଗତ ୬ଟି ପାଳିରେ ଗ୍ରହଣ କରାଯାଇଥିବା ଅଭିଯୋଗ ପତ୍ର ମଧ୍ୟରୁ ୭୮ ପ୍ରତିଶତ ମାମଲାର ସମାଧାନ ହୋଇଛିଅଭିଯୋଗ ପ୍ରକୋଷ୍ଠରୁ ତୁରନ୍ତ କାର୍ଯ୍ୟାନୁଷ୍ଠାନଅଜଣା ରୋଗରେ ପୀଡିତ
Read More...