Yearly Archives

2024

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ମାତୃ ସମ୍ବିଳନୀ

ସଇଁତଲା, (ପ୍ରମୋଦ ସେଲମା) : ସ୍ଥାନୀୟ ଶିଶୁ ବିଦ୍ୟା ମନ୍ଦିର ସଇଁତଳା ଠାରେ ପ୍ରଥମ ଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀମାନଙ୍କ ମା'ମାନଙ୍କୁ ନେଇ ଏକ ମାତୃ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାିଛି । ଉକ୍ତ କାର୍ଯ୍ୟାକ୍ରମରେ ପରିଚାଳନା ସମିତିର ଉପ
Read More...

ସଇଁତଲା ବ୍ଲକରେ ମଣ୍ଡି ଖୋଲିବାରେ ବିଳମ୍ବକୁ ନେଇ ଅସନ୍ତୋଷ

ଏଫ୍‌ଏକ୍ୟୁମାନର ଧାନ ସଂଗ୍ରହ ନିମନ୍ତେ ସଚେତନତା ଶିବିରସୁରୁଖୁରୁରେ ଧାନକିଣା ନେଇ ପ୍ରଶାସନର ପ୍ରତିଶୃତି ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିୟନ୍ତ୍ରିତ ବଜାର କମିଟି ଆନୁକୂଲ୍ୟରେ ସଇଁତଲା ସ୍ଥିତ ନୂତନ ସମବାୟ ସମିତି ପ୍ରାଙ୍ଗଣରେ ଏଫ୍‌ଏକ୍ୟୁମାନର ଧାନ
Read More...

ଆଜି ଠାରୁ ଜିଲ୍ଲାରେ ଖରିଫ ଧାନ କିଣା ଆରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଖରିଫ ୨୦୨୪-୨୫ ବର୍ଷ ପାଇଁ ଜିଲ୍ଲା ସ୍ତରୀୟ ଧାନ କ୍ରୟ କମିଟିର ନିଷ୍ପତ୍ତି ଅନୁସାରେ ଆଜି ଠାରୁ ଖରିଫ ଧାନ କିଣା ଆରମ୍ଭ କରାଯାଇଛି । ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଆଜି ଆର୍‌ଏମ୍‌ସି ପାଟଣାଗଡର ମଣ୍ଡଳ ମାର୍କେଟ ୟାର୍ଡରେ ଧାନ
Read More...

ବେଲପଡା ବ୍ଲକରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଡିସେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ବେଲପଡା ବ୍ଲକ ମୁଖ୍ୟାଳୟରେ ଜିଲ୍ଲାପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣିରେ
Read More...

ଖୋଲିଲା ଗିର୍ଲିମାଳି ଇକୋ ରିଟ୍ରିଟ୍

କୋରାପୁଟ, (ସୁନାମ ହନ୍ତାଳ) : ସେମିଳିଗୁଡା ବ୍ଲକ ଅନ୍ତର୍ଗତ ଦୁଧାରୀ ପଞ୍ଚାୟତର ପୁଟସିଲ ଓ ଫୁଲବନ୍ଧ ମଧ୍ୟରେ ଥିବା ପର୍ବତ ଗିର୍ଲିମାଳି ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ ଦୃଷ୍ଟିରୁ ଓଡ଼ିଶା ସରକାର ଗତ କିଛି ବର୍ଷ ପୂର୍ବେ ଏହାକୁ ପର୍ଯ୍ୟଟନ ସ୍ଥଳିର ମାନ୍ୟତା ଦେଇଥିଲେ । ଏଥିସହ ଏଠାକୁ ବିଦେଶୀ
Read More...

ପ୍ରାଧିକରଣର ପିଲାମାନଙ୍କ ପାଇଁ ଆଇନ ସେବା ୟୁନିଟ୍ ତାଲିକା ଭୁକ୍ତ ଆଇନ୍‌ଜୀବୀ ଏବଂ ପାରା ଲିଗାଲ ସ୍ୱେଚ୍ଛାସେବୀମାନଙ୍କ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶା ରାଜ୍ୟ ଆଇନ ସେବା ନ୍ୟାୟାଧିଶ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ନିର୍ଦ୍ଦେଶ କ୍ରମେ ଏବଂ ଜିଲ୍ଲା ପ୍ରାଧିକରଣର ଅଧ୍ୟକ୍ଷ ଡଃ. ପବିତ୍ର ମୋହନ ସାମଲ ତତ୍ତ୍ଵାବଧାନରେ ପ୍ରାଧିକରଣର ସଭାଗୃହ ଠାରେ ପ୍ରାଧିକରଣର ପିଲାମାନଙ୍କ ପାଇଁ ଆଇନ ସେବା ୟୁନିଟ୍
Read More...

୭୬ତମ ଏନ୍‌ସିସି ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ପିଏମ୍‌ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ଏନ୍ଆଇଟି କ୍ୟାମ୍ପସ ରାଉରକେଲା ଠାରେ ୨ୟ ଓଡ଼ିଶା ଏୟାର ସ୍ୱାଡର୍ଣ୍ଣ ଫ୍ଲାଇଙ୍ଗ ଏନ୍‌ସିସି ଝାରସୁଗୁଡାର ଏନ୍‌ସିସି କ୍ୟାଡେଟ ମାନଙ୍କ ଦ୍ୱାରା ୭୬ତମ ଏନ୍‌ସିସି ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ
Read More...

ବାପି ଦା ଫ୍ୟାନ୍ସ କ୍ଲବ ତରଫରୁ ସଂଗୀତ ଭିତ୍ତିକ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ବାପି ଦା ଫ୍ୟାନ୍ସ କ୍ଲବ ତରଫରୁ ପ୍ରଖ୍ୟାତ ଗାୟକ ବାପି ଲାହିରୀଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ସଂଗୀତ ଭିତ୍ତିକ କାର୍ଯ୍ୟକ୍ରମ ରାଉରକେଲା କ୍ଲବ ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ଜିତେନ୍ଦ୍ର ପ୍ରସାଦଙ୍କ ଅଧ୍ୟକ୍ଷତା, ସଭାପତି ଜଗନ୍ନାଥ ସାହୁ
Read More...

ଜେନିଥ ଲାୟନ୍ସ ଗୁରୁକୁଳର ୧୮ତମ ବାର୍ଷିକ କ୍ରୀଡ଼ା ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସହର ସ୍ଥିତ ଜେନିଥ ଲାୟନ୍ସ ଗୁରୁକୁଳର ବାର୍ଷିକ କ୍ରୀଡ଼ା ଉତ୍ସବ ମହାସମାରୋହରେ ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରତାପ କୁମାର ମିଶ୍ର, ପୂର୍ବତନ ସଭାପତି ମହମ୍ମଦ ଜାୱେଦ, ଉପସଭାପତି
Read More...

ପରଖ ରାଷ୍ଟ୍ରୀୟ ସର୍ବେକ୍ଷଣର ପୁନଃ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଚଳିତ ମାସ ୪ ତାରିଖରେ ହେବାକୁ ଥିବା ପରଖ ରାଷ୍ଟ୍ରୀୟ ସର୍ବେକ୍ଷଣ ପ୍ରଶିକ୍ଷଣ ପାଇଁ ଜିଲ୍ଲା ଶିକ୍ଷା ଓ ପ୍ରତିଷ୍ଠାନ, ବଲାଙ୍ଗିର ଠାରେ କ୍ଷେତ୍ର ଅନୁସନ୍ଧାନକାରୀମାନଙ୍କର ପୁନଃ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ
Read More...