Yearly Archives

2024

ଜର୍ଣ୍ଣାଲିଷ୍ଟ ଏସୋସିଏସନ ଝାରବନ୍ଧ ଦ୍ୱାରା ଜାତୀୟ ପ୍ରେସ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଜର୍ଣ୍ଣାଲିଷ୍ଟ ଏସୋସିଏସନ ଝାରବନ୍ଧ ତରଫରୁ ଆଜି ଅମଠି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ ସଭାପତି ମୋତିଲାଲ ବାଗଙ୍କ ସଭାପତିତ୍ୱରେ ଜାତୀୟ ପ୍ରେସ ଦିବସ ୨୦୨୪ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୁରୁଷୋତ୍ତମ ମିର୍ଦ୍ଧା ଗୋଷ୍ଠୀ
Read More...

ଜୟପାଟଣା କାର୍ଯ୍ୟରତ ସାମ୍ବାଦିକ ସଂଘର ରାଷ୍ଟ୍ରୀୟ ପ୍ରେସ ଦିବସ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ସ୍ଥିତ ପର୍ଶୁରାମ ପେଲେସ ଠାରେ ଜୟପାଟଣା କାର୍ଯ୍ୟରତ ସାମ୍ବାଦିକ ସଂଘର ରାଷ୍ଟ୍ରୀୟ ପ୍ରେସ ଦିବସ ଦୃଢ଼ ସଂକଳ୍ପର ସହ ପାଳିତ ହୋଇଯାଇଛି । ଏହି ଅବସରରେ ଆଞ୍ଚଳିକ ବିକାଶ, ସଶକ୍ତ ସଂଗଠନ ଓ ଆନୁପାତିକ ଅଧିକାର ଉପରେ ବ୍ୟାପକ ଆଲୋଚନା କରାଯାଇଥିଲା ।
Read More...

କାର୍ତ୍ତିକ ପୂଣ୍ଣିମା ଉପଲକ୍ଷେ ଭଜନ ସମାରୋହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଜୟଦେବ କଳା ସଂସଦ ଦ୍ୱାରା ରେଲୱେ କଲୋନୀ ସ୍ଥିତ ମହାଦେବ ମନ୍ଦିର ପ୍ରାଙ୍ଗଣରେ ସନ୍ଧ୍ୟା ଘ.୭ ରୁ ଘ.୯.୩୦ ମି. ପର୍ଯ୍ୟନ୍ତ ଭଜନ ସମାରୋହ ଅନୁଷ୍ଠିତ ହୋଇଥିଲା । ମନ୍ଦିର ପୂଜକଙ୍କ ତତ୍ତ୍ୱାବଧାନରେ ସଂସଦର କଳାକାରମାନେ ଭଜନ ପରିବେଷଣ କରି
Read More...

ବଲାଙ୍ଗିର ପୌରପରିଷଦର ୧୦ତମ କାଉନସିଲିଂ ବୈଠକରେ ଯୋଗଦେଲେ ବିଧାୟକ କଳିକେଶ ସିଂହଦେଓ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପୌରପରିଷଦ କାର୍ଯ୍ୟାଳୟ ଠାରେ ପୌରପରିଷଦର ୧୦ତମ କାଉନସିଲିଂ ବୈଠକ ଅନୁଷ୍ଠିତ ହୋଇଯାଇଛି । ପୌରାଧ୍ୟକ୍ଷା ଲିକା ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ ଯୋଗ ଦେଇଥିଲେ । ତାଙ୍କ ସହିତ
Read More...

ଧନସୁଳୀ ଆଶ୍ରମ ବିଦ୍ୟାଳୟ ଠାରେ ଜନଜାତି ଗୌରବମୟ ଦିବସ ପାଳିତ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକ ଅନ୍ତର୍ଗତ ଧନସୁଳୀ ସରକାରୀ ଆଶ୍ରମ ବିଦ୍ୟାଳୟ ପରିସରରେ ସହିଦ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଅବସରରେ ଜାତୀୟ ଗୌରବମୟ ଦିବସ ପାଳିତ ହୋଇଯାଇଛି । ରାଷ୍ଟ୍ର ପ୍ରେମର ମଶାଲ ଜଳାଇ ଇଂରେଜ ବିରୁଦ୍ଧରେ ସଶସ୍ତ୍ର ସଂଗ୍ରାମ କରି ବଳିଦାନୀ ହୋଇଥିବା
Read More...

ଝରନିପାଲି ଠାରେ ସ୍ୱାଦିଷ୍ଟ ଖାଦ୍ୟ ପ୍ରସ୍ତୁତି ପ୍ରତିଯୋଗିତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଆଗଲପୁର ବ୍ଲକର ଝରନିପାଲି ଗ୍ରାମ ପଂଚାୟତ କନଫରେନ୍ସ ହଲ ଠାରେ କୃଷି ଓ କୃଷକ ସଶକ୍ତ ଓଡିଶା ସରକାର ତରଫରୁ ଓ ପଲ୍ଲୀ ଆଲୋକ ପାଠାଗାର ନଅଗାଁ(ଖ) ଆନୁକୂଲ୍ୟରେ ସ୍ୱାଦିଷ୍ଟ ଖାଦ୍ୟ ପ୍ରସୂତି ଉପରେ ଏକ ପ୍ରତିଯୋଗିତା ଅନୁଷ୍ଠିତ
Read More...

ଜାତୀୟ ପ୍ରେସ ଦିବସ ପାଳିତ

ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ଗଣମାଧ୍ୟମ ଏବଂ ପ୍ରଶାସନ ମଧ୍ୟରେ ସମନ୍ଵୟ ଅତ୍ୟନ୍ତ ଜରୁରୀ : ଜିଲ୍ଲାପାଳ ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ଭବନ ଠାରେ ଜିଲ୍ଲା ପ୍ରଶାସନ ଓ ସାମ୍ବାଦିକ ସଂଘର ମିଳିତ ଆନୁକୂଲ୍ୟରେ ଆଜି ପୂର୍ବାହ୍ନରେ ଜାତୀୟ ପ୍ରେସ ଦିବସ
Read More...

୧୫୦ତମ ବିର୍ସା ମୁଣ୍ଡା ଜୟନ୍ତୀ ଅବସରରେ ଗନ୍ଧମାର୍ଦ୍ଦନ ପାହାଡ଼ର ସୁରକ୍ଷା ପାଇଁ ଏକ ହେବାକୁ ଆହ୍ଵାନ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ ପଡିଆ ଠାରେ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ଓ ଆଦିବାସୀ କଲ୍ୟାଣ ସଂଘର ମିଳିତ ଉଦ୍ୟମରେ ବିର୍ସା ମୁଣ୍ଡା ଜୟନ୍ତୀ ଅବସରରେ ଜନଜାଗରଣ ସମାବେଶ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି ।
Read More...

ସହିଦ୍ ବିର୍ସା ମୁଣ୍ଡା ଜୟନ୍ତୀ ସମାରୋହ ଅନୁଷ୍ଠିତ

କଟକ, (ସସ୍ମିତା ପ୍ରଧାନ) : କୈବଲ୍ୟ ସାହିତ୍ୟ ସଂସଦ ତରଫରୁ ବକ୍ସି ବଜାର, କଟକର ଦି ୟୁନିଭର୍ସ ପ୍ରାଙ୍ଗଣ ଠାରେ ସହିଦ୍ ବିର୍ସା ମୁଣ୍ଡା ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଉପସ୍ଥିତି କବି କବୟିତ୍ରୀ ବୃନ୍ଦ ଦେଶାତ୍ମକବୋଧ ସଙ୍ଗୀତ ଗାନ କରିଥିଲେ । ସହିଦ୍ ବିର୍ସା
Read More...

ବ୍ଲକସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜବୋଡ଼ା ସମ୍ବର ବ୍ଲକ ପଦ୍ମପୁର ବ୍ଲକସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ସ୍ଥାନୀୟ ସରକାରୀ ୟୁପି ସ୍କୁଲ, ଟାଲ୍ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ
Read More...