Yearly Archives

2024

ଦିବ୍ୟଦର୍ଶନ ସଂଘ ଗୁଡିଆବନ୍ଧ ଶାଖା ପକ୍ଷରୁ କମ୍ବଳ ବଣ୍ଟନ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ରବିବାର ପୂର୍ବାହ୍ନ ୧୦.୩୦ଟା ସମୟରେ ଗୁରୁତୀର୍ଥ ଗୁଡିଆବନ୍ଧ ଠାରେ କମ୍ଵଳ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଦିବ୍ୟଦର୍ଶନ ସଂଘର ପ୍ରତିଷ୍ଠାତା ପୂଜ୍ୟ ସଦ୍‌ଗୁରୁ ଶ୍ରୀ ଅର୍ଜୁନଙ୍କ ଜନ୍ମସ୍ଥାନରେ ଏକ ଭବ୍ୟ ଗୁରୁ ମନ୍ଦିର ନିର୍ମାଣ
Read More...

ବ୍ରହ୍ମପୁର ଉପ-ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଠାରେ ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନସମାଧାନ ନିମନ୍ତେ ବ୍ରହ୍ମପୁର ଉପ-ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣି ସୋମବାର ସଂଗଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା,
Read More...

ପାଇକମାଲ ବ୍ଲକ କାର୍ଯ୍ୟାଳୟରେ ମିଳିତ ଜନ ଶୁଣାଣି

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବରଗଡ଼ ଜିଲ୍ଲାପାଳ ଆଦିତ୍ୟ ଗୋଏଲ, ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନା
Read More...

ପାଇକମାଲ ହାଇସ୍କୁଲରେ ମାନକ ଲିଖନ ପ୍ରତିଯୋଗିତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ଭାରତ ସରକାରଙ୍କ ଖାଦ୍ୟ ଓ ଯୋଗାଣ ବିଭାଗ ତରଫରୁ ମାନକ ଲିଖନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ପାନୀୟ ଜଳ ପ୍ୟାକେଜ୍‌ ବିଷୟରେ ପ୍ରତିଯୋଗିତାରେ ୬୦ ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ ।
Read More...

ଜିଲ୍ଲାସ୍ତରୀୟ ଜୁନିୟର ରେଡ୍‌କ୍ରସ୍‌ ଶିବିର ଉଦ୍‌ଘାଟିତ

ନିଃସ୍ଵାର୍ଥପର ସେବା ହିଁ ଈଶ୍ଵର ପ୍ରାପ୍ତିର ପ୍ରକୃଷ୍ଟ ମାଧ୍ୟମ ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ବିଜେପୁର ହାଇସ୍କୁଲରେ ଜିଲ୍ଲାସ୍ତରୀୟ ଜୁନିୟର ରେଡ୍‌କ୍ରସ୍‌ ଶିବିର ଉଦ୍‌ଘାଟିତ ହୋଇଯାଇଛି । ଜିଲ୍ଲା ପରିଷଦ ସଭ୍ୟ ସୁଶାନ୍ତ କୁମାର ଗଡତ୍ୟା ମୁଖ୍ୟ
Read More...

ପ୍ରଧାନ ଶିକ୍ଷକ ଦ୍ଵାଦଶ ପ୍ରଧାନଙ୍କୁ ଡକ୍ଟରେଟ୍ ଉପାଧି

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ୍ୟର ସର୍ବଶ୍ରେଷ୍ଠ ଉଚ୍ଚ ବିଦ୍ୟାଳୟ ଭାବେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ପାଇକମାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ଶ୍ରେଷ୍ଠ ପ୍ରଧାନ ଶିକ୍ଷକ ଦ୍ଵାଦଶ କୁମାର ପଧାନ ଗୋଆରେ ଗତ ୨୩
Read More...

ବ୍ଲକ ଶିକ୍ଷା କାର୍ଯ୍ୟାଳୟରେ ବରିଷ୍ଠ କିରାଣୀଙ୍କ ଯୋଗଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜବୋଡ଼ାସମ୍ବର ବ୍ଲକ ଶିକ୍ଷା କାର୍ଯ୍ୟାଳୟ ପଦ୍ମପୁରରେ ଦୀପକ ପଣ୍ଡା ଆଜି ଯୋଗଦାନ କରିଛନ୍ତି । ତାଙ୍କୁ ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ଭୋଇ ଫୁଲ ତୋଡା ଦେଇ ସ୍ୱାଗତ କରିଥିଲେ । ଏହି ସ୍ୱାଗତ ସମାରୋହରେ ଏବିଇଓ ଶିବପ୍ରସାଦ ଯୋଶୀ, ଦିଲ୍ଲୀପ ଭୋଇ,
Read More...

ପ୍ରଥମ ପଦ୍ମପୁର ପ୍ରିମିୟର ଲିଗ ୨୦୨୪ ଶେଖ ଫାଇଟର୍ସ ବିଜୟୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ରାଜବୋଡାସମ୍ବର ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ପ୍ରଥମ ପଦ୍ମପୁର ପ୍ରିମିୟର ଲିଗ୍‌ ୨୦୨୪ ମହାସମାରୋହରେ ସମାପ୍ତ ହୋଇଯାଇଛି । ଟାଉନ କ୍ଲବ ପଦ୍ମପୁର ତରଫରୁ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟରେ ମୋଟ୍‌ ୮ଟି ଦଳ ଭିତରେ ଖେଳା ହେଉଥିଲା ଏହି ପ୍ରିମିୟର
Read More...

ଯୁବ ସାମ୍ବାଦିକ ମନୋଜ ଭୋଇଙ୍କ ମାତା ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ତାର ସାମ୍ବାଦିକ ମନୋଜ କୁମାର ଭୋଇଙ୍କ ମାତା ବେଲମତୀ ଭୋଇ(୭୨)ଙ୍କ ପରଲୋକ ହୋଇଯାଇଛି । ସେ ଜଣେ ପରାକାରୀ, ଭାଗବତ ପ୍ରେମୀ, ନିଷ୍ଠାବାନ ମହିଳା ଭାବରେ ପରିଚିତ ଥିଲେ । ମୃତ୍ୟୁ ସମୟରେ ଦୁଇପୁତ୍ର ମନୋଜ କୁମାର ଭୋଇ, ଗୌରଚନ୍ଦ୍ର
Read More...

ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭରେ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି

ନୂଆଦିଲ୍ଲୀ, (ପିଆଇବି) :ନମସ୍କାର ବନ୍ଧୁଗଣ,ଶୀତକାଳୀନ ଅଧିବେଶନ ଆରମ୍ଭ ହେଉଛି ଏବଂ ବାତାବରଣ ମଧ୍ୟ ଶୀତଳ ରହିବ । ଆମେ ୨୦୨୪ର ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛୁ ଏବଂ ଦେଶ ଅଧିକ ଉତ୍ସାହର ସହିତ ଅଧିକ ଶକ୍ତି ଓ ଉତ୍କଣ୍ଠିତ ଭାବରେ ୨୦୨୫କୁ ସ୍ୱାଗତ କରିବାକୁ ପ୍ରସ୍ତୁତ ହେଉଛି ।ବନ୍ଧୁଗଣ,ସଂସଦର
Read More...