ଆଦିବାସୀ କଲ୍ୟାଣ ମହାସଂଘ ତରଫରୁ ରାଜ୍ୟସ୍ତରୀୟ କ୍ରାନ୍ତିବୀର ବିର୍ସା ମୁଣ୍ଡା ଜୟନ୍ତୀ ମହୋତ୍ସବ ପାଳିତ
ବଲାଙ୍ଗିର, (କେପିଏନ୍ଏସ୍) : ସ୍ଥାନୀୟ କୋଶଳ କଳା ମଣ୍ଡଳ ପଡ଼ିଆ ଠାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ତରଫରୁ ରାଜ୍ୟସ୍ତରୀୟ ଭଗବାନ ବିର୍ସା ମୁଣ୍ଡା ଜୟନ୍ତୀ ମହୋତ୍ସବ ପାଳିତ ହୋଇଯାଇଛି । ଜୟନ୍ତୀ ସଭା ପୂର୍ବରୁ ଆଦିବାସୀମାନେ ପାରମ୍ପରିକ ବେଶଭୂଷା, ନୃତ୍ୟବାଦ୍ୟ ସହିତ ସହରରେ ସାଂସ୍କୃତିକ!-->…
Read More...
Read More...