Yearly Archives

2024

ଶ୍ରୀମଦ ଭାଗବତ କଥାମୃତ ଉଦ୍‌ଯାପିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ବ୍ଲକ ଆଗଲପୁର ଠାରେ ଦୀର୍ଘ ୭ ଦିନ ଧରି ଆୟୋଜିତ ଶ୍ରୀମଦ ଭାଗବତ କଥାମୃତ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ବ୍ୟାସ ଭାବେ ବୃନ୍ଦାବନ ଧାମରୁ ଆଗତ ବାଳମୁକୁନ୍ଦ ଜୀ ମହାରାଜ ଭାଗବତ କଥାମୃତ ପ୍ରବଚନ ଦେଇଥିଲେ । ଅଭୟ କୁମାର
Read More...

ଝାରସୁଗୁଡ଼ାରେ ଛାତ୍ରଛାତ୍ରୀଙ୍କ ପାଇଁ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଶୁଭାରମ୍ଭ

ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିବା ପାଇଁ ଉପାଦେୟପରାମର୍ଶ ନେବେ ଛାତ୍ରଛାତ୍ରୀ- ଧର୍ମେନ୍ଦ୍ର ପ୍ରଧାନଦଶମରୁ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ଉପଯୁକ୍ତ କ୍ୟାରିୟର ଗଠନ ପାଇଁ ଦିଆଯିବ ପରାମର୍ଶପ୍ରାୟ ୧୪,୯୬୨ ଜଣ ଛାତ୍ରଛାତ୍ରୀଙ୍କ କ୍ୟାରିୟର କାଉନସେଲିଂ କରାଯିବକ୍ୟାରିୟର କାଉନସେଲିଂ
Read More...

ପ୍ରଧାନମନ୍ତ୍ରୀଙ୍କୁ ‘ଗ୍ରାଣ୍ଡ କମାଣ୍ଡର ଅଫ୍ ଦ ଅର୍ଡର ଅଫ୍ ନାଇଜର’ ପ୍ରଦାନ

ନୂଆଦିଲ୍ଲୀ, (ପିଆଇବି) : ଷ୍ଟେଟ୍ ହାଉସରେ ଆୟୋଜିତ ଏକ ସମାରୋହରେ ନାଇଜେରିଆ ଫେଡେରାଲ ରିପବ୍ଲିକ୍‌ର ରାଷ୍ଟ୍ରପତି ମହାମହିମ ବୋଲା ଅହମ୍ମଦ ଟିନୁବୁ ଭାରତ-ନାଇଜେରିଆ ସମ୍ପର୍କକୁ ପ୍ରୋତ୍ସାହିତ କରିବାରେ ଉଲ୍ଲେଖନୀୟ ଅବଦାନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ 'ଗ୍ରାଣ୍ଡ କମାଣ୍ଡର ଅଫ୍
Read More...

ନାଇଜେରିଆ ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୭-୧୮ ନଭେମ୍ବର ୨୦୨୪ ନାଇଜେରିଆ ଗସ୍ତରେ ଅଛନ୍ତି । ସେ ଆଜି ଆବୁଜାରେ ନାଇଜେରିଆ ରାଷ୍ଟ୍ରପତି ମହାମହିମ ବୋଲା ଅହମ୍ମଦ ତିନୁବୁଙ୍କ ସହ ଆନୁଷ୍ଠାନିକ ଆଲୋଚନା କରିଛନ୍ତି । ଷ୍ଟେଟ ହାଉସରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କୁ ୨୧
Read More...

ମୁରିବାହାଲରେ ବ୍ଲକସ୍ତରୀୟ ଯାଦବ ସମାଜ ବୈଠକ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଯାଦବ ଭବନ ଠାରେ ମୁରିବାହାଲ ବ୍ଲକର ସମସ୍ତ ଗ୍ରାମ ପଞ୍ଚାୟତର ସଭାପତି ଓ ସମ୍ପାଦକ ତଥା ସମସ୍ତ ଯାଦବ ବୃନ୍ଦଙ୍କୁ ନେଇ ମୁରିବାହାଲ ବ୍ଲକ ଯୁବ ଯାଦବ ସଭାପତି ଗଙ୍ଗାଧର ହେର୍ଣ୍ଣାଙ୍କ ସଭାପତିତ୍ୱରେ ରବିବାର ଏକ ବୈଠକ
Read More...

ମୁରିବାହାଲରେ ବିଜେଡିର ସଦସ୍ୟତା ଗ୍ରହଣ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ମୁରିବାହାଲ ବ୍ଲକ ମାଳିଶିରା ପଞ୍ଚାୟତ ଅଧିନସ୍ଥ ଖରାଲି ଗ୍ରାମ ନିକଟରେ ଅବସ୍ଥିତ ଶ୍ରୀ ଶ୍ରୀ ସିଦ୍ଧି ଲିଙ୍ଗେଶ୍ୱର ମନ୍ଦିର (ରହେନଚୁଆ ମୁଣ୍ଡା) ପର୍ଯ୍ୟଟନ କ୍ଷେତ୍ରଠାରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ
Read More...

କୋକଡୁଙ୍ଗୁରୀରେ କନ୍ଧ ସମାଜ ସଚେତନତା ବୈଠକ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଡଙ୍ଗରପଡ଼ା ପଞ୍ଚାୟତ କୋକଡୁଙ୍ଗୁରୀଠାରେ ବୁଡୁକା ପ୍ରଗଣା ଆଦି କନ୍ଧ ସମାଜ ଡ଼ଙ୍ଗରପଡା ଶାଖା ସଭାପତି ଲଳିତ ଯାନୀଙ୍କ ସଭାପତିତ୍ୱରେ କନ୍ଧ ସମାଜର ଏକ ସଚେତନ ମୂଳକ ସଭା ଅନୁଷ୍ଠିତ ହୋଇଥିଲା । ସର୍ବ ପ୍ରଥମେ ଇଷ୍ଟ
Read More...

ଶେମର୍ଫୋଡ ଫ୍ୟୁଚରିଷ୍ଟିକ୍ ବିଦ୍ୟାଳୟର ଚେସ ପ୍ରତିଯୋଗିତା ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଖର୍ଲିକାନି ସ୍ଥିତ ଶେମର୍ଫୋଡ ଫ୍ୟୁଚରିଷ୍ଟିକ୍ ସ୍କୁଲରେ ଜିଲ୍ଲା ଚେସ ଆସୋସିଏସନ ଏବଂ ବାଲାଙ୍ଗିରର ଶେମର୍ଫୋଡ ଫ୍ୟୁଚରିଷ୍ଟିକ୍ ବିଦ୍ୟାଳୟ ଦ୍ୱାରା ପରିଚାଳିତ ଦ୍ଵିତୀୟ ଆନ୍ତବିଦ୍ୟାଳୟ ଚେସ ପ୍ରତିଯୋଗିତା ତା.୧୬/୧୧/୨୪ରେ ଆରମ୍ଭ ହୋଇ
Read More...

ଅନନ୍ୟ ଚଳଚ୍ଚିତ୍ର ଅନୁଭୂତି ପ୍ରଦାନ କରିବାକୁ ପ୍ରସ୍ତୁତ ଆଇଏଫଏଫଆଇ ୨୦୨୪ର ଗାଲା ପ୍ରିମିୟର୍ସ ଏବଂ ରେଡ୍-କାର୍ପେଟ୍…

ନୂଆଦିଲ୍ଲୀ, (ପିଆଇବି) : ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫଏଫଆଇ)ର ୫୫ତମ ସଂସ୍କରଣ ଏହାର ବହୁ ପ୍ରତୀକ୍ଷିତ ଗାଲା ପ୍ରିମିୟର ଏବଂ ରେଡ୍ କାର୍ପେଟ୍ କାର୍ଯ୍ୟକ୍ରମ ସହିତ ଦର୍ଶକଙ୍କୁ ଆକର୍ଷିତ କରିବାକୁ ପ୍ରସ୍ତୁତ । ଏହା ଉତ୍କୃଷ୍ଟ ଚଳଚ୍ଚିତ୍ର କଳା ଅନୁଭୂତି, ବିଶ୍ୱସ୍ତରୀୟ
Read More...

ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ : କଳସ ଯାତ୍ରାରେ ଶହ ଶହ ଶ୍ରଦ୍ଧାଳୁ ଓ ସାଧୁ ସନ୍ଥଙ୍କ ଯୋଗଦାନ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପାର୍ଶ୍ଵ ଦେବାଦେବୀଙ୍କ ନୂତନ ମନ୍ଦିର ନିର୍ମାଣ ଓ ବିଗ୍ରହ ପ୍ରତିଷ୍ଠା ମହୋତ୍ସବର ରବିବାର ଦ୍ଵିତୀୟ ଦିନରେ କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଶହ ଶହ ମହିଳା ମୁଣ୍ଡରେ କଳସ ଧରି
Read More...